ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ସହାୟତା ପାଇଁ ପ୍ରାର୍ଥନା } [QS]
2. [PS]*ଦାଉଦଙ୍କର ଗୀତ। *[PE][PBR]ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଡାକ ପକାଇବି; *[PE][QS]ହେ ମୋହର ଶୈଳ, ମୋ’ ପ୍ରତି ନୀରବ ହୁଅ ନାହିଁ; କେଜାଣି ତୁମ୍ଭେ ମୋ’ ପ୍ରତି ନୀରବ ହେଲେ, ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ପରି ହେବି। *[PE][QS]ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ, [QE][QS]ତୁମ୍ଭ ମହାପବିତ୍ର ସ୍ଥାନ ଆଡ଼େ ଆପଣା ହସ୍ତ ଟେକିବା ବେଳେ, [QE][QS]ମୋ’ ନିବେଦନର ରବ ଶ୍ରବଣ କର। [QE]
3. [QS]ଦୁଷ୍ଟ ଓ ଅଧର୍ମାଚାରୀମାନଙ୍କ ସଙ୍ଗେ ମୋତେ ଟାଣି ନିଅ ନାହିଁ; [QE][QS]ସେମାନେ ସ୍ୱ ସ୍ୱ ପ୍ରତିବାସୀମାନଙ୍କ ସଙ୍ଗେ ଶାନ୍ତିର କଥା କହନ୍ତି, [QE][QS]ମାତ୍ର ସେମାନଙ୍କ ଅନ୍ତଃକରଣରେ ଅନିଷ୍ଟ ଥାଏ। [QE]
4. [QS]ସେମାନଙ୍କ କର୍ମାନୁସାରେ ଓ ସେମାନଙ୍କ କ୍ରିୟାର ଦୁଷ୍ଟତାନୁସାରେ ସେମାନଙ୍କୁ ପ୍ରତିଫଳ ଦିଅ; [QE][QS]ସେମାନଙ୍କ ହସ୍ତର କର୍ମାନୁରୂପ ଫଳ ସେମାନଙ୍କୁ ଦିଅ; ସେମାନଙ୍କୁ ସମୁଚିତ ଫଳ ଭୋଗ କରାଅ। [QE]
5. [QS]ସେମାନେ ସଦାପ୍ରଭୁଙ୍କ କ୍ରିୟା ଓ ତାହାଙ୍କ ହସ୍ତର କର୍ମସକଳ ବିବେଚନା ନ କରିବାରୁ [QE][QS]ସେ ସେମାନଙ୍କୁ ଭାଙ୍ଗି ପକାଇବେ ଓ ସେମାନଙ୍କୁ ଗଢ଼ିବେ ନାହିଁ। [QE]
6. [QS]ସଦାପ୍ରଭୁ ଧନ୍ୟ ହେଉନ୍ତୁ, [QE][QS]କାରଣ ସେ ମୋ’ ନିବେଦନର ରବ ଶୁଣିଅଛନ୍ତି। [QE]
7. [QS]ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ; [QE][QS]ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି; [QE][QS]ଏହେତୁ ମୋ’ ଅନ୍ତଃକରଣ ଅତ୍ୟନ୍ତ ଉଲ୍ଲାସ କରୁଅଛି; [QE][QS]ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି। [QE]
8. [QS]ସଦାପ୍ରଭୁ ସେମାନଙ୍କର ବଳ ଓ [QE][QS]ଆପଣା ଅଭିଷିକ୍ତ ପ୍ରତି ପରିତ୍ରାଣର ଦୃଢ଼ ଦୁର୍ଗ ଅଟନ୍ତି। [QE]
9. [QS]ଆପଣା ଲୋକମାନଙ୍କୁ ତ୍ରାଣ କର ଓ ଆପଣା ଅଧିକାରକୁ ଆଶୀର୍ବାଦ କର; [QE][QS]ସେମାନଙ୍କୁ ପ୍ରତିପାଳନ କର ଓ ଅନନ୍ତକାଳ ସେମାନଙ୍କୁ ବହନ କର। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 28 / 150
ସହାୟତା ପାଇଁ ପ୍ରାର୍ଥନା 1 2 *ଦାଉଦଙ୍କର ଗୀତ। *ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଡାକ ପକାଇବି; *ହେ ମୋହର ଶୈଳ, ମୋ’ ପ୍ରତି ନୀରବ ହୁଅ ନାହିଁ; କେଜାଣି ତୁମ୍ଭେ ମୋ’ ପ୍ରତି ନୀରବ ହେଲେ, ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ପରି ହେବି। *ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ, ତୁମ୍ଭ ମହାପବିତ୍ର ସ୍ଥାନ ଆଡ଼େ ଆପଣା ହସ୍ତ ଟେକିବା ବେଳେ, ମୋ’ ନିବେଦନର ରବ ଶ୍ରବଣ କର। 3 ଦୁଷ୍ଟ ଓ ଅଧର୍ମାଚାରୀମାନଙ୍କ ସଙ୍ଗେ ମୋତେ ଟାଣି ନିଅ ନାହିଁ; ସେମାନେ ସ୍ୱ ସ୍ୱ ପ୍ରତିବାସୀମାନଙ୍କ ସଙ୍ଗେ ଶାନ୍ତିର କଥା କହନ୍ତି, ମାତ୍ର ସେମାନଙ୍କ ଅନ୍ତଃକରଣରେ ଅନିଷ୍ଟ ଥାଏ। 4 ସେମାନଙ୍କ କର୍ମାନୁସାରେ ଓ ସେମାନଙ୍କ କ୍ରିୟାର ଦୁଷ୍ଟତାନୁସାରେ ସେମାନଙ୍କୁ ପ୍ରତିଫଳ ଦିଅ; ସେମାନଙ୍କ ହସ୍ତର କର୍ମାନୁରୂପ ଫଳ ସେମାନଙ୍କୁ ଦିଅ; ସେମାନଙ୍କୁ ସମୁଚିତ ଫଳ ଭୋଗ କରାଅ। 5 ସେମାନେ ସଦାପ୍ରଭୁଙ୍କ କ୍ରିୟା ଓ ତାହାଙ୍କ ହସ୍ତର କର୍ମସକଳ ବିବେଚନା ନ କରିବାରୁ ସେ ସେମାନଙ୍କୁ ଭାଙ୍ଗି ପକାଇବେ ଓ ସେମାନଙ୍କୁ ଗଢ଼ିବେ ନାହିଁ। 6 ସଦାପ୍ରଭୁ ଧନ୍ୟ ହେଉନ୍ତୁ, କାରଣ ସେ ମୋ’ ନିବେଦନର ରବ ଶୁଣିଅଛନ୍ତି। 7 ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ; ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି; ଏହେତୁ ମୋ’ ଅନ୍ତଃକରଣ ଅତ୍ୟନ୍ତ ଉଲ୍ଲାସ କରୁଅଛି; ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି। 8 ସଦାପ୍ରଭୁ ସେମାନଙ୍କର ବଳ ଓ ଆପଣା ଅଭିଷିକ୍ତ ପ୍ରତି ପରିତ୍ରାଣର ଦୃଢ଼ ଦୁର୍ଗ ଅଟନ୍ତି। 9 ଆପଣା ଲୋକମାନଙ୍କୁ ତ୍ରାଣ କର ଓ ଆପଣା ଅଧିକାରକୁ ଆଶୀର୍ବାଦ କର; ସେମାନଙ୍କୁ ପ୍ରତିପାଳନ କର ଓ ଅନନ୍ତକାଳ ସେମାନଙ୍କୁ ବହନ କର।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 28 / 150
×

Alert

×

Oriya Letters Keypad References