ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସଦାପ୍ରଭୁଙ୍କ ରବର ପରାକ୍ରମ} [PS] ହେ ବିକ୍ରମୀ-ସନ୍ତାନଗଣ, ସଦାପ୍ରଭୁଙ୍କର କୀର୍ତ୍ତନ କର, [QBR] ସଦାପ୍ରଭୁଙ୍କର ଗୌରବ ଓ ପରାକ୍ରମ କୀର୍ତ୍ତନ କର। [QBR]
2. ସଦାପ୍ରଭୁଙ୍କ ନାମର ଗୌରବ କୀର୍ତ୍ତନ କର; [QBR] ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କୁ ପ୍ରଣାମ କର। [QBR]
3. ଜଳରାଶି ଉପରେ ସଦାପ୍ରଭୁଙ୍କର ରବ ଅଛି; [QBR] ଗୌରବମୟ ପରମେଶ୍ୱର ବଜ୍ରନାଦ କରନ୍ତି, [QBR] ସଦାପ୍ରଭୁ ଅପାର ଜଳରାଶି ଉପରେ ବିଦ୍ୟମାନ। [QBR]
4. ସଦାପ୍ରଭୁଙ୍କ ରବ ଶକ୍ତିବିଶିଷ୍ଟ; [QBR] ସଦାପ୍ରଭୁଙ୍କ ରବ ପ୍ରତାପପୂର୍ଣ୍ଣ। [QBR]
5. ସଦାପ୍ରଭୁଙ୍କ ରବ ଏରସ ବୃକ୍ଷମାନ ଭାଙ୍ଗି ପକାଏ; [QBR] ହଁ, ସଦାପ୍ରଭୁ ଲିବାନୋନର ଏରସ ବୃକ୍ଷସବୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାନ୍ତି। [QBR]
6. ମଧ୍ୟ ସେ ସେମାନଙ୍କୁ ଗୋବତ୍ସ ପରି; [QBR] ଲିବାନୋନ ଓ ସିରିୟୋନକୁ ଅରଣା ଛୁଆ ପରି ନଚାନ୍ତି। [QBR]
7. ସଦାପ୍ରଭୁଙ୍କ ରବ ଅଗ୍ନିଶିଖା ବିଭକ୍ତ କରେ। [QBR]
8. ସଦାପ୍ରଭୁଙ୍କ ରବ ପ୍ରାନ୍ତରକୁ କମ୍ପିତ କରେ; [QBR] ସଦାପ୍ରଭୁ କାଦେଶର ପ୍ରାନ୍ତରକୁ କମ୍ପିତ କରନ୍ତି। [QBR]
9. ସଦାପ୍ରଭୁଙ୍କ ରବ ହରିଣୀମାନଙ୍କୁ ପ୍ରସବ କରାଏ [QBR] ଓ ବନସମୂହକୁ ବିବସ୍ତ୍ର କରେ; [QBR] ପୁଣି, ତାହାଙ୍କ ମନ୍ଦିରରେ ସମସ୍ତ ବିଷୟ ଗୌରବ, ଗୌରବ ବୋଲି କହନ୍ତି। [QBR]
10. ସଦାପ୍ରଭୁ ଜଳପ୍ଲାବନରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ; [QBR] ହଁ, ସଦାପ୍ରଭୁ ଅନନ୍ତକାଳ ରାଜା ତୁଲ୍ୟ ଉପବିଷ୍ଟ ଅଟନ୍ତି। [QBR]
11. ସଦାପ୍ରଭୁ ଆପଣା ଲୋକମାନଙ୍କୁ ବଳ ଦେବେ; [QBR] ସଦାପ୍ରଭୁ ଆପଣା ଲୋକମାନଙ୍କୁ ଶାନ୍ତି ଦେଇ ଆଶୀର୍ବାଦ କରିବେ। [PE]

Notes

No Verse Added

Total 150 Chapters, Current Chapter 29 of Total Chapters 150
ଗୀତସଂହିତା 29:6
1. {ସଦାପ୍ରଭୁଙ୍କ ରବର ପରାକ୍ରମ} PS ହେ ବିକ୍ରମୀ-ସନ୍ତାନଗଣ, ସଦାପ୍ରଭୁଙ୍କର କୀର୍ତ୍ତନ କର,
ସଦାପ୍ରଭୁଙ୍କର ଗୌରବ ପରାକ୍ରମ କୀର୍ତ୍ତନ କର।
2. ସଦାପ୍ରଭୁଙ୍କ ନାମର ଗୌରବ କୀର୍ତ୍ତନ କର;
ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କୁ ପ୍ରଣାମ କର।
3. ଜଳରାଶି ଉପରେ ସଦାପ୍ରଭୁଙ୍କର ରବ ଅଛି;
ଗୌରବମୟ ପରମେଶ୍ୱର ବଜ୍ରନାଦ କରନ୍ତି,
ସଦାପ୍ରଭୁ ଅପାର ଜଳରାଶି ଉପରେ ବିଦ୍ୟମାନ।
4. ସଦାପ୍ରଭୁଙ୍କ ରବ ଶକ୍ତିବିଶିଷ୍ଟ;
ସଦାପ୍ରଭୁଙ୍କ ରବ ପ୍ରତାପପୂର୍ଣ୍ଣ।
5. ସଦାପ୍ରଭୁଙ୍କ ରବ ଏରସ ବୃକ୍ଷମାନ ଭାଙ୍ଗି ପକାଏ;
ହଁ, ସଦାପ୍ରଭୁ ଲିବାନୋନର ଏରସ ବୃକ୍ଷସବୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାନ୍ତି।
6. ମଧ୍ୟ ସେ ସେମାନଙ୍କୁ ଗୋବତ୍ସ ପରି;
ଲିବାନୋନ ସିରିୟୋନକୁ ଅରଣା ଛୁଆ ପରି ନଚାନ୍ତି।
7. ସଦାପ୍ରଭୁଙ୍କ ରବ ଅଗ୍ନିଶିଖା ବିଭକ୍ତ କରେ।
8. ସଦାପ୍ରଭୁଙ୍କ ରବ ପ୍ରାନ୍ତରକୁ କମ୍ପିତ କରେ;
ସଦାପ୍ରଭୁ କାଦେଶର ପ୍ରାନ୍ତରକୁ କମ୍ପିତ କରନ୍ତି।
9. ସଦାପ୍ରଭୁଙ୍କ ରବ ହରିଣୀମାନଙ୍କୁ ପ୍ରସବ କରାଏ
ବନସମୂହକୁ ବିବସ୍ତ୍ର କରେ;
ପୁଣି, ତାହାଙ୍କ ମନ୍ଦିରରେ ସମସ୍ତ ବିଷୟ ଗୌରବ, ଗୌରବ ବୋଲି କହନ୍ତି।
10. ସଦାପ୍ରଭୁ ଜଳପ୍ଲାବନରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ;
ହଁ, ସଦାପ୍ରଭୁ ଅନନ୍ତକାଳ ରାଜା ତୁଲ୍ୟ ଉପବିଷ୍ଟ ଅଟନ୍ତି।
11. ସଦାପ୍ରଭୁ ଆପଣା ଲୋକମାନଙ୍କୁ ବଳ ଦେବେ;
ସଦାପ୍ରଭୁ ଆପଣା ଲୋକମାନଙ୍କୁ ଶାନ୍ତି ଦେଇ ଆଶୀର୍ବାଦ କରିବେ। PE
Total 150 Chapters, Current Chapter 29 of Total Chapters 150
×

Alert

×

oriya Letters Keypad References