ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ଅନ୍ତିମକାଳର ପରିଚୟ ଦିଅ } [QS]
2. [PS]*ପ୍ରଧାନ ବାଦ୍ୟକର ନିମନ୍ତେ, ଯିଦୂଥୂନ୍‍ ପାଇଁ ଦାଉଦଙ୍କର ଗୀତ। *[PE][PBR]ମୁଁ କହିଲି, “ମୁଁ ଜିହ୍ୱାରେ ପାପ ନ କରିବା ପାଇଁ *[PE][QS]ଆପଣା ପଥ ବିଷୟରେ ସାବଧାନ ହେବି; [QE][QS]ଦୁଷ୍ଟ ମୋ’ ସମ୍ମୁଖରେ ଥିବା ପର୍ଯ୍ୟନ୍ତ ମୁଁ ଆପଣା ମୁଖକୁ [QE][QS]ଲଗାମ ଦେଇ ରଖିବି।” *[PE][QS]ମୁଁ ମୌନ ହୋଇ ନୀରବ ଥିଲି, ସତ କଥାରୁ ହିଁ [QE][QS]ନିବୃତ୍ତ ରହିଲି; [QE][QS]ତହିଁରେ ମୋହର ଦୁଃଖ ପ୍ରବଳ ହେଲା; [QE]
3. [QS]ମୁଁ ମୋହର ଅନ୍ତରରେ ଅତିଶୟ ଚିନ୍ତିତ ହେଲି; [QE][QS]ମୁଁ ଯେମିତି ମୋହର ସମସ୍ୟା ବିଷୟରେ ଭାବିଲି, ମୁଁ ଅଧିକ ଚିନ୍ତିତ ହେଲି; [QE][QS]ତେବେ ମୁଁ ଆପଣା ଜିହ୍ୱାରେ କଥା କହିଲି; [QE]
4. [QS]“ହେ ସଦାପ୍ରଭୁ, ମୋହର ଅନ୍ତିମକାଳ ଓ ମୋ’ ଦିନର [QE][QS]ପରିମାଣ କଅଣ, ମୋତେ ଜଣାଅ; [QE][QS]ମୁଁ କିପରି କ୍ଷଣକାଳସ୍ଥାୟୀ, ଏହା ଜାଣିବାକୁ ଦିଅ। [QE]
5. [QS]ଦେଖ, ତୁମ୍ଭେ ମୋହର ଦିନ କେତେକ ମୁଷ୍ଟି ପରିମିତ କରିଅଛ; [QE][QS]ମୋହର ଆୟୁ ତୁମ୍ଭ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ; [QE][QS]ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଆପଣା ସର୍ବୋତ୍ତମ ଅବସ୍ଥାରେ [QE][QS]ହିଁ ନିତାନ୍ତ ଅସାର। [QE][QS][ସେଲା] [QE]
6. [QS]ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନାଗମନ [QE][QS]କରେ; [QE][QS]ନିଶ୍ଚୟ ସେମାନେ ଅସାରରେ ବ୍ୟସ୍ତ; [QE][QS]ସେ ଧନ ଗଦା କରେ, ଆଉ କିଏ ତାହା ସଂଗ୍ରହ କରିବ, [QE][QS]ଜାଣେ ନାହିଁ। [QE]
7. [QS]ହେ ପ୍ରଭୁ, ଏବେ ମୁଁ କାହିଁର ଅପେକ୍ଷା କରିବି ? [QE][QS]ମୋହର ପ୍ରତ୍ୟାଶା ତୁମ୍ଭଠାରେ ଅଛି। [QE]
8. [QS]ମୋହର ସକଳ ଅଧର୍ମରୁ ମୋତେ ଉଦ୍ଧାର କର; [QE][QS]ମୋତେ ମୂର୍ଖ ଲୋକର ନିନ୍ଦାପାତ୍ର କର ନାହିଁ। [QE]
9. [QS]ମୁଁ ଘୁଙ୍ଗା ହୋଇଥିଲି, ମୁଁ ଆପଣା ମୁଖ ଫିଟାଇଲି [QE][QS]ନାହିଁ; [QE][QS]କାରଣ ତୁମ୍ଭେ ତାହା କଲ। [QE]
10. [QS]ମୋ’ଠାରୁ ତୁମ୍ଭ ଆଘାତ ଦୂର କର; [QE][QS]ତୁମ୍ଭ କରାଘାତରେ ମୁଁ କ୍ଷୀଣ ହେଲି। [QE]
11. [QS]ତୁମ୍ଭେ ମନୁଷ୍ୟକୁ ଅପରାଧ ସକାଶୁ ଅନୁଯୋଗ ଦ୍ୱାରା [QE][QS]ଶାସ୍ତି ଦେଲା ବେଳେ କୀଟ ପରି ତାହାର ସୌନ୍ଦର୍ଯ୍ୟ ବିନାଶ [QE][QS]କରିଥାଅ; [QE][QS]ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଅସାର। [QE][QS][ସେଲା] [QE]
12. [QS]ହେ ସଦାପ୍ରଭୁ, ମୋହର ପ୍ରାର୍ଥନା ଶୁଣ ଓ ମୋ’ [QE][QS]ଆର୍ତ୍ତସ୍ୱରରେ କର୍ଣ୍ଣ ଦିଅ; [QE][QS]ମୋ’ ଅଶ୍ରୁପାତରେ ନୀରବ ହୁଅ ନାହିଁ; [QE][QS]କାରଣ ମୁଁ ତୁମ୍ଭ ନିକଟରେ ବିଦେଶୀ, [QE][QS]ମୋହର ସମସ୍ତ ପୂର୍ବପୁରୁଷଗଣଙ୍କ ତୁଲ୍ୟ ପ୍ରବାସୀ। [QE]
13. [QS]ମୁଁ ଏଠାରୁ ପ୍ରସ୍ଥାନ କରିବାର ଓ ଆଉ ନ ଥିବାର [QE][QS]ପୂର୍ବେ ଯେପରି ପ୍ରଫୁଲ୍ଲ ହେବି, ଏଥିପାଇଁ ମୋ’ଠାରୁ ଦୃଷ୍ଟି [QE][QS]ଫେରାଅ।” [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 39 / 150
ଅନ୍ତିମକାଳର ପରିଚୟ ଦିଅ 1 2 *ପ୍ରଧାନ ବାଦ୍ୟକର ନିମନ୍ତେ, ଯିଦୂଥୂନ୍‍ ପାଇଁ ଦାଉଦଙ୍କର ଗୀତ। *ମୁଁ କହିଲି, “ମୁଁ ଜିହ୍ୱାରେ ପାପ ନ କରିବା ପାଇଁ *ଆପଣା ପଥ ବିଷୟରେ ସାବଧାନ ହେବି; ଦୁଷ୍ଟ ମୋ’ ସମ୍ମୁଖରେ ଥିବା ପର୍ଯ୍ୟନ୍ତ ମୁଁ ଆପଣା ମୁଖକୁ ଲଗାମ ଦେଇ ରଖିବି।” *ମୁଁ ମୌନ ହୋଇ ନୀରବ ଥିଲି, ସତ କଥାରୁ ହିଁ ନିବୃତ୍ତ ରହିଲି; ତହିଁରେ ମୋହର ଦୁଃଖ ପ୍ରବଳ ହେଲା; 3 ମୁଁ ମୋହର ଅନ୍ତରରେ ଅତିଶୟ ଚିନ୍ତିତ ହେଲି; ମୁଁ ଯେମିତି ମୋହର ସମସ୍ୟା ବିଷୟରେ ଭାବିଲି, ମୁଁ ଅଧିକ ଚିନ୍ତିତ ହେଲି; ତେବେ ମୁଁ ଆପଣା ଜିହ୍ୱାରେ କଥା କହିଲି; 4 “ହେ ସଦାପ୍ରଭୁ, ମୋହର ଅନ୍ତିମକାଳ ଓ ମୋ’ ଦିନର ପରିମାଣ କଅଣ, ମୋତେ ଜଣାଅ; ମୁଁ କିପରି କ୍ଷଣକାଳସ୍ଥାୟୀ, ଏହା ଜାଣିବାକୁ ଦିଅ। 5 ଦେଖ, ତୁମ୍ଭେ ମୋହର ଦିନ କେତେକ ମୁଷ୍ଟି ପରିମିତ କରିଅଛ; ମୋହର ଆୟୁ ତୁମ୍ଭ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଆପଣା ସର୍ବୋତ୍ତମ ଅବସ୍ଥାରେ ହିଁ ନିତାନ୍ତ ଅସାର। *ସେଲା 6 ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନାଗମନ କରେ; ନିଶ୍ଚୟ ସେମାନେ ଅସାରରେ ବ୍ୟସ୍ତ; ସେ ଧନ ଗଦା କରେ, ଆଉ କିଏ ତାହା ସଂଗ୍ରହ କରିବ, ଜାଣେ ନାହିଁ। 7 ହେ ପ୍ରଭୁ, ଏବେ ମୁଁ କାହିଁର ଅପେକ୍ଷା କରିବି ? ମୋହର ପ୍ରତ୍ୟାଶା ତୁମ୍ଭଠାରେ ଅଛି। 8 ମୋହର ସକଳ ଅଧର୍ମରୁ ମୋତେ ଉଦ୍ଧାର କର; ମୋତେ ମୂର୍ଖ ଲୋକର ନିନ୍ଦାପାତ୍ର କର ନାହିଁ। 9 ମୁଁ ଘୁଙ୍ଗା ହୋଇଥିଲି, ମୁଁ ଆପଣା ମୁଖ ଫିଟାଇଲି ନାହିଁ; କାରଣ ତୁମ୍ଭେ ତାହା କଲ। 10 ମୋ’ଠାରୁ ତୁମ୍ଭ ଆଘାତ ଦୂର କର; ତୁମ୍ଭ କରାଘାତରେ ମୁଁ କ୍ଷୀଣ ହେଲି। 11 ତୁମ୍ଭେ ମନୁଷ୍ୟକୁ ଅପରାଧ ସକାଶୁ ଅନୁଯୋଗ ଦ୍ୱାରା ଶାସ୍ତି ଦେଲା ବେଳେ କୀଟ ପରି ତାହାର ସୌନ୍ଦର୍ଯ୍ୟ ବିନାଶ କରିଥାଅ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଅସାର। *ସେଲା 12 ହେ ସଦାପ୍ରଭୁ, ମୋହର ପ୍ରାର୍ଥନା ଶୁଣ ଓ ମୋ’ ଆର୍ତ୍ତସ୍ୱରରେ କର୍ଣ୍ଣ ଦିଅ; ମୋ’ ଅଶ୍ରୁପାତରେ ନୀରବ ହୁଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ବିଦେଶୀ, ମୋହର ସମସ୍ତ ପୂର୍ବପୁରୁଷଗଣଙ୍କ ତୁଲ୍ୟ ପ୍ରବାସୀ। 13 ମୁଁ ଏଠାରୁ ପ୍ରସ୍ଥାନ କରିବାର ଓ ଆଉ ନ ଥିବାର ପୂର୍ବେ ଯେପରି ପ୍ରଫୁଲ୍ଲ ହେବି, ଏଥିପାଇଁ ମୋ’ଠାରୁ ଦୃଷ୍ଟି ଫେରାଅ।”
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 39 / 150
×

Alert

×

Oriya Letters Keypad References