ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସଦାପ୍ରଭୁ ମୋର ପ୍ରତିପାଳକ} [PS] ସଦାପ୍ରଭୁ ମୋହର ପ୍ରତିପାଳକ; [QBR] ମୋହର ଅଭାବ ହେବ ନାହିଁ। [QBR]
2. ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; [QBR] ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି। [QBR]
3. ସେ ମୋ’ ପ୍ରାଣକୁ ସୁସ୍ଥ କରନ୍ତି, [QBR] ସେ ଆପଣା ନାମ ସକାଶୁ ଧର୍ମ ପଥରେ ମୋତେ କଢ଼ାଇ ନିଅନ୍ତି। [QBR]
4. ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ [QBR] କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, [QBR] ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି। [QBR]
5. ତୁମ୍ଭେ ମୋ’ ଶତ୍ରୁଗଣଙ୍କ ସାକ୍ଷାତରେ ମୋ’ ସମ୍ମୁଖରେ ମେଜ ସଜାଉଅଛ; [QBR] ତୁମ୍ଭେ ତୈଳରେ ମୋ’ ମସ୍ତକ ସିକ୍ତ କରିଅଛ; [QBR] ମୋ’ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି। [QBR]
6. ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍‍ଗାମୀ ହେବ; [QBR] ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 23 / 150
ଗୀତସଂହିତା 23:49
ସଦାପ୍ରଭୁ ମୋର ପ୍ରତିପାଳକ 1 ସଦାପ୍ରଭୁ ମୋହର ପ୍ରତିପାଳକ; ମୋହର ଅଭାବ ହେବ ନାହିଁ। 2 ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି। 3 ସେ ମୋ’ ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମ ପଥରେ ମୋତେ କଢ଼ାଇ ନିଅନ୍ତି। 4 ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି। 5 ତୁମ୍ଭେ ମୋ’ ଶତ୍ରୁଗଣଙ୍କ ସାକ୍ଷାତରେ ମୋ’ ସମ୍ମୁଖରେ ମେଜ ସଜାଉଅଛ; ତୁମ୍ଭେ ତୈଳରେ ମୋ’ ମସ୍ତକ ସିକ୍ତ କରିଅଛ; ମୋ’ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି। 6 ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍‍ଗାମୀ ହେବ; ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 23 / 150
Common Bible Languages
West Indian Languages
×

Alert

×

oriya Letters Keypad References