ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ନିର୍ବାସିତର ପ୍ରାର୍ଥନା (2) } [QS]ହେ ପରମେଶ୍ୱର, ମୋହର ବିଚାର କର [QE][QS]ଓ ଅଧାର୍ମିକ ଗୋଷ୍ଠୀ ବିରୁଦ୍ଧରେ ମୋହର [QE][QS]ଗୁହାରି ନିଷ୍ପତ୍ତି କର; [QE][QS]ପ୍ରବଞ୍ଚକ ଓ ଅନ୍ୟାୟକାରୀ ମନୁଷ୍ୟଠାରୁ ମୋତେ ଉଦ୍ଧାର [QE][QS]କର। [QE]
2. [QS]କାରଣ ତୁମ୍ଭେ ହିଁ ମୋହର ବଳଦାତା ପରମେଶ୍ୱର [QE][QS]ଅଟ; [QE][QS]ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ ? ମୁଁ କାହିଁକି [QE][QS]ଶତ୍ରୁର ଦୌରାତ୍ମ୍ୟ ସକାଶୁ ଶୋକ କରି ବୁଲୁଅଛି ? [QE]
3. [QS]ତୁମ୍ଭର ଦୀପ୍ତି ଓ ତୁମ୍ଭର ସତ୍ୟତା ପଠାଅ; ତାହା [QE][QS]ମୋହର ପଥଦର୍ଶକ ହେଉ; [QE][QS]ତାହା ତୁମ୍ଭ ପବିତ୍ର ପର୍ବତରେ ଓ ତୁମ୍ଭ ଆବାସରେ [QE][QS]ମୋତେ ପ୍ରବେଶ କରାଉ। [QE]
4. [QS]ତହିଁରେ ମୁଁ ପରମେଶ୍ୱରଙ୍କ ବେଦି ନିକଟକୁ ଓ ମୋହର [QE][QS]ପରମାନନ୍ଦଜନକ ପରମେଶ୍ୱରଙ୍କ ନିକଟକୁ ଯିବି; [QE][QS]ଆଉ, ହେ ପରମେଶ୍ୱର, ମୋହର ପରମେଶ୍ୱର, ମୁଁ [QE][QS]ବୀଣାଯନ୍ତ୍ରରେ ତୁମ୍ଭର ପ୍ରଶଂସା କରିବି। [QE]
5. [QS]ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ [QE][QS]ହେଉଅଛ ? [QE][QS]ଓ ତୁମ୍ଭେ କାହିଁକି ମୋ’ ଅନ୍ତରରେ ଅସ୍ଥିର ହେଉଅଛ ? [QE][QS]ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର [QE][QS]ତାହାଙ୍କର ପ୍ରଶଂସା କରିବି, [QE][QS]ସେ ମୋ’ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର [QE][QS]ଅଟନ୍ତି। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 43 / 150
ନିର୍ବାସିତର ପ୍ରାର୍ଥନା (2) 1 ହେ ପରମେଶ୍ୱର, ମୋହର ବିଚାର କର ଓ ଅଧାର୍ମିକ ଗୋଷ୍ଠୀ ବିରୁଦ୍ଧରେ ମୋହର ଗୁହାରି ନିଷ୍ପତ୍ତି କର; ପ୍ରବଞ୍ଚକ ଓ ଅନ୍ୟାୟକାରୀ ମନୁଷ୍ୟଠାରୁ ମୋତେ ଉଦ୍ଧାର କର। 2 କାରଣ ତୁମ୍ଭେ ହିଁ ମୋହର ବଳଦାତା ପରମେଶ୍ୱର ଅଟ; ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ସକାଶୁ ଶୋକ କରି ବୁଲୁଅଛି ? 3 ତୁମ୍ଭର ଦୀପ୍ତି ଓ ତୁମ୍ଭର ସତ୍ୟତା ପଠାଅ; ତାହା ମୋହର ପଥଦର୍ଶକ ହେଉ; ତାହା ତୁମ୍ଭ ପବିତ୍ର ପର୍ବତରେ ଓ ତୁମ୍ଭ ଆବାସରେ ମୋତେ ପ୍ରବେଶ କରାଉ। 4 ତହିଁରେ ମୁଁ ପରମେଶ୍ୱରଙ୍କ ବେଦି ନିକଟକୁ ଓ ମୋହର ପରମାନନ୍ଦଜନକ ପରମେଶ୍ୱରଙ୍କ ନିକଟକୁ ଯିବି; ଆଉ, ହେ ପରମେଶ୍ୱର, ମୋହର ପରମେଶ୍ୱର, ମୁଁ ବୀଣାଯନ୍ତ୍ରରେ ତୁମ୍ଭର ପ୍ରଶଂସା କରିବି। 5 ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ ? ଓ ତୁମ୍ଭେ କାହିଁକି ମୋ’ ଅନ୍ତରରେ ଅସ୍ଥିର ହେଉଅଛ ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋ’ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 43 / 150
×

Alert

×

Oriya Letters Keypad References