1. {ସର୍ବୋପରିସ୍ଥ ଅଧିପତି} PS ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦସ୍ୱରରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।
|
4. ସେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କ ଅଧିକାର
ମନୋନୀତ କରିବେ, ତାହା ହିଁ ତାହାଙ୍କ ପ୍ରିୟ ପାତ୍ର ଯାକୁବର ଗୌରବ ସ୍ୱରୂପ। ସେଲା |
6. ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର,
ପ୍ରଶଂସାଗାନ କର; ଆମ୍ଭମାନଙ୍କ ରାଜାଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, ପ୍ରଶଂସାଗାନ କର। |
9. ଅବ୍ରହାମର ପରମେଶ୍ୱରଙ୍କ ଲୋକ ହେବା ନିମନ୍ତେ
ଗୋଷ୍ଠୀୟମାନଙ୍କର ଅଧିପତିଗଣ ଏକତ୍ରିତ ହୋଇଅଛନ୍ତି। କାରଣ ପୃଥିବୀର ଢାଲସବୁ ପରମେଶ୍ୱରଙ୍କର; ସେ ଅତିଶୟ ଉନ୍ନତ ଅଟନ୍ତି। PE |