ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ସାହାଯ୍ୟାର୍ଥେ ସନ୍ଧ୍ୟାକାଳୀନ ପ୍ରାର୍ଥନା } [QS]
2. [PS]*ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। *[PE][PBR]ହେ ମୋହର ଧର୍ମ ସ୍ୱରୂପ ପରମେଶ୍ୱର, ମୁଁ ଡାକିଲେ *[PE][QS]ମୋତେ ଉତ୍ତର ଦିଅ; [QE][QS]ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ [QE][QS]ଦେଇଅଛ; [QE][QS]ମୋତେ ଦୟା କର ଓ ମୋହର ପ୍ରାର୍ଥନା ଶୁଣ। *[PE][QS]ହେ ମନୁଷ୍ୟ-ସନ୍ତାନଗଣ, କେତେ କାଳ ମୋହର [QE][QS]ଗୌରବ ଅପମାନରେ ପରିଣତ ହେବ ? କେତେ କାଳ [QE][QS]ତୁମ୍ଭେମାନେ ଅସାରତାକୁ ସ୍ନେହ କରିବ ଓ ମିଥ୍ୟାର ଅନ୍ୱେଷଣ [QE][QS]କରିବ ? [QE][QS][ସେଲା] [QE]
3. [QS]ମାତ୍ର ସଦାପ୍ରଭୁ ଆପଣା ପାଇଁ ସଦ୍‍ଭକ୍ତ ଲୋକକୁ [QE][QS]ପୃଥକ୍‍ କରି ରଖିଅଛନ୍ତି, ଏହା ଜ୍ଞାତ ହୁଅ; [QE][QS]ମୁଁ ସଦାପ୍ରଭୁଙ୍କୁ ଡାକିଲେ, ସେ ଶୁଣିବେ। [QE]
4. [QS]ଭୀତ ହୁଅ ଓ ପାପ କର ନାହିଁ; [QE][QS]ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି [QE][QS]ନୀରବ ହୁଅ। [QE][QS][ସେଲା] [QE]
5. [QS]ଧର୍ମବଳି ଉତ୍ସର୍ଗ କର ଓ ସଦାପ୍ରଭୁଙ୍କଠାରେ ବିଶ୍ୱାସ [QE][QS]କର। [QE]
6. [QS]ଅନେକେ କହନ୍ତି, “କିଏ ଆମ୍ଭମାନଙ୍କୁ ମଙ୍ଗଳ [QE][QS]ଦେଖାଇବ ?” [QE][QS]ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଆପଣା ମୁଖର ତେଜ [QE][QS]ପ୍ରକାଶ କର। [QE]
7. [QS]ତୁମ୍ଭେ ମୋ’ ଅନ୍ତଃକରଣରେ ଆନନ୍ଦ ଦେଇଅଛ, [QE][QS]ତାହା ସେମାନଙ୍କ ଶସ୍ୟ ଓ ଦ୍ରାକ୍ଷାରସ ବୃଦ୍ଧିକାଳର ଆନନ୍ଦ [QE][QS]ଅପେକ୍ଷା ଅଧିକ। [QE]
8. [QS]ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣ [QE][QS]ହେ ସଦାପ୍ରଭୁ, କେବଳ ତୁମ୍ଭେ ମୋତେ ନିରାପଦରେ [QE][QS]ବାସ କରାଉଅଛ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 4 / 150
ସାହାଯ୍ୟାର୍ଥେ ସନ୍ଧ୍ୟାକାଳୀନ ପ୍ରାର୍ଥନା 1 2 *ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। *ହେ ମୋହର ଧର୍ମ ସ୍ୱରୂପ ପରମେଶ୍ୱର, ମୁଁ ଡାକିଲେ *ମୋତେ ଉତ୍ତର ଦିଅ; ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ ଦେଇଅଛ; ମୋତେ ଦୟା କର ଓ ମୋହର ପ୍ରାର୍ଥନା ଶୁଣ। *ହେ ମନୁଷ୍ୟ-ସନ୍ତାନଗଣ, କେତେ କାଳ ମୋହର ଗୌରବ ଅପମାନରେ ପରିଣତ ହେବ ? କେତେ କାଳ ତୁମ୍ଭେମାନେ ଅସାରତାକୁ ସ୍ନେହ କରିବ ଓ ମିଥ୍ୟାର ଅନ୍ୱେଷଣ କରିବ ? *ସେଲା 3 ମାତ୍ର ସଦାପ୍ରଭୁ ଆପଣା ପାଇଁ ସଦ୍‍ଭକ୍ତ ଲୋକକୁ ପୃଥକ୍‍ କରି ରଖିଅଛନ୍ତି, ଏହା ଜ୍ଞାତ ହୁଅ; ମୁଁ ସଦାପ୍ରଭୁଙ୍କୁ ଡାକିଲେ, ସେ ଶୁଣିବେ। 4 ଭୀତ ହୁଅ ଓ ପାପ କର ନାହିଁ; ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି ନୀରବ ହୁଅ। *ସେଲା 5 ଧର୍ମବଳି ଉତ୍ସର୍ଗ କର ଓ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର। 6 ଅନେକେ କହନ୍ତି, “କିଏ ଆମ୍ଭମାନଙ୍କୁ ମଙ୍ଗଳ ଦେଖାଇବ ?” ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଆପଣା ମୁଖର ତେଜ ପ୍ରକାଶ କର। 7 ତୁମ୍ଭେ ମୋ’ ଅନ୍ତଃକରଣରେ ଆନନ୍ଦ ଦେଇଅଛ, ତାହା ସେମାନଙ୍କ ଶସ୍ୟ ଓ ଦ୍ରାକ୍ଷାରସ ବୃଦ୍ଧିକାଳର ଆନନ୍ଦ ଅପେକ୍ଷା ଅଧିକ। 8 ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣ ହେ ସଦାପ୍ରଭୁ, କେବଳ ତୁମ୍ଭେ ମୋତେ ନିରାପଦରେ ବାସ କରାଉଅଛ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 4 / 150
×

Alert

×

Oriya Letters Keypad References