ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ସର୍ବୋପରିସ୍ଥ ଅଧିପତି } [QS]
2. [PS]*ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ। *[PE][PBR]ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦସ୍ୱରରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର। *[PE][QS]କାରଣ ସର୍ବୋପରିସ୍ଥ ସଦାପ୍ରଭୁ ଭୟଙ୍କର ଅଟନ୍ତି; [QE][QS]ସେ ସମୁଦାୟ ପୃଥିବୀ ଉପରେ ମହାନ ରାଜା। [QE]
3. [QS]ସେ ଗୋଷ୍ଠୀସମୂହକୁ ଆମ୍ଭମାନଙ୍କର ବଶୀଭୂତ [QE][QS]କରିବେ ଓ ଦେଶୀୟଗଣକୁ ଆମ୍ଭମାନଙ୍କର ପଦତଳସ୍ଥ କରିବେ। [QE]
4. [QS]ସେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କ ଅଧିକାର [QE][QS]ମନୋନୀତ କରିବେ, [QE][QS]ତାହା ହିଁ ତାହାଙ୍କ ପ୍ରିୟ ପାତ୍ର ଯାକୁବର ଗୌରବ ସ୍ୱରୂପ। [QE][QS][ସେଲା] [QE]
5. [QS]ପରମେଶ୍ୱର ଜୟଧ୍ୱନିରେ, ସଦାପ୍ରଭୁ ତୂରୀଧ୍ୱନିରେ [QE][QS]ଊର୍ଦ୍ଧ୍ୱକୁ ବିଜେ କରିଅଛନ୍ତି। [QE]
6. [QS]ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, [QE][QS]ପ୍ରଶଂସାଗାନ କର; [QE][QS]ଆମ୍ଭମାନଙ୍କ ରାଜାଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, [QE][QS]ପ୍ରଶଂସାଗାନ କର। [QE]
7. [QS]କାରଣ ପରମେଶ୍ୱର ସମୁଦାୟ ପୃଥିବୀର ରାଜା ଅଟନ୍ତି; [QE][QS]ତୁମ୍ଭେମାନେ ପ୍ରବୋଧଜନକ ପ୍ରଶଂସାଗାନ କର। [QE]
8. [QS]ପରମେଶ୍ୱର ଗୋଷ୍ଠୀବର୍ଗ ଉପରେ ରାଜତ୍ୱ କରନ୍ତି; [QE][QS]ପରମେଶ୍ୱର ଆପଣା ପବିତ୍ର ସିଂହାସନରେ ଉପବିଷ୍ଟ। [QE]
9. [QS]ଅବ୍ରହାମର ପରମେଶ୍ୱରଙ୍କ ଲୋକ ହେବା ନିମନ୍ତେ [QE][QS]ଗୋଷ୍ଠୀୟମାନଙ୍କର ଅଧିପତିଗଣ ଏକତ୍ରିତ ହୋଇଅଛନ୍ତି। [QE][QS]କାରଣ ପୃଥିବୀର ଢାଲସବୁ ପରମେଶ୍ୱରଙ୍କର; ସେ [QE][QS]ଅତିଶୟ ଉନ୍ନତ ଅଟନ୍ତି। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 47 / 150
ସର୍ବୋପରିସ୍ଥ ଅଧିପତି 1 2 *ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ। *ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦସ୍ୱରରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର। *କାରଣ ସର୍ବୋପରିସ୍ଥ ସଦାପ୍ରଭୁ ଭୟଙ୍କର ଅଟନ୍ତି; ସେ ସମୁଦାୟ ପୃଥିବୀ ଉପରେ ମହାନ ରାଜା। 3 ସେ ଗୋଷ୍ଠୀସମୂହକୁ ଆମ୍ଭମାନଙ୍କର ବଶୀଭୂତ କରିବେ ଓ ଦେଶୀୟଗଣକୁ ଆମ୍ଭମାନଙ୍କର ପଦତଳସ୍ଥ କରିବେ। 4 ସେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କ ଅଧିକାର ମନୋନୀତ କରିବେ, ତାହା ହିଁ ତାହାଙ୍କ ପ୍ରିୟ ପାତ୍ର ଯାକୁବର ଗୌରବ ସ୍ୱରୂପ। *ସେଲା 5 ପରମେଶ୍ୱର ଜୟଧ୍ୱନିରେ, ସଦାପ୍ରଭୁ ତୂରୀଧ୍ୱନିରେ ଊର୍ଦ୍ଧ୍ୱକୁ ବିଜେ କରିଅଛନ୍ତି। 6 ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, ପ୍ରଶଂସାଗାନ କର; ଆମ୍ଭମାନଙ୍କ ରାଜାଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, ପ୍ରଶଂସାଗାନ କର। 7 କାରଣ ପରମେଶ୍ୱର ସମୁଦାୟ ପୃଥିବୀର ରାଜା ଅଟନ୍ତି; ତୁମ୍ଭେମାନେ ପ୍ରବୋଧଜନକ ପ୍ରଶଂସାଗାନ କର। 8 ପରମେଶ୍ୱର ଗୋଷ୍ଠୀବର୍ଗ ଉପରେ ରାଜତ୍ୱ କରନ୍ତି; ପରମେଶ୍ୱର ଆପଣା ପବିତ୍ର ସିଂହାସନରେ ଉପବିଷ୍ଟ। 9 ଅବ୍ରହାମର ପରମେଶ୍ୱରଙ୍କ ଲୋକ ହେବା ନିମନ୍ତେ ଗୋଷ୍ଠୀୟମାନଙ୍କର ଅଧିପତିଗଣ ଏକତ୍ରିତ ହୋଇଅଛନ୍ତି। କାରଣ ପୃଥିବୀର ଢାଲସବୁ ପରମେଶ୍ୱରଙ୍କର; ସେ ଅତିଶୟ ଉନ୍ନତ ଅଟନ୍ତି।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 47 / 150
×

Alert

×

Oriya Letters Keypad References