ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ପ୍ରଭାତକାଳୀନ ପ୍ରାର୍ଥନା} [PS] ହେ ସଦାପ୍ରଭୁ, ମୋହର ବିପକ୍ଷମାନେ କିପରି [QBR] ବଢ଼ିଅଛନ୍ତି। [QBR] ମୋ’ ବିରୁଦ୍ଧରେ ଉତ୍‍ଥିତ ଲୋକ ଅନେକ। [QBR]
2. ଅନେକେ ମୋ’ ପ୍ରାଣ ବିଷୟରେ କହନ୍ତି, “ପରମେଶ୍ୱରଙ୍କ [QBR] ନିକଟରେ ତାହା ପାଇଁ ପରିତ୍ରାଣ [* ପରିତ୍ରାଣ କିମ୍ବା ସାହାଯ୍ୟ] ନାହିଁ।” [QBR] [ସେଲା] [QBR]
3. ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋ’ ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ; [QBR] ମୋହର ଗୌରବ ଓ ମୋ’ ମସ୍ତକ ଉଠାଇବା କର୍ତ୍ତା ଅଟ। [QBR]
4. ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି, ସେ [QBR] ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି। [QBR] [ସେଲା] [QBR]
5. ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି; [QBR] କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି। [QBR]
6. ମୁଁ ଆପଣା ପ୍ରତିକୂଳରେ ପରିବେଷ୍ଟିତ ଅୟୁତ ଅୟୁତ [QBR] ଲୋକଙ୍କୁ ଭୟ କରିବି ନାହିଁ। [QBR]
7. ହେ ସଦାପ୍ରଭୁ, ଉଠ; ହେ ମୋହର ପରମେଶ୍ୱର, [QBR] ମୋତେ ପରିତ୍ରାଣ କର। [QBR] କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ; [QBR] ତୁମ୍ଭେ ଦୁଷ୍ଟମାନଙ୍କ ଦନ୍ତ ଭାଙ୍ଗି ପକାଇଅଛ। [QBR]
8. ପରିତ୍ରାଣ [† ପରିତ୍ରାଣ କିମ୍ବା ବିଜୟ] ସଦାପ୍ରଭୁଙ୍କର ଅଧିକାର; [QBR] ତୁମ୍ଭ ଲୋକମାନଙ୍କ ଉପରେ ତୁମ୍ଭର ଆଶୀର୍ବାଦ ବର୍ତ୍ତୁ। [QBR] [ସେଲା] [PE]

Notes

No Verse Added

Total 150 Chapters, Current Chapter 3 of Total Chapters 150
ଗୀତସଂହିତା 3:21
1. {ପ୍ରଭାତକାଳୀନ ପ୍ରାର୍ଥନା} PS ହେ ସଦାପ୍ରଭୁ, ମୋହର ବିପକ୍ଷମାନେ କିପରି
ବଢ଼ିଅଛନ୍ତି।
ମୋ’ ବିରୁଦ୍ଧରେ ଉତ୍‍ଥିତ ଲୋକ ଅନେକ।
2. ଅନେକେ ମୋ’ ପ୍ରାଣ ବିଷୟରେ କହନ୍ତି, “ପରମେଶ୍ୱରଙ୍କ
ନିକଟରେ ତାହା ପାଇଁ ପରିତ୍ରାଣ * ପରିତ୍ରାଣ କିମ୍ବା ସାହାଯ୍ୟ ନାହିଁ।”
ସେଲା
3. ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋ’ ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ;
ମୋହର ଗୌରବ ମୋ’ ମସ୍ତକ ଉଠାଇବା କର୍ତ୍ତା ଅଟ।
4. ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି, ସେ
ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି।
ସେଲା
5. ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି;
କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି।
6. ମୁଁ ଆପଣା ପ୍ରତିକୂଳରେ ପରିବେଷ୍ଟିତ ଅୟୁତ ଅୟୁତ
ଲୋକଙ୍କୁ ଭୟ କରିବି ନାହିଁ।
7. ହେ ସଦାପ୍ରଭୁ, ଉଠ; ହେ ମୋହର ପରମେଶ୍ୱର,
ମୋତେ ପରିତ୍ରାଣ କର।
କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ;
ତୁମ୍ଭେ ଦୁଷ୍ଟମାନଙ୍କ ଦନ୍ତ ଭାଙ୍ଗି ପକାଇଅଛ।
8. ପରିତ୍ରାଣ ପରିତ୍ରାଣ କିମ୍ବା ବିଜୟ ସଦାପ୍ରଭୁଙ୍କର ଅଧିକାର;
ତୁମ୍ଭ ଲୋକମାନଙ୍କ ଉପରେ ତୁମ୍ଭର ଆଶୀର୍ବାଦ ବର୍ତ୍ତୁ।
ସେଲା PE
Total 150 Chapters, Current Chapter 3 of Total Chapters 150
×

Alert

×

oriya Letters Keypad References