ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ଦୁଷ୍ଟର ଦୁର୍ଦ୍ଦଶା ଓ ସନ୍ଥର ସୁଦଶା } [QS]
2. [PS]*ଦାଉଦଙ୍କର ଗୀତ। *[PE][PBR]ତୁମ୍ଭେ ଦୁଷ୍କର୍ମକାରୀମାନଙ୍କ ସକାଶୁ *[PE][QS]ଆପଣାକୁ ବିରକ୍ତ କର ନାହିଁ, [QE][QS]କିଅବା ଅଧର୍ମାଚାରୀମାନଙ୍କ ପ୍ରତି ଈର୍ଷାଭାବ ବହ ନାହିଁ। *[PE][QS]କାରଣ ସେମାନେ ଘାସ ପରି ଶୀଘ୍ର କଟା ଯିବେ ଓ [QE][QS]କୋମଳ ତୃଣ ପରି ଶୁଷ୍କ ହେବେ। [QE]
3. [QS]ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର; [QE][QS]ଦେଶରେ ବାସ କରି ବିଶ୍ୱସ୍ତତାର ଅନୁଗାମୀ ହୁଅ। [QE]
4. [QS]ମଧ୍ୟ ସଦାପ୍ରଭୁଙ୍କଠାରେ ଆନନ୍ଦ କର; [QE][QS]ତହିଁରେ ସେ ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରିବେ। [QE]
5. [QS]ସଦାପ୍ରଭୁଙ୍କଠାରେ ତୁମ୍ଭର ଗତି ସମର୍ପଣ କର; [QE][QS]ମଧ୍ୟ ତାହାଙ୍କଠାରେ ନିର୍ଭର ରଖ, ତହିଁରେ ସେ ତାହା ସଫଳ କରିବେ। [QE]
6. [QS]ଆଉ, ସେ ଦିପ୍ତୀ ତୁଲ୍ୟ ତୁମ୍ଭର ଧର୍ମ ଓ [QE][QS]ମଧ୍ୟାହ୍ନ ତୁଲ୍ୟ ତୁମ୍ଭର ବିଚାର ପ୍ରକାଶ କରାଇବେ। [QE]
7. [QS]ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; [QE][QS]ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ [QE][QS]ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ। [QE]
8. [QS]କ୍ରୋଧରୁ କ୍ଷାନ୍ତ ହୁଅ ଓ କୋପ ତ୍ୟାଗ କର; ଆପଣାକୁ [QE][QS]ବିରକ୍ତ କର ନାହିଁ, ତାହା କେବଳ ଦୁଷ୍କର୍ମ କରିବାକୁ ପ୍ରବର୍ତ୍ତାଏ। [QE]
9. [QS]କାରଣ ଦୁଷ୍କର୍ମକାରୀମାନେ ଉଚ୍ଛିନ୍ନ ହେବେ; ମାତ୍ର [QE][QS]ସଦାପ୍ରଭୁଙ୍କ ଅପେକ୍ଷାକାରୀମାନେ ଦେଶାଧିକାରୀ ହେବେ। [QE]
10. [QS]ଆଉ, ଅଳ୍ପକ୍ଷଣ ଉତ୍ତାରେ ଦୁଷ୍ଟଲୋକ ନ ଥିବ; [QE][QS]ତୁମ୍ଭେ ଯତ୍ନପୂର୍ବକ ତାହାର ସ୍ଥାନ ତତ୍ତ୍ୱ କରିବ, ଆଉ ସେ ନ ଥିବ। [QE]
11. [QS]ମାତ୍ର ନମ୍ର ଲୋକମାନେ ଦେଶ ଅଧିକାର କରିବେ [QE][QS]ଓ ଶାନ୍ତିର ବାହୁଲ୍ୟରେ ଆପଣା ଆପଣାକୁ ଆନନ୍ଦିତ କରିବେ। [QE]
12. [QS]ଦୁଷ୍ଟ ଧାର୍ମିକର ପ୍ରତିକୂଳରେ କୁକଳ୍ପନା କରେ [QE][QS]ଓ ତାହା ଉପରେ ଦନ୍ତ କଡ଼ମଡ଼ କରେ। [QE]
13. [QS]ପ୍ରଭୁ ତାହାକୁ ଉପହାସ କରିବେ। [QE][QS]କାରଣ ତାହାର ଅନ୍ତିମ ଦିନ ଯେ ଆସୁଅଛି, ଏହା ସେ ଦେଖନ୍ତି। [QE]
14. [QS]ଦୁଃଖୀ ଓ ଦୀନହୀନକୁ ନିପାତ କରିବା ପାଇଁ, ସରଳ- [QE][QS]ପଥଗାମୀମାନଙ୍କୁ ବଧ କରିବା ପାଇଁ ଦୁଷ୍ଟମାନେ ଆପଣା [QE][QS]ଆପଣା ଖଡ୍ଗ ନିଷ୍କୋଷ କରି ଧନୁ ନୁଆଁଇ ଅଛନ୍ତି। [QE]
15. [QS]ସେମାନଙ୍କ ଖଡ୍ଗ ସେମାନଙ୍କ ନିଜ ହୃଦୟରେ [QE][QS]ପ୍ରବେଶ କରିବ ଓ ସେମାନଙ୍କ ଧନୁ ଭଙ୍ଗାଯିବ। [QE]
16. [QS]ଅନେକ ଦୁଷ୍ଟଲୋକର ପ୍ରଚୁର ସମ୍ପତ୍ତି ଅପେକ୍ଷା [QE][QS]ଧାର୍ମିକ ଲୋକର ଅଳ୍ପ ସମ୍ପତ୍ତି ଭଲ। [QE]
17. [QS]କାରଣ ଦୁଷ୍ଟର ବାହୁ ଭଙ୍ଗାଯିବ, ମାତ୍ର ସଦାପ୍ରଭୁ [QE][QS]ଧାର୍ମିକକୁ ଧରି ରଖିବେ। [QE]
18. [QS]ସଦାପ୍ରଭୁ ସିଦ୍ଧ ଲୋକମାନଙ୍କ ଦିନସବୁ ଜାଣନ୍ତି ଓ [QE][QS]ସେମାନଙ୍କ ଅଧିକାର ଅନନ୍ତକାଳସ୍ଥାୟୀ ହେବ। [QE]
19. [QS]ସେମାନେ ବିପଦ ସମୟରେ ଲଜ୍ଜିତ ହେବେ ନାହିଁ; [QE][QS]ପୁଣି, ଦୁର୍ଭିକ୍ଷ ସମୟରେ ସେମାନେ ପରିତୃପ୍ତ ହେବେ। [QE]
20. [QS]ମାତ୍ର ଦୁଷ୍ଟମାନେ ବିନଷ୍ଟ ହେବେ, ପୁଣି, ସଦାପ୍ରଭୁଙ୍କ [QE][QS]ଶତ୍ରୁମାନେ ଚରାସ୍ଥାନରେ ଶୋଭା ସ୍ୱରୂପ ହେବେ; [QE][QS]ସେମାନେ ନିଃଶେଷିତ ହେବେ; ସେମାନେ ଧୂମରେ [QE][QS]ନିଃଶେଷିତ ହୋଇଯିବେ। [QE]
21. [QS]ଦୁଷ୍ଟ ଲୋକ ଋଣ କରି ପରିଶୋଧ କରେ ନାହିଁ। [QE][QS]ମାତ୍ର ଧାର୍ମିକ ଲୋକ ଦୟା ବ୍ୟବହାର କରି ଦାନ କରେ। [QE]
22. [QS]କାରଣ ତାହାଙ୍କର ଆଶୀର୍ବାଦପ୍ରାପ୍ତ ଲୋକେ [QE][QS]ଦେଶାଧିକାର କରିବେ; [QE][QS]ପୁଣି, ତାହାଙ୍କର ଅଭିଶପ୍ତ ଲୋକେ ଉଚ୍ଛିନ୍ନ ହେବେ [QE]
23. [QS]ସଦାପ୍ରଭୁଙ୍କ ଦ୍ୱାରା ମନୁଷ୍ୟର ଗତି ସ୍ଥିରୀକୃତ ହୁଏ [QE][QS]ଓ ସେ ତାହାର ପଥରେ ସନ୍ତୁଷ୍ଟ ହୁଅନ୍ତି। [QE]
24. [QS]ସେ ପତିତ ହେଲେ ହେଁ ଭୂମିଶାୟୀ ହେବ ନାହିଁ; [QE][QS]କାରଣ ସଦାପ୍ରଭୁ ସ୍ୱହସ୍ତରେ ତାହାକୁ ଧରି ରଖନ୍ତି। [QE]
25. [QS]ମୁଁ ଯୁବା ଥିଲି, ଏବେ ବୃଦ୍ଧ ହୋଇଅଛି; [QE][QS]ତଥାପି ମୁଁ ଧାର୍ମିକକୁ ପରିତ୍ୟକ୍ତ, ଅବା ତାହାର ବଂଶକୁ [QE][QS]ଖାଦ୍ୟ ଭିକ୍ଷା କରିବାର ଦେଖି ନାହିଁ। [QE]
26. [QS]ସେ ସାରାଦିନ ଦୟା ବ୍ୟବହାର କରି ଉଧାର ଦିଏ; [QE][QS]ପୁଣି, ତାହାର ସନ୍ତାନଗଣ ଆଶୀର୍ବାଦ ପାଆନ୍ତି। [QE]
27. [QS]ମନ୍ଦଠାରୁ ଦୂର ହୁଅ ଓ ସୁକର୍ମ କର; [QE][QS]ତେବେ ତୁମ୍ଭେ ଅନନ୍ତକାଳ ବାସ କରିବ। [QE]
28. [QS]କାରଣ ସଦାପ୍ରଭୁ ନ୍ୟାୟ ବିଚାର ଭଲ ପାଆନ୍ତି [QE][QS]ଓ ଆପଣା ସଦ୍‍ଭକ୍ତମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ; [QE][QS]ସେମାନେ ଅନନ୍ତକାଳ ରକ୍ଷିତ ହୁଅନ୍ତି; [QE][QS]ମାତ୍ର ଦୁଷ୍ଟର ବଂଶ ଉଚ୍ଛିନ୍ନ ହେବେ। [QE]
29. [QS]ଧାର୍ମିକ ଦେଶାଧିକାର କରିବ ଓ ସଦାକାଳ ତହିଁରେ [QE][QS]ବାସ କରିବ। [QE]
30. [QS]ଧାର୍ମିକର ମୁଖ ଜ୍ଞାନର କଥା କହେ ଓ ତାହାର [QE][QS]ଜିହ୍ୱା ନ୍ୟାୟ ବିଚାରର କଥା କହେ। [QE]
31. [QS]ତାହାର ପରମେଶ୍ୱରଙ୍କ ବ୍ୟବସ୍ଥା ତାହାର ଅନ୍ତରରେ ଅଛି; [QE][QS]ତାହାର କୌଣସି ପାଦଗତି ଖସିଯିବ ନାହିଁ। [QE]
32. [QS]ଦୁଷ୍ଟ ଲୋକ ଧାର୍ମିକକୁ ଜଗି ବସେ [QE][QS]ଓ ତାହାକୁ ବଧ କରିବାକୁ ଚେଷ୍ଟା କରେ। [QE]
33. [QS]ସଦାପ୍ରଭୁ ତାହାର ହସ୍ତରେ ତାହାକୁ ଛାଡ଼ି ଦେବେ ନାହିଁ; [QE][QS]କିଅବା ସେ ବିଚାରିତ ହେବା ବେଳେ ତାହାକୁ ଦୋଷୀ କରିବେ ନାହିଁ। [QE]
34. [QS]ସଦାପ୍ରଭୁଙ୍କର ଅନୁସରଣ କର ଓ ତାହାଙ୍କ ପଥ [QE][QS]ରକ୍ଷା କର, [QE][QS]ତହିଁରେ ସେ ତୁମ୍ଭକୁ ଦେଶାଧିକାର ନିମନ୍ତେ ଉନ୍ନତ [QE][QS]କରିବେ; [QE][QS]ଦୁଷ୍ଟମାନେ ଉଚ୍ଛିନ୍ନ ହେବା ସମୟରେ ତୁମ୍ଭେ ତାହା [QE][QS]ଦେଖିବ। [QE]
35. [QS]ମୁଁ ଦୁଷ୍ଟକୁ ମହାକ୍ଷମତାପନ୍ନ ଓ ସ୍ୱଭୂମିରେ ସତେଜ [QE][QS]ବୃକ୍ଷ ତୁଲ୍ୟ ଆପଣାକୁ ପ୍ରସାରିବାର ଦେଖିଅଛି। [QE]
36. [QS]ମାତ୍ର ଜଣେ ନିକଟ ଦେଇ ଗଲା, ଆଉ ଦେଖ, ସେ ନ ଥିଲା; [QE][QS]ଆହୁରି, ମୁଁ ତାହାର ଅନ୍ୱେଷଣ କଲି, ମାତ୍ର ତାହାର [QE][QS]ଉଦ୍ଦେଶ୍ୟ ମିଳିଲା ନାହିଁ। [QE]
37. [QS]ସିଦ୍ଧ ଲୋକକୁ ଲକ୍ଷ୍ୟ କର ଓ ସରଳ ଲୋକକୁ [QE][QS]ନିରୀକ୍ଷଣ କର; [QE][QS]କାରଣ ଶାନ୍ତିପ୍ରିୟ ଲୋକର ଶେଷ ଫଳ ଅଛି। [QE]
38. [QS]ମାତ୍ର ଅଧର୍ମାଚାରୀମାନେ ଏକାବେଳେ ବିନଷ୍ଟ [QE][QS]ହେବେ; [QE][QS]ଦୁଷ୍ଟର ଶେଷ ଫଳ ଉଚ୍ଛିନ୍ନ ହେବ। [QE]
39. [QS]ମାତ୍ର ସଦାପ୍ରଭୁଙ୍କଠାରୁ ଧାର୍ମିକ ଲୋକର ପରିତ୍ରାଣ [QE][QS]ହୁଏ; [QE][QS]ସେ ସଙ୍କଟ ସମୟରେ ସେମାନଙ୍କର ଦୃଢ଼ ଦୁର୍ଗ ଅଟନ୍ତି। [QE]
40. [QS]ପୁଣି, ସଦାପ୍ରଭୁ ସେମାନଙ୍କର ସାହାଯ୍ୟ କରନ୍ତି ଓ [QE][QS]ସେମାନଙ୍କୁ ରକ୍ଷା କରନ୍ତି; [QE][QS]ସେ ଦୁଷ୍ଟମାନଙ୍କଠାରୁ ସେମାନଙ୍କୁ ରକ୍ଷା କରି ପରିତ୍ରାଣ [QE][QS]କରନ୍ତି, [QE][QS]କାରଣ ସେମାନେ ତାହାଙ୍କର ଶରଣାଗତ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 37 / 150
ଦୁଷ୍ଟର ଦୁର୍ଦ୍ଦଶା ଓ ସନ୍ଥର ସୁଦଶା 1 2 *ଦାଉଦଙ୍କର ଗୀତ। *ତୁମ୍ଭେ ଦୁଷ୍କର୍ମକାରୀମାନଙ୍କ ସକାଶୁ *ଆପଣାକୁ ବିରକ୍ତ କର ନାହିଁ, କିଅବା ଅଧର୍ମାଚାରୀମାନଙ୍କ ପ୍ରତି ଈର୍ଷାଭାବ ବହ ନାହିଁ। *କାରଣ ସେମାନେ ଘାସ ପରି ଶୀଘ୍ର କଟା ଯିବେ ଓ କୋମଳ ତୃଣ ପରି ଶୁଷ୍କ ହେବେ। 3 ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର; ଦେଶରେ ବାସ କରି ବିଶ୍ୱସ୍ତତାର ଅନୁଗାମୀ ହୁଅ। 4 ମଧ୍ୟ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ତହିଁରେ ସେ ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରିବେ। 5 ସଦାପ୍ରଭୁଙ୍କଠାରେ ତୁମ୍ଭର ଗତି ସମର୍ପଣ କର; ମଧ୍ୟ ତାହାଙ୍କଠାରେ ନିର୍ଭର ରଖ, ତହିଁରେ ସେ ତାହା ସଫଳ କରିବେ। 6 ଆଉ, ସେ ଦିପ୍ତୀ ତୁଲ୍ୟ ତୁମ୍ଭର ଧର୍ମ ଓ ମଧ୍ୟାହ୍ନ ତୁଲ୍ୟ ତୁମ୍ଭର ବିଚାର ପ୍ରକାଶ କରାଇବେ। 7 ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ। 8 କ୍ରୋଧରୁ କ୍ଷାନ୍ତ ହୁଅ ଓ କୋପ ତ୍ୟାଗ କର; ଆପଣାକୁ ବିରକ୍ତ କର ନାହିଁ, ତାହା କେବଳ ଦୁଷ୍କର୍ମ କରିବାକୁ ପ୍ରବର୍ତ୍ତାଏ। 9 କାରଣ ଦୁଷ୍କର୍ମକାରୀମାନେ ଉଚ୍ଛିନ୍ନ ହେବେ; ମାତ୍ର ସଦାପ୍ରଭୁଙ୍କ ଅପେକ୍ଷାକାରୀମାନେ ଦେଶାଧିକାରୀ ହେବେ। 10 ଆଉ, ଅଳ୍ପକ୍ଷଣ ଉତ୍ତାରେ ଦୁଷ୍ଟଲୋକ ନ ଥିବ; ତୁମ୍ଭେ ଯତ୍ନପୂର୍ବକ ତାହାର ସ୍ଥାନ ତତ୍ତ୍ୱ କରିବ, ଆଉ ସେ ନ ଥିବ। 11 ମାତ୍ର ନମ୍ର ଲୋକମାନେ ଦେଶ ଅଧିକାର କରିବେ ଓ ଶାନ୍ତିର ବାହୁଲ୍ୟରେ ଆପଣା ଆପଣାକୁ ଆନନ୍ଦିତ କରିବେ। 12 ଦୁଷ୍ଟ ଧାର୍ମିକର ପ୍ରତିକୂଳରେ କୁକଳ୍ପନା କରେ ଓ ତାହା ଉପରେ ଦନ୍ତ କଡ଼ମଡ଼ କରେ। 13 ପ୍ରଭୁ ତାହାକୁ ଉପହାସ କରିବେ। କାରଣ ତାହାର ଅନ୍ତିମ ଦିନ ଯେ ଆସୁଅଛି, ଏହା ସେ ଦେଖନ୍ତି। 14 ଦୁଃଖୀ ଓ ଦୀନହୀନକୁ ନିପାତ କରିବା ପାଇଁ, ସରଳ- ପଥଗାମୀମାନଙ୍କୁ ବଧ କରିବା ପାଇଁ ଦୁଷ୍ଟମାନେ ଆପଣା ଆପଣା ଖଡ୍ଗ ନିଷ୍କୋଷ କରି ଧନୁ ନୁଆଁଇ ଅଛନ୍ତି। 15 ସେମାନଙ୍କ ଖଡ୍ଗ ସେମାନଙ୍କ ନିଜ ହୃଦୟରେ ପ୍ରବେଶ କରିବ ଓ ସେମାନଙ୍କ ଧନୁ ଭଙ୍ଗାଯିବ। 16 ଅନେକ ଦୁଷ୍ଟଲୋକର ପ୍ରଚୁର ସମ୍ପତ୍ତି ଅପେକ୍ଷା ଧାର୍ମିକ ଲୋକର ଅଳ୍ପ ସମ୍ପତ୍ତି ଭଲ। 17 କାରଣ ଦୁଷ୍ଟର ବାହୁ ଭଙ୍ଗାଯିବ, ମାତ୍ର ସଦାପ୍ରଭୁ ଧାର୍ମିକକୁ ଧରି ରଖିବେ। 18 ସଦାପ୍ରଭୁ ସିଦ୍ଧ ଲୋକମାନଙ୍କ ଦିନସବୁ ଜାଣନ୍ତି ଓ ସେମାନଙ୍କ ଅଧିକାର ଅନନ୍ତକାଳସ୍ଥାୟୀ ହେବ। 19 ସେମାନେ ବିପଦ ସମୟରେ ଲଜ୍ଜିତ ହେବେ ନାହିଁ; ପୁଣି, ଦୁର୍ଭିକ୍ଷ ସମୟରେ ସେମାନେ ପରିତୃପ୍ତ ହେବେ। 20 ମାତ୍ର ଦୁଷ୍ଟମାନେ ବିନଷ୍ଟ ହେବେ, ପୁଣି, ସଦାପ୍ରଭୁଙ୍କ ଶତ୍ରୁମାନେ ଚରାସ୍ଥାନରେ ଶୋଭା ସ୍ୱରୂପ ହେବେ; ସେମାନେ ନିଃଶେଷିତ ହେବେ; ସେମାନେ ଧୂମରେ ନିଃଶେଷିତ ହୋଇଯିବେ। 21 ଦୁଷ୍ଟ ଲୋକ ଋଣ କରି ପରିଶୋଧ କରେ ନାହିଁ। ମାତ୍ର ଧାର୍ମିକ ଲୋକ ଦୟା ବ୍ୟବହାର କରି ଦାନ କରେ। 22 କାରଣ ତାହାଙ୍କର ଆଶୀର୍ବାଦପ୍ରାପ୍ତ ଲୋକେ ଦେଶାଧିକାର କରିବେ; ପୁଣି, ତାହାଙ୍କର ଅଭିଶପ୍ତ ଲୋକେ ଉଚ୍ଛିନ୍ନ ହେବେ 23 ସଦାପ୍ରଭୁଙ୍କ ଦ୍ୱାରା ମନୁଷ୍ୟର ଗତି ସ୍ଥିରୀକୃତ ହୁଏ ଓ ସେ ତାହାର ପଥରେ ସନ୍ତୁଷ୍ଟ ହୁଅନ୍ତି। 24 ସେ ପତିତ ହେଲେ ହେଁ ଭୂମିଶାୟୀ ହେବ ନାହିଁ; କାରଣ ସଦାପ୍ରଭୁ ସ୍ୱହସ୍ତରେ ତାହାକୁ ଧରି ରଖନ୍ତି। 25 ମୁଁ ଯୁବା ଥିଲି, ଏବେ ବୃଦ୍ଧ ହୋଇଅଛି; ତଥାପି ମୁଁ ଧାର୍ମିକକୁ ପରିତ୍ୟକ୍ତ, ଅବା ତାହାର ବଂଶକୁ ଖାଦ୍ୟ ଭିକ୍ଷା କରିବାର ଦେଖି ନାହିଁ। 26 ସେ ସାରାଦିନ ଦୟା ବ୍ୟବହାର କରି ଉଧାର ଦିଏ; ପୁଣି, ତାହାର ସନ୍ତାନଗଣ ଆଶୀର୍ବାଦ ପାଆନ୍ତି। 27 ମନ୍ଦଠାରୁ ଦୂର ହୁଅ ଓ ସୁକର୍ମ କର; ତେବେ ତୁମ୍ଭେ ଅନନ୍ତକାଳ ବାସ କରିବ। 28 କାରଣ ସଦାପ୍ରଭୁ ନ୍ୟାୟ ବିଚାର ଭଲ ପାଆନ୍ତି ଓ ଆପଣା ସଦ୍‍ଭକ୍ତମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ; ସେମାନେ ଅନନ୍ତକାଳ ରକ୍ଷିତ ହୁଅନ୍ତି; ମାତ୍ର ଦୁଷ୍ଟର ବଂଶ ଉଚ୍ଛିନ୍ନ ହେବେ। 29 ଧାର୍ମିକ ଦେଶାଧିକାର କରିବ ଓ ସଦାକାଳ ତହିଁରେ ବାସ କରିବ। 30 ଧାର୍ମିକର ମୁଖ ଜ୍ଞାନର କଥା କହେ ଓ ତାହାର ଜିହ୍ୱା ନ୍ୟାୟ ବିଚାରର କଥା କହେ। 31 ତାହାର ପରମେଶ୍ୱରଙ୍କ ବ୍ୟବସ୍ଥା ତାହାର ଅନ୍ତରରେ ଅଛି; ତାହାର କୌଣସି ପାଦଗତି ଖସିଯିବ ନାହିଁ। 32 ଦୁଷ୍ଟ ଲୋକ ଧାର୍ମିକକୁ ଜଗି ବସେ ଓ ତାହାକୁ ବଧ କରିବାକୁ ଚେଷ୍ଟା କରେ। 33 ସଦାପ୍ରଭୁ ତାହାର ହସ୍ତରେ ତାହାକୁ ଛାଡ଼ି ଦେବେ ନାହିଁ; କିଅବା ସେ ବିଚାରିତ ହେବା ବେଳେ ତାହାକୁ ଦୋଷୀ କରିବେ ନାହିଁ। 34 ସଦାପ୍ରଭୁଙ୍କର ଅନୁସରଣ କର ଓ ତାହାଙ୍କ ପଥ ରକ୍ଷା କର, ତହିଁରେ ସେ ତୁମ୍ଭକୁ ଦେଶାଧିକାର ନିମନ୍ତେ ଉନ୍ନତ କରିବେ; ଦୁଷ୍ଟମାନେ ଉଚ୍ଛିନ୍ନ ହେବା ସମୟରେ ତୁମ୍ଭେ ତାହା ଦେଖିବ। 35 ମୁଁ ଦୁଷ୍ଟକୁ ମହାକ୍ଷମତାପନ୍ନ ଓ ସ୍ୱଭୂମିରେ ସତେଜ ବୃକ୍ଷ ତୁଲ୍ୟ ଆପଣାକୁ ପ୍ରସାରିବାର ଦେଖିଅଛି। 36 ମାତ୍ର ଜଣେ ନିକଟ ଦେଇ ଗଲା, ଆଉ ଦେଖ, ସେ ନ ଥିଲା; ଆହୁରି, ମୁଁ ତାହାର ଅନ୍ୱେଷଣ କଲି, ମାତ୍ର ତାହାର ଉଦ୍ଦେଶ୍ୟ ମିଳିଲା ନାହିଁ। 37 ସିଦ୍ଧ ଲୋକକୁ ଲକ୍ଷ୍ୟ କର ଓ ସରଳ ଲୋକକୁ ନିରୀକ୍ଷଣ କର; କାରଣ ଶାନ୍ତିପ୍ରିୟ ଲୋକର ଶେଷ ଫଳ ଅଛି। 38 ମାତ୍ର ଅଧର୍ମାଚାରୀମାନେ ଏକାବେଳେ ବିନଷ୍ଟ ହେବେ; ଦୁଷ୍ଟର ଶେଷ ଫଳ ଉଚ୍ଛିନ୍ନ ହେବ। 39 ମାତ୍ର ସଦାପ୍ରଭୁଙ୍କଠାରୁ ଧାର୍ମିକ ଲୋକର ପରିତ୍ରାଣ ହୁଏ; ସେ ସଙ୍କଟ ସମୟରେ ସେମାନଙ୍କର ଦୃଢ଼ ଦୁର୍ଗ ଅଟନ୍ତି। 40 ପୁଣି, ସଦାପ୍ରଭୁ ସେମାନଙ୍କର ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି; ସେ ଦୁଷ୍ଟମାନଙ୍କଠାରୁ ସେମାନଙ୍କୁ ରକ୍ଷା କରି ପରିତ୍ରାଣ କରନ୍ତି, କାରଣ ସେମାନେ ତାହାଙ୍କର ଶରଣାଗତ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 37 / 150
×

Alert

×

Oriya Letters Keypad References