ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସର୍ବୋପରିସ୍ଥ ଅଧିପତି} [PS] ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦସ୍ୱରରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର। [QBR]
2. କାରଣ ସର୍ବୋପରିସ୍ଥ ସଦାପ୍ରଭୁ ଭୟଙ୍କର ଅଟନ୍ତି; [QBR] ସେ ସମୁଦାୟ ପୃଥିବୀ ଉପରେ ମହାନ ରାଜା। [QBR]
3. ସେ ଗୋଷ୍ଠୀସମୂହକୁ ଆମ୍ଭମାନଙ୍କର ବଶୀଭୂତ [QBR] କରିବେ ଓ ଦେଶୀୟଗଣକୁ ଆମ୍ଭମାନଙ୍କର ପଦତଳସ୍ଥ କରିବେ। [QBR]
4. ସେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କ ଅଧିକାର [QBR] ମନୋନୀତ କରିବେ, [QBR] ତାହା ହିଁ ତାହାଙ୍କ ପ୍ରିୟ ପାତ୍ର ଯାକୁବର ଗୌରବ ସ୍ୱରୂପ। [QBR] [ସେଲା] [QBR]
5. ପରମେଶ୍ୱର ଜୟଧ୍ୱନିରେ, ସଦାପ୍ରଭୁ ତୂରୀଧ୍ୱନିରେ [QBR] ଊର୍ଦ୍ଧ୍ୱକୁ ବିଜେ କରିଅଛନ୍ତି। [QBR]
6. ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, [QBR] ପ୍ରଶଂସାଗାନ କର; [QBR] ଆମ୍ଭମାନଙ୍କ ରାଜାଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, [QBR] ପ୍ରଶଂସାଗାନ କର। [QBR]
7. କାରଣ ପରମେଶ୍ୱର ସମୁଦାୟ ପୃଥିବୀର ରାଜା ଅଟନ୍ତି; [QBR] ତୁମ୍ଭେମାନେ ପ୍ରବୋଧଜନକ ପ୍ରଶଂସାଗାନ କର। [QBR]
8. ପରମେଶ୍ୱର ଗୋଷ୍ଠୀବର୍ଗ ଉପରେ ରାଜତ୍ୱ କରନ୍ତି; [QBR] ପରମେଶ୍ୱର ଆପଣା ପବିତ୍ର ସିଂହାସନରେ ଉପବିଷ୍ଟ। [QBR]
9. ଅବ୍ରହାମର ପରମେଶ୍ୱରଙ୍କ ଲୋକ ହେବା ନିମନ୍ତେ [QBR] ଗୋଷ୍ଠୀୟମାନଙ୍କର ଅଧିପତିଗଣ ଏକତ୍ରିତ ହୋଇଅଛନ୍ତି। [QBR] କାରଣ ପୃଥିବୀର ଢାଲସବୁ ପରମେଶ୍ୱରଙ୍କର; ସେ [QBR] ଅତିଶୟ ଉନ୍ନତ ଅଟନ୍ତି। [PE]

Notes

No Verse Added

Total 150 Chapters, Current Chapter 47 of Total Chapters 150
ଗୀତସଂହିତା 47:58
1. {ସର୍ବୋପରିସ୍ଥ ଅଧିପତି} PS ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦସ୍ୱରରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।
2. କାରଣ ସର୍ବୋପରିସ୍ଥ ସଦାପ୍ରଭୁ ଭୟଙ୍କର ଅଟନ୍ତି;
ସେ ସମୁଦାୟ ପୃଥିବୀ ଉପରେ ମହାନ ରାଜା।
3. ସେ ଗୋଷ୍ଠୀସମୂହକୁ ଆମ୍ଭମାନଙ୍କର ବଶୀଭୂତ
କରିବେ ଦେଶୀୟଗଣକୁ ଆମ୍ଭମାନଙ୍କର ପଦତଳସ୍ଥ କରିବେ।
4. ସେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କ ଅଧିକାର
ମନୋନୀତ କରିବେ,
ତାହା ହିଁ ତାହାଙ୍କ ପ୍ରିୟ ପାତ୍ର ଯାକୁବର ଗୌରବ ସ୍ୱରୂପ।
ସେଲା
5. ପରମେଶ୍ୱର ଜୟଧ୍ୱନିରେ, ସଦାପ୍ରଭୁ ତୂରୀଧ୍ୱନିରେ
ଊର୍ଦ୍ଧ୍ୱକୁ ବିଜେ କରିଅଛନ୍ତି।
6. ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର,
ପ୍ରଶଂସାଗାନ କର;
ଆମ୍ଭମାନଙ୍କ ରାଜାଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର,
ପ୍ରଶଂସାଗାନ କର।
7. କାରଣ ପରମେଶ୍ୱର ସମୁଦାୟ ପୃଥିବୀର ରାଜା ଅଟନ୍ତି;
ତୁମ୍ଭେମାନେ ପ୍ରବୋଧଜନକ ପ୍ରଶଂସାଗାନ କର।
8. ପରମେଶ୍ୱର ଗୋଷ୍ଠୀବର୍ଗ ଉପରେ ରାଜତ୍ୱ କରନ୍ତି;
ପରମେଶ୍ୱର ଆପଣା ପବିତ୍ର ସିଂହାସନରେ ଉପବିଷ୍ଟ।
9. ଅବ୍ରହାମର ପରମେଶ୍ୱରଙ୍କ ଲୋକ ହେବା ନିମନ୍ତେ
ଗୋଷ୍ଠୀୟମାନଙ୍କର ଅଧିପତିଗଣ ଏକତ୍ରିତ ହୋଇଅଛନ୍ତି।
କାରଣ ପୃଥିବୀର ଢାଲସବୁ ପରମେଶ୍ୱରଙ୍କର; ସେ
ଅତିଶୟ ଉନ୍ନତ ଅଟନ୍ତି। PE
Total 150 Chapters, Current Chapter 47 of Total Chapters 150
×

Alert

×

oriya Letters Keypad References