ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#1ସଦାପ୍ରଭୁଙ୍କ ନଗରୀ ସିୟୋନ } [QS]
2. [PS]*ଗୀତ : କୋରହ-ସନ୍ତାନମାନଙ୍କର ଗୀତ। *[PE][PBR]ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ, *[PE][QS]ତାହାଙ୍କ ପବିତ୍ର ପର୍ବତରେ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ [QE][QS]ପ୍ରଶଂସନୀୟ। *[PE][QS]ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର, [QE][QS]ସମଗ୍ର ପୃଥିବୀର ଆନନ୍ଦଜନକ, ମହାରାଜଙ୍କର ନଗର। [QE]
3. [QS]ତହିଁର ଅଟ୍ଟାଳିକାସମୂହ ମଧ୍ୟରେ ପରମେଶ୍ୱର ଆଶ୍ରୟ [QE][QS]ସ୍ୱରୂପ ବୋଲି ଆପଣାର ପରିଚୟ ଦେଇଅଛନ୍ତି। [QE]
4. [QS]କାରଣ ଦେଖ, ରାଜାଗଣ ସଭାସ୍ଥ ହେଲେ, ସେମାନେ [QE][QS]ଏକସଙ୍ଗେ ଗମନ କଲେ। [QE]
5. [QS]ସେମାନେ ତାହା ଦେଖି ଚମତ୍କୃତ ହେଲେ; [QE][QS]ସେମାନେ ଉଦ୍‍ବିଗ୍ନ ହୋଇ ଶୀଘ୍ର ପଳାଇଲେ; [QE]
6. [QS]ସେଠାରେ ସେମାନେ କମ୍ପରେ ଓ ପ୍ରସବକାରିଣୀ ସ୍ତ୍ରୀର [QE][QS]ବେଦନା ତୁଲ୍ୟ ବେଦନାରେ ଆକ୍ରାନ୍ତ ହେଲେ। [QE]
7. [QS]ତୁମ୍ଭେ ପୂର୍ବୀୟ ବାୟୁ ଦ୍ୱାରା ତର୍ଶୀଶ ନଗରର ଜାହାଜସବୁ [QE][QS]ଭାଙ୍ଗିଥାଅ। [QE]
8. [QS]ଯେପରି ଆମ୍ଭେମାନେ ଶୁଣିଅଛୁ, ସେପରି [QE][QS]ସୈନ୍ୟାଧିପତି ସଦାପ୍ରଭୁଙ୍କ ନଗରରେ, ଆମ୍ଭମାନଙ୍କ [QE][QS]ପରମେଶ୍ୱରଙ୍କ ନଗରରେ ଦେଖିଅଛୁ; [QE][QS]ପରମେଶ୍ୱର ଅନନ୍ତକାଳ ତାହା ସୁସ୍ଥିର କରିବେ। [QE][QS][ସେଲା] [QE]
9. [QS]ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭ ମନ୍ଦିର ମଧ୍ୟରେ [QE][QS]ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବିଷୟ ଧ୍ୟାନ କରିଅଛୁ। [QE]
10. [QS]ହେ ପରମେଶ୍ୱର, ଯେପରି ତୁମ୍ଭର ନାମ, ସେହିପରି [QE][QS]ତୁମ୍ଭର ପ୍ରଶଂସା, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅଟେ; [QE][QS]ତୁମ୍ଭର ଦକ୍ଷିଣ ହସ୍ତ ଧର୍ମରେ ପରିପୂର୍ଣ୍ଣ। [QE]
11. [QS]ତୁମ୍ଭର ସକଳ ଶାସନ ସକାଶୁ ସିୟୋନ ପର୍ବତ [QE][QS]ଆନନ୍ଦିତ ହେଉ, [QE][QS]ଯିହୁଦାର କନ୍ୟାଗଣ[* କନ୍ୟାଗଣ ଅର୍ଥାତ୍ ନଗରର ଲୋକମାନେ ] ଉଲ୍ଲାସିତ ହେଉନ୍ତୁ। [QE]
12. [QS]ସିୟୋନକୁ ପ୍ରଦକ୍ଷିଣ କର ଓ ତାହାର ଚତୁର୍ଦ୍ଦିଗରେ [QE][QS]ଭ୍ରମଣ କର; [QE][QS]ତହିଁର ଦୁର୍ଗସବୁ ଗଣନା କର। [QE]
13. [QS]ଯେପରି ତୁମ୍ଭେମାନେ ଭବିଷ୍ୟତ ବଂଶକୁ ଜଣାଇ [QE][QS]ପାରିବ, ଏଥିପାଇଁ ତହିଁର ଦୃଢ଼ ପ୍ରାଚୀରମାନ ନିରୀକ୍ଷଣ [QE][QS]କର, ତହିଁର ଅଟ୍ଟାଳିକାସବୁ ବିବେଚନା କର। [QE]
14. [QS]କାରଣ ଏହି ପରମେଶ୍ୱର ଅନନ୍ତକାଳ ଆମ୍ଭମାନଙ୍କର [QE][QS]ପରମେଶ୍ୱର ଅଟନ୍ତି; [QE][QS]ସେ ଆମ୍ଭମାନଙ୍କର ମରଣ ପର୍ଯ୍ୟନ୍ତ ଆମ୍ଭମାନଙ୍କର ପଥଦର୍ଶକ ହେବେ। [QE]

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 48 / 150
ସଦାପ୍ରଭୁଙ୍କ ନଗରୀ ସିୟୋନ 1 2 *ଗୀତ : କୋରହ-ସନ୍ତାନମାନଙ୍କର ଗୀତ। *ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ, *ତାହାଙ୍କ ପବିତ୍ର ପର୍ବତରେ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ। *ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର, ସମଗ୍ର ପୃଥିବୀର ଆନନ୍ଦଜନକ, ମହାରାଜଙ୍କର ନଗର। 3 ତହିଁର ଅଟ୍ଟାଳିକାସମୂହ ମଧ୍ୟରେ ପରମେଶ୍ୱର ଆଶ୍ରୟ ସ୍ୱରୂପ ବୋଲି ଆପଣାର ପରିଚୟ ଦେଇଅଛନ୍ତି। 4 କାରଣ ଦେଖ, ରାଜାଗଣ ସଭାସ୍ଥ ହେଲେ, ସେମାନେ ଏକସଙ୍ଗେ ଗମନ କଲେ। 5 ସେମାନେ ତାହା ଦେଖି ଚମତ୍କୃତ ହେଲେ; ସେମାନେ ଉଦ୍‍ବିଗ୍ନ ହୋଇ ଶୀଘ୍ର ପଳାଇଲେ; 6 ସେଠାରେ ସେମାନେ କମ୍ପରେ ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନାରେ ଆକ୍ରାନ୍ତ ହେଲେ। 7 ତୁମ୍ଭେ ପୂର୍ବୀୟ ବାୟୁ ଦ୍ୱାରା ତର୍ଶୀଶ ନଗରର ଜାହାଜସବୁ ଭାଙ୍ଗିଥାଅ। 8 ଯେପରି ଆମ୍ଭେମାନେ ଶୁଣିଅଛୁ, ସେପରି ସୈନ୍ୟାଧିପତି ସଦାପ୍ରଭୁଙ୍କ ନଗରରେ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ ଦେଖିଅଛୁ; ପରମେଶ୍ୱର ଅନନ୍ତକାଳ ତାହା ସୁସ୍ଥିର କରିବେ। *ସେଲା 9 ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭ ମନ୍ଦିର ମଧ୍ୟରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବିଷୟ ଧ୍ୟାନ କରିଅଛୁ। 10 ହେ ପରମେଶ୍ୱର, ଯେପରି ତୁମ୍ଭର ନାମ, ସେହିପରି ତୁମ୍ଭର ପ୍ରଶଂସା, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅଟେ; ତୁମ୍ଭର ଦକ୍ଷିଣ ହସ୍ତ ଧର୍ମରେ ପରିପୂର୍ଣ୍ଣ। 11 ତୁମ୍ଭର ସକଳ ଶାସନ ସକାଶୁ ସିୟୋନ ପର୍ବତ ଆନନ୍ଦିତ ହେଉ, ଯିହୁଦାର କନ୍ୟାଗଣ* କନ୍ୟାଗଣ ଅର୍ଥାତ୍ ନଗରର ଲୋକମାନେ ଉଲ୍ଲାସିତ ହେଉନ୍ତୁ। 12 ସିୟୋନକୁ ପ୍ରଦକ୍ଷିଣ କର ଓ ତାହାର ଚତୁର୍ଦ୍ଦିଗରେ ଭ୍ରମଣ କର; ତହିଁର ଦୁର୍ଗସବୁ ଗଣନା କର। 13 ଯେପରି ତୁମ୍ଭେମାନେ ଭବିଷ୍ୟତ ବଂଶକୁ ଜଣାଇ ପାରିବ, ଏଥିପାଇଁ ତହିଁର ଦୃଢ଼ ପ୍ରାଚୀରମାନ ନିରୀକ୍ଷଣ କର, ତହିଁର ଅଟ୍ଟାଳିକାସବୁ ବିବେଚନା କର। 14 କାରଣ ଏହି ପରମେଶ୍ୱର ଅନନ୍ତକାଳ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ସେ ଆମ୍ଭମାନଙ୍କର ମରଣ ପର୍ଯ୍ୟନ୍ତ ଆମ୍ଭମାନଙ୍କର ପଥଦର୍ଶକ ହେବେ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 48 / 150
×

Alert

×

Oriya Letters Keypad References