ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ସହବର୍ତ୍ତୀ ପରମେଶ୍ୱର } [QS]
2. [PS]*ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ଗୀତ; ଅଲ୍‍ମୋତ୍‍ ସ୍ୱରର ଗୀତ। *[PE][PBR]ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, *[PE][QS]ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ। *[PE][QS]ଏଥିପାଇଁ ପୃଥିବୀ ପରିବର୍ତ୍ତିତ ହେଲେ ହେଁ ଓ ପର୍ବତଗଣ [QE][QS]ସମୁଦ୍ର ମଧ୍ୟରେ ବିଚଳିତ ହେଲେ ହେଁ; [QE]
3. [QS]ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ, [QE][QS]ତହିଁର ପ୍ଳାବନରେ ପର୍ବତଗଣ କମ୍ପିତ ହେଲେ ହେଁ [QE][QS]ଆମ୍ଭେମାନେ ଭୟ କରିବା ନାହିଁ। [QE][QS][ସେଲା] [QE]
4. [QS]ନଦୀ ଗୋଟିଏ ଅଛି, ତହିଁର ସ୍ରୋତସମୂହ [QE][QS]ପରମେଶ୍ୱରଙ୍କ ନଗରକୁ, [QE][QS]ସର୍ବୋପରିସ୍ଥଙ୍କ ଆବାସର ପବିତ୍ର ସ୍ଥାନକୁ ଆନନ୍ଦିତ କରେ। [QE]
5. [QS]ପରମେଶ୍ୱର ସେହି ନଗରର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ [QE][QS]ନାହିଁ। [QE][QS]ପରମେଶ୍ୱର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ। [QE]
6. [QS]ଗୋଷ୍ଠୀସବୁ ଗର୍ଜ୍ଜନ କଲେ, ରାଜ୍ୟସବୁ ବିଚଳିତ [QE][QS]ହେଲେ; [QE][QS]ସେ ଆପଣା ରବ ଉଚ୍ଚାରଣ କଲେ, ପୃଥିବୀ ତରଳି ଗଲା। [QE]
7. [QS]ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, [QE][QS]ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। [QE]
8. [QS]ଆସ, ସଦାପ୍ରଭୁଙ୍କର କାର୍ଯ୍ୟସବୁ ଦେଖ, [QE][QS]ସେ ପୃଥିବୀରେ କିପ୍ରକାର ଉଜାଡ଼ କରିଅଛନ୍ତି ! [QE]
9. [QS]ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଯୁଦ୍ଧ ନିବୃତ୍ତ କରନ୍ତି; [QE][QS]ସେ ଧନୁ ଭାଙ୍ଗି ପକାନ୍ତି ଓ ବର୍ଚ୍ଛା କାଟି ଖଣ୍ଡ ଖଣ୍ଡ କରନ୍ତି; [QE][QS]ସେ ରଥ[* ରଥ କିମ୍ବା ଢାଲ ]ସବୁ ଅଗ୍ନିରେ ପୋଡ଼ି ପକାନ୍ତି। [QE]
10. [QS]କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ; [QE][QS]ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, [QE][QS]ଆମ୍ଭେ ପୃଥିବୀରେ ଉନ୍ନତ ହେବୁ। [QE]
11. [QS]ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; [QE][QS]ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। [QE][QS][ସେଲା] [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 46 / 150
ସହବର୍ତ୍ତୀ ପରମେଶ୍ୱର 1 2 *ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ଗୀତ; ଅଲ୍‍ମୋତ୍‍ ସ୍ୱରର ଗୀତ। *ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, *ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ। *ଏଥିପାଇଁ ପୃଥିବୀ ପରିବର୍ତ୍ତିତ ହେଲେ ହେଁ ଓ ପର୍ବତଗଣ ସମୁଦ୍ର ମଧ୍ୟରେ ବିଚଳିତ ହେଲେ ହେଁ; 3 ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ, ତହିଁର ପ୍ଳାବନରେ ପର୍ବତଗଣ କମ୍ପିତ ହେଲେ ହେଁ ଆମ୍ଭେମାନେ ଭୟ କରିବା ନାହିଁ। *ସେଲା 4 ନଦୀ ଗୋଟିଏ ଅଛି, ତହିଁର ସ୍ରୋତସମୂହ ପରମେଶ୍ୱରଙ୍କ ନଗରକୁ, ସର୍ବୋପରିସ୍ଥଙ୍କ ଆବାସର ପବିତ୍ର ସ୍ଥାନକୁ ଆନନ୍ଦିତ କରେ। 5 ପରମେଶ୍ୱର ସେହି ନଗରର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ ନାହିଁ। ପରମେଶ୍ୱର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ। 6 ଗୋଷ୍ଠୀସବୁ ଗର୍ଜ୍ଜନ କଲେ, ରାଜ୍ୟସବୁ ବିଚଳିତ ହେଲେ; ସେ ଆପଣା ରବ ଉଚ୍ଚାରଣ କଲେ, ପୃଥିବୀ ତରଳି ଗଲା। 7 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। 8 ଆସ, ସଦାପ୍ରଭୁଙ୍କର କାର୍ଯ୍ୟସବୁ ଦେଖ, ସେ ପୃଥିବୀରେ କିପ୍ରକାର ଉଜାଡ଼ କରିଅଛନ୍ତି ! 9 ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଯୁଦ୍ଧ ନିବୃତ୍ତ କରନ୍ତି; ସେ ଧନୁ ଭାଙ୍ଗି ପକାନ୍ତି ଓ ବର୍ଚ୍ଛା କାଟି ଖଣ୍ଡ ଖଣ୍ଡ କରନ୍ତି; ସେ ରଥ* ରଥ କିମ୍ବା ଢାଲ ସବୁ ଅଗ୍ନିରେ ପୋଡ଼ି ପକାନ୍ତି। 10 କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ। 11 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। *ସେଲା
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 46 / 150
×

Alert

×

Oriya Letters Keypad References