ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସହବର୍ତ୍ତୀ ପରମେଶ୍ୱର} [PS] ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, [QBR] ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ। [QBR]
2. ଏଥିପାଇଁ ପୃଥିବୀ ପରିବର୍ତ୍ତିତ ହେଲେ ହେଁ ଓ ପର୍ବତଗଣ [QBR] ସମୁଦ୍ର ମଧ୍ୟରେ ବିଚଳିତ ହେଲେ ହେଁ; [QBR]
3. ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ, [QBR] ତହିଁର ପ୍ଳାବନରେ ପର୍ବତଗଣ କମ୍ପିତ ହେଲେ ହେଁ [QBR] ଆମ୍ଭେମାନେ ଭୟ କରିବା ନାହିଁ। [QBR] [ସେଲା] [QBR]
4. ନଦୀ ଗୋଟିଏ ଅଛି, ତହିଁର ସ୍ରୋତସମୂହ [QBR] ପରମେଶ୍ୱରଙ୍କ ନଗରକୁ, [QBR] ସର୍ବୋପରିସ୍ଥଙ୍କ ଆବାସର ପବିତ୍ର ସ୍ଥାନକୁ ଆନନ୍ଦିତ କରେ। [QBR]
5. ପରମେଶ୍ୱର ସେହି ନଗରର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ [QBR] ନାହିଁ। [QBR] ପରମେଶ୍ୱର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ। [QBR]
6. ଗୋଷ୍ଠୀସବୁ ଗର୍ଜ୍ଜନ କଲେ, ରାଜ୍ୟସବୁ ବିଚଳିତ [QBR] ହେଲେ; [QBR] ସେ ଆପଣା ରବ ଉଚ୍ଚାରଣ କଲେ, ପୃଥିବୀ ତରଳି ଗଲା। [QBR]
7. ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, [QBR] ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। [QBR]
8. ଆସ, ସଦାପ୍ରଭୁଙ୍କର କାର୍ଯ୍ୟସବୁ ଦେଖ, [QBR] ସେ ପୃଥିବୀରେ କିପ୍ରକାର ଉଜାଡ଼ କରିଅଛନ୍ତି ! [QBR]
9. ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଯୁଦ୍ଧ ନିବୃତ୍ତ କରନ୍ତି; [QBR] ସେ ଧନୁ ଭାଙ୍ଗି ପକାନ୍ତି ଓ ବର୍ଚ୍ଛା କାଟି ଖଣ୍ଡ ଖଣ୍ଡ କରନ୍ତି; [QBR] ସେ ରଥ [* ରଥ କିମ୍ବା ଢାଲ] ସବୁ ଅଗ୍ନିରେ ପୋଡ଼ି ପକାନ୍ତି। [QBR]
10. କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ; [QBR] ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, [QBR] ଆମ୍ଭେ ପୃଥିବୀରେ ଉନ୍ନତ ହେବୁ। [QBR]
11. ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; [QBR] ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। [QBR] [ସେଲା] [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 46 / 150
ଗୀତସଂହିତା 46:94
ସହବର୍ତ୍ତୀ ପରମେଶ୍ୱର 1 ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ। 2 ଏଥିପାଇଁ ପୃଥିବୀ ପରିବର୍ତ୍ତିତ ହେଲେ ହେଁ ଓ ପର୍ବତଗଣ ସମୁଦ୍ର ମଧ୍ୟରେ ବିଚଳିତ ହେଲେ ହେଁ; 3 ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ, ତହିଁର ପ୍ଳାବନରେ ପର୍ବତଗଣ କମ୍ପିତ ହେଲେ ହେଁ ଆମ୍ଭେମାନେ ଭୟ କରିବା ନାହିଁ। *ସେଲା 4 ନଦୀ ଗୋଟିଏ ଅଛି, ତହିଁର ସ୍ରୋତସମୂହ ପରମେଶ୍ୱରଙ୍କ ନଗରକୁ, ସର୍ବୋପରିସ୍ଥଙ୍କ ଆବାସର ପବିତ୍ର ସ୍ଥାନକୁ ଆନନ୍ଦିତ କରେ। 5 ପରମେଶ୍ୱର ସେହି ନଗରର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ ନାହିଁ। ପରମେଶ୍ୱର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ। 6 ଗୋଷ୍ଠୀସବୁ ଗର୍ଜ୍ଜନ କଲେ, ରାଜ୍ୟସବୁ ବିଚଳିତ ହେଲେ; ସେ ଆପଣା ରବ ଉଚ୍ଚାରଣ କଲେ, ପୃଥିବୀ ତରଳି ଗଲା। 7 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। 8 ଆସ, ସଦାପ୍ରଭୁଙ୍କର କାର୍ଯ୍ୟସବୁ ଦେଖ, ସେ ପୃଥିବୀରେ କିପ୍ରକାର ଉଜାଡ଼ କରିଅଛନ୍ତି ! 9 ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଯୁଦ୍ଧ ନିବୃତ୍ତ କରନ୍ତି; ସେ ଧନୁ ଭାଙ୍ଗି ପକାନ୍ତି ଓ ବର୍ଚ୍ଛା କାଟି ଖଣ୍ଡ ଖଣ୍ଡ କରନ୍ତି; ସେ ରଥ * ରଥ କିମ୍ବା ଢାଲ ସବୁ ଅଗ୍ନିରେ ପୋଡ଼ି ପକାନ୍ତି। 10 କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ। 11 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। *ସେଲା
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 46 / 150
Common Bible Languages
West Indian Languages
×

Alert

×

oriya Letters Keypad References