ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ସଦାପ୍ରଭୁଙ୍କ ରବର ପରାକ୍ରମ } [QS]
2. [PS]*ଦାଉଦଙ୍କର ଗୀତ। *[PE][PBR]ହେ ବିକ୍ରମୀ-ସନ୍ତାନଗଣ, ସଦାପ୍ରଭୁଙ୍କର କୀର୍ତ୍ତନ କର, *[PE][QS]ସଦାପ୍ରଭୁଙ୍କର ଗୌରବ ଓ ପରାକ୍ରମ କୀର୍ତ୍ତନ କର। *[PE][QS]ସଦାପ୍ରଭୁଙ୍କ ନାମର ଗୌରବ କୀର୍ତ୍ତନ କର; [QE][QS]ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କୁ ପ୍ରଣାମ କର। [QE]
3. [QS]ଜଳରାଶି ଉପରେ ସଦାପ୍ରଭୁଙ୍କର ରବ ଅଛି; [QE][QS]ଗୌରବମୟ ପରମେଶ୍ୱର ବଜ୍ରନାଦ କରନ୍ତି, [QE][QS]ସଦାପ୍ରଭୁ ଅପାର ଜଳରାଶି ଉପରେ ବିଦ୍ୟମାନ। [QE]
4. [QS]ସଦାପ୍ରଭୁଙ୍କ ରବ ଶକ୍ତିବିଶିଷ୍ଟ; [QE][QS]ସଦାପ୍ରଭୁଙ୍କ ରବ ପ୍ରତାପପୂର୍ଣ୍ଣ। [QE]
5. [QS]ସଦାପ୍ରଭୁଙ୍କ ରବ ଏରସ ବୃକ୍ଷମାନ ଭାଙ୍ଗି ପକାଏ; [QE][QS]ହଁ, ସଦାପ୍ରଭୁ ଲିବାନୋନର ଏରସ ବୃକ୍ଷସବୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାନ୍ତି। [QE]
6. [QS]ମଧ୍ୟ ସେ ସେମାନଙ୍କୁ ଗୋବତ୍ସ ପରି; [QE][QS]ଲିବାନୋନ ଓ ସିରିୟୋନକୁ ଅରଣା ଛୁଆ ପରି ନଚାନ୍ତି। [QE]
7. [QS]ସଦାପ୍ରଭୁଙ୍କ ରବ ଅଗ୍ନିଶିଖା ବିଭକ୍ତ କରେ। [QE]
8. [QS]ସଦାପ୍ରଭୁଙ୍କ ରବ ପ୍ରାନ୍ତରକୁ କମ୍ପିତ କରେ; [QE][QS]ସଦାପ୍ରଭୁ କାଦେଶର ପ୍ରାନ୍ତରକୁ କମ୍ପିତ କରନ୍ତି। [QE]
9. [QS]ସଦାପ୍ରଭୁଙ୍କ ରବ ହରିଣୀମାନଙ୍କୁ ପ୍ରସବ କରାଏ [QE][QS]ଓ ବନସମୂହକୁ ବିବସ୍ତ୍ର କରେ; [QE][QS]ପୁଣି, ତାହାଙ୍କ ମନ୍ଦିରରେ ସମସ୍ତ ବିଷୟ ଗୌରବ, ଗୌରବ ବୋଲି କହନ୍ତି। [QE]
10. [QS]ସଦାପ୍ରଭୁ ଜଳପ୍ଲାବନରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ; [QE][QS]ହଁ, ସଦାପ୍ରଭୁ ଅନନ୍ତକାଳ ରାଜା ତୁଲ୍ୟ ଉପବିଷ୍ଟ ଅଟନ୍ତି। [QE]
11. [QS]ସଦାପ୍ରଭୁ ଆପଣା ଲୋକମାନଙ୍କୁ ବଳ ଦେବେ; [QE][QS]ସଦାପ୍ରଭୁ ଆପଣା ଲୋକମାନଙ୍କୁ ଶାନ୍ତି ଦେଇ ଆଶୀର୍ବାଦ କରିବେ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 29 / 150
ସଦାପ୍ରଭୁଙ୍କ ରବର ପରାକ୍ରମ 1 2 *ଦାଉଦଙ୍କର ଗୀତ। *ହେ ବିକ୍ରମୀ-ସନ୍ତାନଗଣ, ସଦାପ୍ରଭୁଙ୍କର କୀର୍ତ୍ତନ କର, *ସଦାପ୍ରଭୁଙ୍କର ଗୌରବ ଓ ପରାକ୍ରମ କୀର୍ତ୍ତନ କର। *ସଦାପ୍ରଭୁଙ୍କ ନାମର ଗୌରବ କୀର୍ତ୍ତନ କର; ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କୁ ପ୍ରଣାମ କର। 3 ଜଳରାଶି ଉପରେ ସଦାପ୍ରଭୁଙ୍କର ରବ ଅଛି; ଗୌରବମୟ ପରମେଶ୍ୱର ବଜ୍ରନାଦ କରନ୍ତି, ସଦାପ୍ରଭୁ ଅପାର ଜଳରାଶି ଉପରେ ବିଦ୍ୟମାନ। 4 ସଦାପ୍ରଭୁଙ୍କ ରବ ଶକ୍ତିବିଶିଷ୍ଟ; ସଦାପ୍ରଭୁଙ୍କ ରବ ପ୍ରତାପପୂର୍ଣ୍ଣ। 5 ସଦାପ୍ରଭୁଙ୍କ ରବ ଏରସ ବୃକ୍ଷମାନ ଭାଙ୍ଗି ପକାଏ; ହଁ, ସଦାପ୍ରଭୁ ଲିବାନୋନର ଏରସ ବୃକ୍ଷସବୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାନ୍ତି। 6 ମଧ୍ୟ ସେ ସେମାନଙ୍କୁ ଗୋବତ୍ସ ପରି; ଲିବାନୋନ ଓ ସିରିୟୋନକୁ ଅରଣା ଛୁଆ ପରି ନଚାନ୍ତି। 7 ସଦାପ୍ରଭୁଙ୍କ ରବ ଅଗ୍ନିଶିଖା ବିଭକ୍ତ କରେ। 8 ସଦାପ୍ରଭୁଙ୍କ ରବ ପ୍ରାନ୍ତରକୁ କମ୍ପିତ କରେ; ସଦାପ୍ରଭୁ କାଦେଶର ପ୍ରାନ୍ତରକୁ କମ୍ପିତ କରନ୍ତି। 9 ସଦାପ୍ରଭୁଙ୍କ ରବ ହରିଣୀମାନଙ୍କୁ ପ୍ରସବ କରାଏ ଓ ବନସମୂହକୁ ବିବସ୍ତ୍ର କରେ; ପୁଣି, ତାହାଙ୍କ ମନ୍ଦିରରେ ସମସ୍ତ ବିଷୟ ଗୌରବ, ଗୌରବ ବୋଲି କହନ୍ତି। 10 ସଦାପ୍ରଭୁ ଜଳପ୍ଲାବନରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ; ହଁ, ସଦାପ୍ରଭୁ ଅନନ୍ତକାଳ ରାଜା ତୁଲ୍ୟ ଉପବିଷ୍ଟ ଅଟନ୍ତି। 11 ସଦାପ୍ରଭୁ ଆପଣା ଲୋକମାନଙ୍କୁ ବଳ ଦେବେ; ସଦାପ୍ରଭୁ ଆପଣା ଲୋକମାନଙ୍କୁ ଶାନ୍ତି ଦେଇ ଆଶୀର୍ବାଦ କରିବେ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 29 / 150
×

Alert

×

Oriya Letters Keypad References