ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ପ୍ରଭାତକାଳୀନ ପ୍ରାର୍ଥନା } [QS]
2. [PS]*ଦାଉଦଙ୍କର ଆପଣା ପୁତ୍ର ଅବଶାଲୋମ ନିକଟରୁ ପଳାୟନକାଳୀନ ଗୀତ। *[PE][PBR]ହେ ସଦାପ୍ରଭୁ, ମୋହର ବିପକ୍ଷମାନେ କିପରି *[PE][QS]ବଢ଼ିଅଛନ୍ତି। *[PE][QS]ମୋ’ ବିରୁଦ୍ଧରେ ଉତ୍‍ଥିତ ଲୋକ ଅନେକ। *[PE][QS]ଅନେକେ ମୋ’ ପ୍ରାଣ ବିଷୟରେ କହନ୍ତି, “ପରମେଶ୍ୱରଙ୍କ [QE][QS]ନିକଟରେ ତାହା ପାଇଁ ପରିତ୍ରାଣ[* ପରିତ୍ରାଣ କିମ୍ବା ସାହାଯ୍ୟ ] ନାହିଁ।” [QE][QS][ସେଲା] [QE]
3. [QS]ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋ’ ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ; [QE][QS]ମୋହର ଗୌରବ ଓ ମୋ’ ମସ୍ତକ ଉଠାଇବା କର୍ତ୍ତା ଅଟ। [QE]
4. [QS]ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି, ସେ [QE][QS]ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି। [QE][QS][ସେଲା] [QE]
5. [QS]ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି; [QE][QS]କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି। [QE]
6. [QS]ମୁଁ ଆପଣା ପ୍ରତିକୂଳରେ ପରିବେଷ୍ଟିତ ଅୟୁତ ଅୟୁତ [QE][QS]ଲୋକଙ୍କୁ ଭୟ କରିବି ନାହିଁ। [QE]
7. [QS]ହେ ସଦାପ୍ରଭୁ, ଉଠ; ହେ ମୋହର ପରମେଶ୍ୱର, [QE][QS]ମୋତେ ପରିତ୍ରାଣ କର। [QE][QS]କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ; [QE][QS]ତୁମ୍ଭେ ଦୁଷ୍ଟମାନଙ୍କ ଦନ୍ତ ଭାଙ୍ଗି ପକାଇଅଛ। [QE]
8. [QS]ପରିତ୍ରାଣ[† ପରିତ୍ରାଣ କିମ୍ବା ବିଜୟ ] ସଦାପ୍ରଭୁଙ୍କର ଅଧିକାର; [QE][QS]ତୁମ୍ଭ ଲୋକମାନଙ୍କ ଉପରେ ତୁମ୍ଭର ଆଶୀର୍ବାଦ ବର୍ତ୍ତୁ। [QE][QS][ସେଲା] [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 3 / 150
ପ୍ରଭାତକାଳୀନ ପ୍ରାର୍ଥନା 1 2 *ଦାଉଦଙ୍କର ଆପଣା ପୁତ୍ର ଅବଶାଲୋମ ନିକଟରୁ ପଳାୟନକାଳୀନ ଗୀତ। *ହେ ସଦାପ୍ରଭୁ, ମୋହର ବିପକ୍ଷମାନେ କିପରି *ବଢ଼ିଅଛନ୍ତି। *ମୋ’ ବିରୁଦ୍ଧରେ ଉତ୍‍ଥିତ ଲୋକ ଅନେକ। *ଅନେକେ ମୋ’ ପ୍ରାଣ ବିଷୟରେ କହନ୍ତି, “ପରମେଶ୍ୱରଙ୍କ ନିକଟରେ ତାହା ପାଇଁ ପରିତ୍ରାଣ* ପରିତ୍ରାଣ କିମ୍ବା ସାହାଯ୍ୟ ନାହିଁ।” *ସେଲା 3 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋ’ ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ; ମୋହର ଗୌରବ ଓ ମୋ’ ମସ୍ତକ ଉଠାଇବା କର୍ତ୍ତା ଅଟ। 4 ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି, ସେ ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି। *ସେଲା 5 ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି; କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି। 6 ମୁଁ ଆପଣା ପ୍ରତିକୂଳରେ ପରିବେଷ୍ଟିତ ଅୟୁତ ଅୟୁତ ଲୋକଙ୍କୁ ଭୟ କରିବି ନାହିଁ। 7 ହେ ସଦାପ୍ରଭୁ, ଉଠ; ହେ ମୋହର ପରମେଶ୍ୱର, ମୋତେ ପରିତ୍ରାଣ କର। କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ; ତୁମ୍ଭେ ଦୁଷ୍ଟମାନଙ୍କ ଦନ୍ତ ଭାଙ୍ଗି ପକାଇଅଛ। 8 ପରିତ୍ରାଣ ପରିତ୍ରାଣ କିମ୍ବା ବିଜୟ ସଦାପ୍ରଭୁଙ୍କର ଅଧିକାର; ତୁମ୍ଭ ଲୋକମାନଙ୍କ ଉପରେ ତୁମ୍ଭର ଆଶୀର୍ବାଦ ବର୍ତ୍ତୁ। *ସେଲା
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 3 / 150
×

Alert

×

Oriya Letters Keypad References