ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#1ମହାନ ରାଜା } [QS]
2. [PS]*ଦାଉଦଙ୍କର ଗୀତ। *[PE][PBR]ପୃଥିବୀ ଓ ତହିଁର ପୂର୍ଣ୍ଣତା, *[PE][QS]ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର। *[PE][QS]କାରଣ ସେ ସମୁଦ୍ର ଉପରେ ତାହା ସ୍ଥାପନ କରିଅଛନ୍ତି [QE][QS]ଓ ନଦୀ ଉପରେ ତାହା ଦୃଢ଼ କରିଅଛନ୍ତି। [QE]
3. [QS]କିଏ ସଦାପ୍ରଭୁଙ୍କ ପର୍ବତରେ ଆରୋହଣ କରିବ ? [QE][QS]ଓ କିଏ ତାହାଙ୍କ ପବିତ୍ର ସ୍ଥାନରେ ଠିଆ ହେବ ? [QE]
4. [QS]ଯାହାର ହସ୍ତ ଶୁଚି ଓ ଅନ୍ତଃକରଣ ନିର୍ମଳ; [QE][QS]ଯାହାର ମନ ଅସାରତା ପ୍ରତି ଉଠି ନାହିଁ, [QE][QS]ପୁଣି, ଯେ ଛଳ ଭାବରେ ଶପଥ କରି ନାହିଁ, ସେ। [QE]
5. [QS]ସେ ସଦାପ୍ରଭୁଙ୍କଠାରୁ ଆଶୀର୍ବାଦ ଓ ଆପଣାର ପରିତ୍ରାଣ [QE][QS]ସ୍ୱରୂପ ପରମେଶ୍ୱରଙ୍କଠାରୁ ଧାର୍ମିକତା ପ୍ରାପ୍ତ ହେବ। [QE]
6. [QS]ଯେଉଁମାନେ ପରମେଶ୍ୱରଙ୍କୁ ଅନ୍ୱେଷଣ କରନ୍ତି, ସେମାନଙ୍କର ବଂଶ ଏହି, [QE][QS]ହେ ଯାକୁବର ପରମେଶ୍ୱର, ଏମାନେ ତୁମ୍ଭର ମୁଖ ଅନ୍ୱେଷଣ କରନ୍ତି। [QE][QS][ସେଲା] [QE]
7. [QS]ହେ ନଗରଦ୍ୱାରସକଳ, ମସ୍ତକ ଟେକ; [QE][QS]ହେ ଚିରସ୍ଥାୟୀ କବାଟସବୁ, ଟେକି ହୁଅ; [QE][QS]ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ। [QE]
8. [QS]ଗୌରବମୟ ରାଜା କିଏ ? [QE][QS]ବଳବାନ ଓ ବୀର ସଦାପ୍ରଭୁ, [QE][QS]ସଂଗ୍ରାମରେ ବୀର ସଦାପ୍ରଭୁ। [QE]
9. [QS]ହେ ନଗରଦ୍ୱାରସକଳ, ମସ୍ତକ ଟେକ; [QE][QS]ହେ ଚିରସ୍ଥାୟୀ କବାଟସବୁ, ମସ୍ତକ ଟେକ; [QE][QS]ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ। [QE]
10. [QS]ଏହି ଗୌରବମୟ ରାଜା କିଏ ? [QE][QS]ବାହିନୀଗଣର ସଦାପ୍ରଭୁ, [QE][QS]ସେ ଗୌରବମୟ ରାଜା ଅଟନ୍ତି। [QE][QS][ସେଲା] [QE]

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 24 / 150
ମହାନ ରାଜା 1 2 *ଦାଉଦଙ୍କର ଗୀତ। *ପୃଥିବୀ ଓ ତହିଁର ପୂର୍ଣ୍ଣତା, *ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର। *କାରଣ ସେ ସମୁଦ୍ର ଉପରେ ତାହା ସ୍ଥାପନ କରିଅଛନ୍ତି ଓ ନଦୀ ଉପରେ ତାହା ଦୃଢ଼ କରିଅଛନ୍ତି। 3 କିଏ ସଦାପ୍ରଭୁଙ୍କ ପର୍ବତରେ ଆରୋହଣ କରିବ ? ଓ କିଏ ତାହାଙ୍କ ପବିତ୍ର ସ୍ଥାନରେ ଠିଆ ହେବ ? 4 ଯାହାର ହସ୍ତ ଶୁଚି ଓ ଅନ୍ତଃକରଣ ନିର୍ମଳ; ଯାହାର ମନ ଅସାରତା ପ୍ରତି ଉଠି ନାହିଁ, ପୁଣି, ଯେ ଛଳ ଭାବରେ ଶପଥ କରି ନାହିଁ, ସେ। 5 ସେ ସଦାପ୍ରଭୁଙ୍କଠାରୁ ଆଶୀର୍ବାଦ ଓ ଆପଣାର ପରିତ୍ରାଣ ସ୍ୱରୂପ ପରମେଶ୍ୱରଙ୍କଠାରୁ ଧାର୍ମିକତା ପ୍ରାପ୍ତ ହେବ। 6 ଯେଉଁମାନେ ପରମେଶ୍ୱରଙ୍କୁ ଅନ୍ୱେଷଣ କରନ୍ତି, ସେମାନଙ୍କର ବଂଶ ଏହି, ହେ ଯାକୁବର ପରମେଶ୍ୱର, ଏମାନେ ତୁମ୍ଭର ମୁଖ ଅନ୍ୱେଷଣ କରନ୍ତି। *ସେଲା 7 ହେ ନଗରଦ୍ୱାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ଟେକି ହୁଅ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ। 8 ଗୌରବମୟ ରାଜା କିଏ ? ବଳବାନ ଓ ବୀର ସଦାପ୍ରଭୁ, ସଂଗ୍ରାମରେ ବୀର ସଦାପ୍ରଭୁ। 9 ହେ ନଗରଦ୍ୱାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ମସ୍ତକ ଟେକ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ। 10 ଏହି ଗୌରବମୟ ରାଜା କିଏ ? ବାହିନୀଗଣର ସଦାପ୍ରଭୁ, ସେ ଗୌରବମୟ ରାଜା ଅଟନ୍ତି। *ସେଲା
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 24 / 150
×

Alert

×

Oriya Letters Keypad References