ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସ୍ତୁତିଗାନ} [PS] ମୁଁ ଧୈର୍ଯ୍ୟ ଧରି ସଦାପ୍ରଭୁଙ୍କର ଅପେକ୍ଷା [QBR] କଲି; [QBR] ପୁଣି, ସେ ମନୋଯୋଗ କରି ମୋହର କାକୂକ୍ତି ଶୁଣିଲେ। [QBR]
2. ମଧ୍ୟ ସେ ମୋତେ ଭୟଙ୍କର ଗର୍ତ୍ତରୁ ଓ ଦହଲା [QBR] କାଦୁଅରୁ ଉଠାଇ ଆଣିଲେ [QBR] ଓ ଶୈଳ ଉପରେ ମୋହର ଚରଣ ରଖିଲେ ଓ ମୋହର [QBR] ପାଦଗତି ଦୃଢ଼ କଲେ। [QBR]
3. ପୁଣି, ସେ ମୋ’ ମୁଖରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ [QBR] ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; [QBR] ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି, [QBR] ସଦାପ୍ରଭୁଙ୍କଠାରେ ବିଶ୍ୱାସ କରିବେ। [QBR]
4. ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ୱାସଭୂମି କରେ, [QBR] ପୁଣି, ଅହଂକାରୀକୁ ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର [QBR] କରେ ନାହିଁ, ସେ ଧନ୍ୟ। [QBR]
5. ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ତୁମ୍ଭର କୃତ [QBR] ଆଶ୍ଚର୍ଯ୍ୟ କର୍ମ ଓ ଆମ୍ଭମାନଙ୍କ ପକ୍ଷରେ ତୁମ୍ଭର ସଂକଳ୍ପ [QBR] ଅନେକ; ତାହାସବୁ ତୁମ୍ଭ ସାକ୍ଷାତରେ ସଜାଯାଇ ନ ପାରେ; [QBR] ମୁଁ ସେହି ସବୁ ବିଷୟ ବର୍ଣ୍ଣନା କରି କହନ୍ତି, ମାତ୍ର ତାହାସବୁ [QBR] ଗଣନା କରାଯାଇ ନ ପାରେ। [QBR]
6. ବଳିଦାନ ଓ ନୈବେଦ୍ୟରେ ତୁମ୍ଭର ସନ୍ତୋଷ ନାହିଁ; [QBR] ତୁମ୍ଭେ ମୋହର କର୍ଣ୍ଣ ମୁକ୍ତ କରିଅଛ; [QBR] ତୁମ୍ଭେ ହୋମବଳି ଓ ପାପାର୍ଥକ ବଳି ଚାହିଁ ନାହଁ। [QBR]
7. ତେବେ ମୁଁ କହିଲି, “ଦେଖ, ମୁଁ ଉପସ୍ଥିତ; [QBR] ଶାସ୍ତ୍ରରେ ମୋହର ବିଷୟ ଲିଖିତ ଅଛି। [QBR]
8. ହେ ମୋହର ପରମେଶ୍ୱର, ତୁମ୍ଭର ଇଚ୍ଛା ସାଧନ [QBR] କରିବାକୁ ମୋହର ସନ୍ତୋଷ; [QBR] ତୁମ୍ଭ ବ୍ୟବସ୍ଥା ମୋ’ ହୃଦୟରେ ଅଛି।” [QBR]
9. ମୁଁ ମହାସମାଜରେ ଧର୍ମ ପ୍ରଚାର କରିଅଛି; [QBR] ଦେଖ, ମୁଁ ଆପଣା ଓଷ୍ଠାଧର ରୁଦ୍ଧ କରିବି ନାହିଁ, ହେ [QBR] ସଦାପ୍ରଭୁ, ତୁମ୍ଭେ ଜାଣୁଅଛ। [QBR]
10. ମୁଁ ତୁମ୍ଭ ଧାର୍ମିକତା ଆପଣା ହୃଦୟରେ ଗୋପନ [QBR] କରି ନାହିଁ; [QBR] ମୁଁ ତୁମ୍ଭର ବିଶ୍ୱସ୍ତତା ଓ ତୁମ୍ଭର ପରିତ୍ରାଣ ପ୍ରଚାର କରିଅଛି; [QBR] ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା [QBR] ମହାସମାଜଠାରୁ ଗୁପ୍ତ ରଖି ନାହିଁ। [QBR]
11. ହେ ସଦାପ୍ରଭୁ, ତୁମ୍ଭେ ମୋ’ଠାରୁ ଆପଣା ଦୟା [QBR] ରୁଦ୍ଧ କର ନାହିଁ; [QBR] ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମୋତେ [QBR] ନିରନ୍ତର ରକ୍ଷା କରୁ। [QBR]
12. କାରଣ ଅସଂଖ୍ୟ ବିପଦ ମୋତେ ଘେରିଅଛି, [QBR] ମୋହର ଅଧର୍ମସବୁ ମୋତେ ଗୋଡ଼ାଇ ଧରିଅଛି, ଏହେତୁ [QBR] ମୁଁ ଉପରକୁ ଅନାଇ ପାରୁ ନାହିଁ; [QBR] ତାହାସବୁ ମୋ’ ମସ୍ତକର କେଶରୁ ଅଧିକ ଓ ମୋହର [QBR] ହୃଦୟ ମୋତେ ପରିତ୍ୟାଗ କରିଅଛି। [QBR]
13. ହେ ସଦାପ୍ରଭୁ, ଅନୁଗ୍ରହ କରି ମୋତେ ଉଦ୍ଧାର କର; [QBR] ହେ ସଦାପ୍ରଭୁ, ମୋହର ସାହାଯ୍ୟ ପାଇଁ ସତ୍ୱର ହୁଅ। [QBR]
14. ମୋ’ ପ୍ରାଣନାଶର ଅନ୍ୱେଷଣକାରୀ ଲୋକମାନେ [QBR] ଏକତ୍ର ଲଜ୍ଜିତ ଓ ହତାଶ ହେଉନ୍ତୁ; [QBR] ମୋ’ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରାଯାଇ [QBR] ଅପମାନିତ ହେଉନ୍ତୁ। [QBR]
15. ଯେଉଁମାନେ ମୋତେ ହଁ ହଁ ବୋଲି କହନ୍ତି, ସେମାନେ [QBR] ଆପଣା ଲଜ୍ଜା ସକାଶୁ ବିସ୍ମିତ ହେଉନ୍ତୁ। [QBR]
16. ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେହି ସମସ୍ତେ [QBR] ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; [QBR] ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ [QBR] ନିରନ୍ତର କହନ୍ତୁ, [QBR] ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ। [QBR]
17. ମାତ୍ର ମୁଁ ଦରିଦ୍ର ଓ ଦୀନହୀନ; [QBR] ତଥାପି ପ୍ରଭୁ ମୋ’ ବିଷୟ ଚିନ୍ତା କରନ୍ତି; [QBR] ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; [QBR] ହେ ମୋହର ପରମେଶ୍ୱର, ବିଳମ୍ବ କର ନାହିଁ। [PE]

Notes

No Verse Added

Total 150 Chapters, Current Chapter 40 of Total Chapters 150
ଗୀତସଂହିତା 40:17
1. {ସ୍ତୁତିଗାନ} PS ମୁଁ ଧୈର୍ଯ୍ୟ ଧରି ସଦାପ୍ରଭୁଙ୍କର ଅପେକ୍ଷା
କଲି;
ପୁଣି, ସେ ମନୋଯୋଗ କରି ମୋହର କାକୂକ୍ତି ଶୁଣିଲେ।
2. ମଧ୍ୟ ସେ ମୋତେ ଭୟଙ୍କର ଗର୍ତ୍ତରୁ ଦହଲା
କାଦୁଅରୁ ଉଠାଇ ଆଣିଲେ
ଶୈଳ ଉପରେ ମୋହର ଚରଣ ରଖିଲେ ମୋହର
ପାଦଗତି ଦୃଢ଼ କଲେ।
3. ପୁଣି, ସେ ମୋ’ ମୁଖରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ
ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି;
ଅନେକେ ଏହା ଦେଖିବେ ଭୟ କରିବେ, ପୁଣି,
ସଦାପ୍ରଭୁଙ୍କଠାରେ ବିଶ୍ୱାସ କରିବେ।
4. ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ୱାସଭୂମି କରେ,
ପୁଣି, ଅହଂକାରୀକୁ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର
କରେ ନାହିଁ, ସେ ଧନ୍ୟ।
5. ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ତୁମ୍ଭର କୃତ
ଆଶ୍ଚର୍ଯ୍ୟ କର୍ମ ଆମ୍ଭମାନଙ୍କ ପକ୍ଷରେ ତୁମ୍ଭର ସଂକଳ୍ପ
ଅନେକ; ତାହାସବୁ ତୁମ୍ଭ ସାକ୍ଷାତରେ ସଜାଯାଇ ପାରେ;
ମୁଁ ସେହି ସବୁ ବିଷୟ ବର୍ଣ୍ଣନା କରି କହନ୍ତି, ମାତ୍ର ତାହାସବୁ
ଗଣନା କରାଯାଇ ପାରେ।
6. ବଳିଦାନ ନୈବେଦ୍ୟରେ ତୁମ୍ଭର ସନ୍ତୋଷ ନାହିଁ;
ତୁମ୍ଭେ ମୋହର କର୍ଣ୍ଣ ମୁକ୍ତ କରିଅଛ;
ତୁମ୍ଭେ ହୋମବଳି ପାପାର୍ଥକ ବଳି ଚାହିଁ ନାହଁ।
7. ତେବେ ମୁଁ କହିଲି, “ଦେଖ, ମୁଁ ଉପସ୍ଥିତ;
ଶାସ୍ତ୍ରରେ ମୋହର ବିଷୟ ଲିଖିତ ଅଛି।
8. ହେ ମୋହର ପରମେଶ୍ୱର, ତୁମ୍ଭର ଇଚ୍ଛା ସାଧନ
କରିବାକୁ ମୋହର ସନ୍ତୋଷ;
ତୁମ୍ଭ ବ୍ୟବସ୍ଥା ମୋ’ ହୃଦୟରେ ଅଛି।”
9. ମୁଁ ମହାସମାଜରେ ଧର୍ମ ପ୍ରଚାର କରିଅଛି;
ଦେଖ, ମୁଁ ଆପଣା ଓଷ୍ଠାଧର ରୁଦ୍ଧ କରିବି ନାହିଁ, ହେ
ସଦାପ୍ରଭୁ, ତୁମ୍ଭେ ଜାଣୁଅଛ।
10. ମୁଁ ତୁମ୍ଭ ଧାର୍ମିକତା ଆପଣା ହୃଦୟରେ ଗୋପନ
କରି ନାହିଁ;
ମୁଁ ତୁମ୍ଭର ବିଶ୍ୱସ୍ତତା ତୁମ୍ଭର ପରିତ୍ରାଣ ପ୍ରଚାର କରିଅଛି;
ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ତୁମ୍ଭର ସତ୍ୟତା
ମହାସମାଜଠାରୁ ଗୁପ୍ତ ରଖି ନାହିଁ।
11. ହେ ସଦାପ୍ରଭୁ, ତୁମ୍ଭେ ମୋ’ଠାରୁ ଆପଣା ଦୟା
ରୁଦ୍ଧ କର ନାହିଁ;
ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ତୁମ୍ଭର ସତ୍ୟତା ମୋତେ
ନିରନ୍ତର ରକ୍ଷା କରୁ।
12. କାରଣ ଅସଂଖ୍ୟ ବିପଦ ମୋତେ ଘେରିଅଛି,
ମୋହର ଅଧର୍ମସବୁ ମୋତେ ଗୋଡ଼ାଇ ଧରିଅଛି, ଏହେତୁ
ମୁଁ ଉପରକୁ ଅନାଇ ପାରୁ ନାହିଁ;
ତାହାସବୁ ମୋ’ ମସ୍ତକର କେଶରୁ ଅଧିକ ମୋହର
ହୃଦୟ ମୋତେ ପରିତ୍ୟାଗ କରିଅଛି।
13. ହେ ସଦାପ୍ରଭୁ, ଅନୁଗ୍ରହ କରି ମୋତେ ଉଦ୍ଧାର କର;
ହେ ସଦାପ୍ରଭୁ, ମୋହର ସାହାଯ୍ୟ ପାଇଁ ସତ୍ୱର ହୁଅ।
14. ମୋ’ ପ୍ରାଣନାଶର ଅନ୍ୱେଷଣକାରୀ ଲୋକମାନେ
ଏକତ୍ର ଲଜ୍ଜିତ ହତାଶ ହେଉନ୍ତୁ;
ମୋ’ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରାଯାଇ
ଅପମାନିତ ହେଉନ୍ତୁ।
15. ଯେଉଁମାନେ ମୋତେ ହଁ ହଁ ବୋଲି କହନ୍ତି, ସେମାନେ
ଆପଣା ଲଜ୍ଜା ସକାଶୁ ବିସ୍ମିତ ହେଉନ୍ତୁ।
16. ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେହି ସମସ୍ତେ
ତୁମ୍ଭଠାରେ ଉଲ୍ଲସିତ ଆନନ୍ଦିତ ହେଉନ୍ତୁ;
ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ
ନିରନ୍ତର କହନ୍ତୁ,
ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ।
17. ମାତ୍ର ମୁଁ ଦରିଦ୍ର ଦୀନହୀନ;
ତଥାପି ପ୍ରଭୁ ମୋ’ ବିଷୟ ଚିନ୍ତା କରନ୍ତି;
ତୁମ୍ଭେ ମୋହର ସହାୟ ଉଦ୍ଧାରକର୍ତ୍ତା ଅଟ;
ହେ ମୋହର ପରମେଶ୍ୱର, ବିଳମ୍ବ କର ନାହିଁ। PE
Total 150 Chapters, Current Chapter 40 of Total Chapters 150
×

Alert

×

oriya Letters Keypad References