ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ହରିଣୀ ଯେପରି ଜଳସ୍ରୋତ ପାଇଁ ଧକାଏ, ସେହିପରି [QBR] ହେ ପରମେଶ୍ୱର, ମୋ’ ପ୍ରାଣ ତୁମ୍ଭ ପାଇଁ ଧକାଏ। [QBR]
2. ପରମେଶ୍ୱରଙ୍କ ନିମନ୍ତେ, ଜୀବିତ ପରମେଶ୍ୱରଙ୍କ [QBR] ନିମନ୍ତେ ମୋ’ ପ୍ରାଣ ତୃଷିତ; [QBR] ମୁଁ କେବେ ଆସି ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବି ? [QBR]
3. ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ [QBR] ହୋଇଅଛି, [QBR] କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର [QBR] ପରମେଶ୍ୱର କାହାନ୍ତି ?” [QBR]
4. ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି, ପୁଣି, [QBR] ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ [QBR] ପରମେଶ୍ୱରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ [QBR] କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି। [QBR]
5. ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ ? [QBR] ତୁ କାହିଁକି ମୋ’ ଅନ୍ତରରେ ଅସ୍ଥିର ହେଉଅଛୁ ? [QBR] ପରମେଶ୍ୱରଙ୍କଠାରେ ଭରସା ରଖ; [QBR] କାରଣ ମୁଁ ତାହାଙ୍କ ପ୍ରସନ୍ନତାର ସାହାଯ୍ୟ ସକାଶୁ ପୁନର୍ବାର [QBR] ତାହାଙ୍କର ପ୍ରଶଂସା କରିବି। [QBR]
6. ହେ ମୋହର ପରମେଶ୍ୱର, ମୋହର ପ୍ରାଣ ମୋ’ [QBR] ଅନ୍ତରରେ ଶୋକାକୁଳ ହେଉଅଛି; [QBR] ଏଥିପାଇଁ ମୁଁ ଯର୍ଦ୍ଦନ ଦେଶରୁ, ପୁଣି, ହର୍ମୋଣ ଓ [QBR] ମିତ୍‍ସୀୟର ପର୍ବତରୁ ତୁମ୍ଭକୁ ସ୍ମରଣ କରୁଅଛି। [QBR]
7. ତୁମ୍ଭ ନିର୍ଝର ସମୂହର ଶବ୍ଦରେ ଏକ ଗଭୀର ଅନ୍ୟ [QBR] ଗଭୀରକୁ ଡାକଇ, [QBR] ତୁମ୍ଭର ଢେଉ ଓ ତରଙ୍ଗସବୁ ମୋ’ ଉପରେ ଯାଇଅଛି। [QBR]
8. ତଥାପି ସଦାପ୍ରଭୁ ଦିନବେଳେ ଆପଣା ସ୍ନେହପୂର୍ଣ୍ଣ [QBR] କରୁଣା ଆଜ୍ଞା କରିବେ, [QBR] ପୁଣି, ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ [QBR] ଜୀବନଦାତା ପରମେଶ୍ୱରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ [QBR] ହେବ। [QBR]
9. ମୁଁ ଆପଣା ଶୈଳ ସ୍ୱରୂପ ପରମେଶ୍ୱରଙ୍କୁ କହିବି, [QBR] “ତୁମ୍ଭେ କାହିଁକି ମୋତେ ପାସୋରିଅଛ ? [QBR] ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି [QBR] ବୁଲୁଅଛି ?” [QBR]
10. ମୋ’ ଅସ୍ଥିରେ ଖଡ୍ଗ ପରି ମୋ’ ବିପକ୍ଷଗଣ [QBR] ମୋତେ ତିରସ୍କାର କରନ୍ତି; [QBR] କାରଣ ସେମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର [QBR] ପରମେଶ୍ୱର କାହାନ୍ତି ?” [QBR]
11. ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ [QBR] ହେଉଅଛ ? [QBR] ପୁଣି, ତୁମ୍ଭେ କାହିଁକି ମୋ’ ଅନ୍ତରରେ ଅସ୍ଥିର ହେଉଅଛ ? [QBR] ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ [QBR] ପୁନର୍ବାର ତାହାଙ୍କର ପ୍ରଶଂସା କରିବି, [QBR] ସେ ମୋ’ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର [QBR] ଅଟନ୍ତି। [PE]

Notes

No Verse Added

Total 150 Chapters, Current Chapter 42 of Total Chapters 150
ଗୀତସଂହିତା 42:101
1. ହରିଣୀ ଯେପରି ଜଳସ୍ରୋତ ପାଇଁ ଧକାଏ, ସେହିପରି
ହେ ପରମେଶ୍ୱର, ମୋ’ ପ୍ରାଣ ତୁମ୍ଭ ପାଇଁ ଧକାଏ।
2. ପରମେଶ୍ୱରଙ୍କ ନିମନ୍ତେ, ଜୀବିତ ପରମେଶ୍ୱରଙ୍କ
ନିମନ୍ତେ ମୋ’ ପ୍ରାଣ ତୃଷିତ;
ମୁଁ କେବେ ଆସି ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବି ?
3. ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ
ହୋଇଅଛି,
କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର
ପରମେଶ୍ୱର କାହାନ୍ତି ?”
4. ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି, ପୁଣି,
ଆନନ୍ଦ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ
ପରମେଶ୍ୱରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ
କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।
5. ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ ?
ତୁ କାହିଁକି ମୋ’ ଅନ୍ତରରେ ଅସ୍ଥିର ହେଉଅଛୁ ?
ପରମେଶ୍ୱରଙ୍କଠାରେ ଭରସା ରଖ;
କାରଣ ମୁଁ ତାହାଙ୍କ ପ୍ରସନ୍ନତାର ସାହାଯ୍ୟ ସକାଶୁ ପୁନର୍ବାର
ତାହାଙ୍କର ପ୍ରଶଂସା କରିବି।
6. ହେ ମୋହର ପରମେଶ୍ୱର, ମୋହର ପ୍ରାଣ ମୋ’
ଅନ୍ତରରେ ଶୋକାକୁଳ ହେଉଅଛି;
ଏଥିପାଇଁ ମୁଁ ଯର୍ଦ୍ଦନ ଦେଶରୁ, ପୁଣି, ହର୍ମୋଣ
ମିତ୍‍ସୀୟର ପର୍ବତରୁ ତୁମ୍ଭକୁ ସ୍ମରଣ କରୁଅଛି।
7. ତୁମ୍ଭ ନିର୍ଝର ସମୂହର ଶବ୍ଦରେ ଏକ ଗଭୀର ଅନ୍ୟ
ଗଭୀରକୁ ଡାକଇ,
ତୁମ୍ଭର ଢେଉ ତରଙ୍ଗସବୁ ମୋ’ ଉପରେ ଯାଇଅଛି।
8. ତଥାପି ସଦାପ୍ରଭୁ ଦିନବେଳେ ଆପଣା ସ୍ନେହପୂର୍ଣ୍ଣ
କରୁଣା ଆଜ୍ଞା କରିବେ,
ପୁଣି, ରାତ୍ରିକାଳେ ତାହାଙ୍କ ଗୁଣଗାନ ଆମ୍ଭ
ଜୀବନଦାତା ପରମେଶ୍ୱରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ
ହେବ।
9. ମୁଁ ଆପଣା ଶୈଳ ସ୍ୱରୂପ ପରମେଶ୍ୱରଙ୍କୁ କହିବି,
“ତୁମ୍ଭେ କାହିଁକି ମୋତେ ପାସୋରିଅଛ ?
ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି
ବୁଲୁଅଛି ?”
10. ମୋ’ ଅସ୍ଥିରେ ଖଡ୍ଗ ପରି ମୋ’ ବିପକ୍ଷଗଣ
ମୋତେ ତିରସ୍କାର କରନ୍ତି;
କାରଣ ସେମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର
ପରମେଶ୍ୱର କାହାନ୍ତି ?”
11. ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ
ହେଉଅଛ ?
ପୁଣି, ତୁମ୍ଭେ କାହିଁକି ମୋ’ ଅନ୍ତରରେ ଅସ୍ଥିର ହେଉଅଛ ?
ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ
ପୁନର୍ବାର ତାହାଙ୍କର ପ୍ରଶଂସା କରିବି,
ସେ ମୋ’ ମୁଖର ପ୍ରସନ୍ନତା ମୋହର ପରମେଶ୍ୱର
ଅଟନ୍ତି। PE
Total 150 Chapters, Current Chapter 42 of Total Chapters 150
×

Alert

×

oriya Letters Keypad References