ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ମନୁଷ୍ୟର ଦୁଷ୍ଟତା} [PS] ଦୁଷ୍ଟର ଅପରାଧ ମୋ’ ହୃଦୟ ମଧ୍ୟରେ କହେ, [QBR] ପରମେଶ୍ୱର ବିଷୟକ ଭୟ ତାହାର ଚକ୍ଷୁର ଅଗୋଚର। [QBR]
2. କାରଣ ତାହାର ଅଧର୍ମ ପ୍ରକାଶିତ ଓ ଘୃଣିତ ହେବ [QBR] ନାହିଁ ବୋଲି ସେ ଆପଣା ଦୃଷ୍ଟିରେ ଆପଣାକୁ ଭୁଲାଏ। [QBR]
3. ତାହାର ମୁଖର ବାକ୍ୟ ଅଧର୍ମ ଓ ପ୍ରବଞ୍ଚନା ମାତ୍ର; [QBR] ସେ ସୁବିବେଚନା ଓ ସୁକର୍ମ ତ୍ୟାଗ କରିଅଛି। [QBR]
4. ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ; [QBR] ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ; [QBR] ସେ ମନ୍ଦତା ଘୃଣା କରେ ନାହିଁ।
5. {ଈଶ୍ୱର ମଙ୍ଗଳମୟ} [PS] ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ୱର୍ଗରେ ଥାଏ; [QBR] ତୁମ୍ଭର ବିଶ୍ୱସ୍ତତା ଗଗନସ୍ପର୍ଶୀ। [QBR]
6. ତୁମ୍ଭର ଧର୍ମ ପରମେଶ୍ୱରଙ୍କ ପର୍ବତଗଣ ତୁଲ୍ୟ; [QBR] ତୁମ୍ଭର ଶାସନସବୁ ମହାବାରିଧି ସ୍ୱରୂପ; [QBR] ହେ ସଦାପ୍ରଭୁ, ତୁମ୍ଭେ ମନୁଷ୍ୟ ଓ ପଶୁକୁ ରକ୍ଷା କରୁଅଛ। [QBR]
7. ହେ ପରମେଶ୍ୱର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ ! [QBR] ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି। [QBR]
8. ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ; [QBR] ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ। [QBR]
9. କାରଣ ତୁମ୍ଭଠାରେ ଜୀବନର ନିର୍ଝର ଅଛି; [QBR] ତୁମ୍ଭ ଦୀପ୍ତିରେ ଆମ୍ଭେମାନେ ଦୀପ୍ତି ଦେଖିବା। [QBR]
10. ଆହେ, ତୁମ୍ଭଙ୍କୁ ଜାଣିବା ଲୋକମାନଙ୍କ ପ୍ରତି ଆପଣା ସ୍ନେହପୂର୍ଣ୍ଣ କରୁଣା [QBR] ଓ ସରଳାନ୍ତଃକରଣ ଲୋକମାନଙ୍କ ପ୍ରତି ଆପଣା ଧାର୍ମିକତା ଚିରସ୍ଥାୟୀ କର। [QBR]
11. ଅହଂକାରୀର ଚରଣ ମୋ’ ବିରୁଦ୍ଧରେ ନ ଆସୁ ଓ [QBR] ଦୁଷ୍ଟର ହସ୍ତ ମୋତେ ଘଉଡ଼ାଇ ନ ଦେଉ। [QBR]
12. ହେଇ, ଅଧର୍ମାଚାରୀମାନେ ପତିତ ହେଲେ; [QBR] ସେମାନେ ଅଧଃପତିତ ହେଲେ, ଆଉ ଉଠିବାକୁ ସମର୍ଥ ହେବେ ନାହିଁ। [PE]

Notes

No Verse Added

Total 150 Chapters, Current Chapter 36 of Total Chapters 150
ଗୀତସଂହିତା 36:10
1. {ମନୁଷ୍ୟର ଦୁଷ୍ଟତା} PS ଦୁଷ୍ଟର ଅପରାଧ ମୋ’ ହୃଦୟ ମଧ୍ୟରେ କହେ,
ପରମେଶ୍ୱର ବିଷୟକ ଭୟ ତାହାର ଚକ୍ଷୁର ଅଗୋଚର।
2. କାରଣ ତାହାର ଅଧର୍ମ ପ୍ରକାଶିତ ଘୃଣିତ ହେବ
ନାହିଁ ବୋଲି ସେ ଆପଣା ଦୃଷ୍ଟିରେ ଆପଣାକୁ ଭୁଲାଏ।
3. ତାହାର ମୁଖର ବାକ୍ୟ ଅଧର୍ମ ପ୍ରବଞ୍ଚନା ମାତ୍ର;
ସେ ସୁବିବେଚନା ସୁକର୍ମ ତ୍ୟାଗ କରିଅଛି।
4. ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ;
ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ;
ସେ ମନ୍ଦତା ଘୃଣା କରେ ନାହିଁ।
5. {ଈଶ୍ୱର ମଙ୍ଗଳମୟ} PS ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ୱର୍ଗରେ ଥାଏ;
ତୁମ୍ଭର ବିଶ୍ୱସ୍ତତା ଗଗନସ୍ପର୍ଶୀ।
6. ତୁମ୍ଭର ଧର୍ମ ପରମେଶ୍ୱରଙ୍କ ପର୍ବତଗଣ ତୁଲ୍ୟ;
ତୁମ୍ଭର ଶାସନସବୁ ମହାବାରିଧି ସ୍ୱରୂପ;
ହେ ସଦାପ୍ରଭୁ, ତୁମ୍ଭେ ମନୁଷ୍ୟ ପଶୁକୁ ରକ୍ଷା କରୁଅଛ।
7. ହେ ପରମେଶ୍ୱର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ !
ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି।
8. ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ;
ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ।
9. କାରଣ ତୁମ୍ଭଠାରେ ଜୀବନର ନିର୍ଝର ଅଛି;
ତୁମ୍ଭ ଦୀପ୍ତିରେ ଆମ୍ଭେମାନେ ଦୀପ୍ତି ଦେଖିବା।
10. ଆହେ, ତୁମ୍ଭଙ୍କୁ ଜାଣିବା ଲୋକମାନଙ୍କ ପ୍ରତି ଆପଣା ସ୍ନେହପୂର୍ଣ୍ଣ କରୁଣା
ସରଳାନ୍ତଃକରଣ ଲୋକମାନଙ୍କ ପ୍ରତି ଆପଣା ଧାର୍ମିକତା ଚିରସ୍ଥାୟୀ କର।
11. ଅହଂକାରୀର ଚରଣ ମୋ’ ବିରୁଦ୍ଧରେ ଆସୁ
ଦୁଷ୍ଟର ହସ୍ତ ମୋତେ ଘଉଡ଼ାଇ ଦେଉ।
12. ହେଇ, ଅଧର୍ମାଚାରୀମାନେ ପତିତ ହେଲେ;
ସେମାନେ ଅଧଃପତିତ ହେଲେ, ଆଉ ଉଠିବାକୁ ସମର୍ଥ ହେବେ ନାହିଁ। PE
Total 150 Chapters, Current Chapter 36 of Total Chapters 150
×

Alert

×

oriya Letters Keypad References