ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#1ସତ୍ୟ ଉପାସନା } [QS]
2. [PS]*ଆସଫର ଗୀତ। *[PE][PBR]ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର *[PE][QS]କଥା କହିଅଛନ୍ତି ଓ ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ [QE][QS]ସେ ପୃଥିବୀକୁ ଆହ୍ୱାନ କରିଅଛନ୍ତି। *[PE][QS]ସୌନ୍ଦର୍ଯ୍ୟର ସିଦ୍ଧି ସ୍ୱରୂପ ସିୟୋନଠାରୁ ପରମେଶ୍ୱର [QE][QS]ପ୍ରକାଶିତ ହୋଇଅଛନ୍ତି। [QE]
3. [QS]ଆମ୍ଭମାନଙ୍କର ପରମେଶ୍ୱର ଆସିବେ ଓ ନୀରବ [QE][QS]ରହିବେ ନାହିଁ; [QE][QS]ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବ ଓ ତାହାଙ୍କ ଚତୁର୍ଦ୍ଦିଗ [QE][QS]ଅତ୍ୟନ୍ତ ଝଡ଼ମୟ ହେବ। [QE]
4. [QS]ସେ ଆପଣା ଲୋକଙ୍କୁ ବିଚାର କରିବା ନିମନ୍ତେ [QE][QS]ଉପରିସ୍ଥ ସ୍ୱର୍ଗକୁ ଓ ପୃଥିବୀକୁ ଡାକିବେ; [QE]
5. [QS]“ଯେଉଁମାନେ ବଳିଦାନ ଦ୍ୱାରା ଆମ୍ଭ ସଙ୍ଗେ ନିୟମ [QE][QS]କରିଅଛନ୍ତି, ଆମର ସେହି ସଦ୍‍ଭକ୍ତଗଣଙ୍କୁ ଆମ୍ଭ ନିକଟରେ [QE][QS]ଏକତ୍ର କର।” [QE]
6. [QS]ପୁଣି, ସ୍ୱର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ [QE][QS]ପରମେଶ୍ୱର ସ୍ୱୟଂ ବିଚାରକର୍ତ୍ତା। [QE][QS][ସେଲା] [QE]
7. [QS]“ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; [QE][QS]ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ [QE][QS]ଦେବା; ଆମ୍ଭେ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, [QE]
8. [QS]ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା [QE][QS]କରିବା ନାହିଁ; [QE][QS]ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ [QE][QS]ଅଛି। [QE]
9. [QS]ଆମ୍ଭେ ତୁମ୍ଭ ଗୃହରୁ କୌଣସି ବୃଷ କିମ୍ଵା ତୁମ୍ଭ ଖୁଆଡ଼ରୁ [QE][QS]ଛାଗର ବଳିଦାନ ନେବା ନାହିଁ। [QE]
10. [QS]କାରଣ ବନସ୍ଥ ପ୍ରତ୍ୟେକ ଜନ୍ତୁ ଓ ସହସ୍ର ସହସ୍ର [QE][QS]ପର୍ବତସ୍ଥ ପଶୁ ଆମ୍ଭର। [QE]
11. [QS]ଆମ୍ଭେ ପର୍ବତମାନର ସମସ୍ତ ପକ୍ଷୀକୁ ଜାଣୁ ଓ ବିଲର [QE][QS]ପଶୁସବୁ ଆମ୍ଭର। [QE]
12. [QS]ଆମ୍ଭେ କ୍ଷୁଧିତ ହେଲେ, ତୁମ୍ଭକୁ ଜଣାଇବା ନାହିଁ; [QE][QS]କାରଣ ଜଗତ ଓ ତହିଁର ପୂର୍ଣ୍ଣତା ଆମ୍ଭର। [QE]
13. [QS]ଆମ୍ଭେ କ’ଣ ବୃଷମାଂସ ଭୋଜନ କରିବା, ଅବା [QE][QS]ଛାଗରକ୍ତ ପାନ କରିବା ? [QE]
14. [QS]ତୁମ୍ଭେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ [QE][QS]ବଳି ଉତ୍ସର୍ଗ କର ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର; [QE]
15. [QS]ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; [QE][QS]ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର [QE][QS]ମହିମା ପ୍ରକାଶ କରିବ।” [QE]
16. [QS]ମାତ୍ର ଦୁଷ୍ଟକୁ ପରମେଶ୍ୱର କହନ୍ତି, “ଆମ୍ଭର ବିଧି [QE][QS]ପ୍ରଚାର କରିବାକୁ ଓ ତୁମ୍ଭେ ଯେ ଆମ୍ଭର ନିୟମ ଆପଣା [QE][QS]ମୁଖରେ ନେଇଅଛ, ତୁମ୍ଭର କି ଅଧିକାର ? [QE]
17. [QS]କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ ଓ ଆମ୍ଭ ବାକ୍ୟ [QE][QS]ଆପଣା ପଛେ ପକାଇ ଦେଉଅଛ। [QE]
18. [QS]ଚୋରକୁ ଦେଖିଲେ, ତୁମ୍ଭେ ତାହା ସଙ୍ଗେ ସମ୍ମତ [QE][QS]ହୋଇଅଛ ଓ ବ୍ୟଭିଚାରୀମାନଙ୍କର ସହଭାଗୀ ହୋଇଅଛ। [QE]
19. [QS]ତୁମ୍ଭେ ମନ୍ଦ ବିଷୟରେ ଆପଣା ମୁଖ ବଢ଼ାଉଅଛ [QE][QS]ଓ ତୁମ୍ଭର ଜିହ୍ୱା ପ୍ରବଞ୍ଚନା କଳ୍ପନା କରେ। [QE]
20. [QS]ତୁମ୍ଭେ ଆପଣା ଭାଇ ବିରୁଦ୍ଧରେ ବସି କଥା କହୁଅଛ; [QE][QS]ତୁମ୍ଭେ ଆପଣା ମାତୃପୁତ୍ରର ନିନ୍ଦା କରୁଅଛ। [QE]
21. [QS]ତୁମ୍ଭେ ଏହିସବୁ କରି ଆସିଅଛ ଓ ଆମ୍ଭେ ନୀରବ [QE][QS]ହୋଇ ରହିଅଛୁ; [QE][QS]ତହିଁରେ ଆମ୍ଭେ ସର୍ବତୋଭାବେ ତୁମ୍ଭ ପରି ବୋଲି ତୁମ୍ଭେ [QE][QS]ଅନୁମାନ କରିଅଛ; [QE][QS]ମାତ୍ର ଆମ୍ଭେ ତୁମ୍ଭକୁ ଅନୁଯୋଗ କରିବା ଓ ତାହାସବୁ [QE][QS]ତୁମ୍ଭ ସାକ୍ଷାତରେ ସଜାଇ ରଖିବା। [QE]
22. [QS]ହେ ପରମେଶ୍ୱରଙ୍କୁ ପାସୋରିବା ଲୋକମାନେ, [QE][QS]ତୁମ୍ଭେମାନେ ଏହା ବିବେଚନା କର, [QE][QS]ନୋହିଲେ ଆମ୍ଭେ ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିବା, ପୁଣି, [QE][QS]ଉଦ୍ଧାର କରିବାକୁ କେହି ନ ଥିବ। [QE]
23. [QS]ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ [QE][QS]ଆମ୍ଭକୁ ଗୌରବ ଦିଏ; [QE][QS]ଯେଉଁ ଜନ ଆପଣା ଗତି ସରଳ କରେ, ତାହାକୁ ଆମ୍ଭେ [QE][QS]ପରମେଶ୍ୱରଙ୍କ ପରିତ୍ରାଣ ଦେଖାଇବା।” [QE]

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 50 / 150
ସତ୍ୟ ଉପାସନା 1 2 *ଆସଫର ଗୀତ। *ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର *କଥା କହିଅଛନ୍ତି ଓ ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସେ ପୃଥିବୀକୁ ଆହ୍ୱାନ କରିଅଛନ୍ତି। *ସୌନ୍ଦର୍ଯ୍ୟର ସିଦ୍ଧି ସ୍ୱରୂପ ସିୟୋନଠାରୁ ପରମେଶ୍ୱର ପ୍ରକାଶିତ ହୋଇଅଛନ୍ତି। 3 ଆମ୍ଭମାନଙ୍କର ପରମେଶ୍ୱର ଆସିବେ ଓ ନୀରବ ରହିବେ ନାହିଁ; ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବ ଓ ତାହାଙ୍କ ଚତୁର୍ଦ୍ଦିଗ ଅତ୍ୟନ୍ତ ଝଡ଼ମୟ ହେବ। 4 ସେ ଆପଣା ଲୋକଙ୍କୁ ବିଚାର କରିବା ନିମନ୍ତେ ଉପରିସ୍ଥ ସ୍ୱର୍ଗକୁ ଓ ପୃଥିବୀକୁ ଡାକିବେ; 5 “ଯେଉଁମାନେ ବଳିଦାନ ଦ୍ୱାରା ଆମ୍ଭ ସଙ୍ଗେ ନିୟମ କରିଅଛନ୍ତି, ଆମର ସେହି ସଦ୍‍ଭକ୍ତଗଣଙ୍କୁ ଆମ୍ଭ ନିକଟରେ ଏକତ୍ର କର।” 6 ପୁଣି, ସ୍ୱର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ ପରମେଶ୍ୱର ସ୍ୱୟଂ ବିଚାରକର୍ତ୍ତା। *ସେଲା 7 “ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, 8 ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ; ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ ଅଛି। 9 ଆମ୍ଭେ ତୁମ୍ଭ ଗୃହରୁ କୌଣସି ବୃଷ କିମ୍ଵା ତୁମ୍ଭ ଖୁଆଡ଼ରୁ ଛାଗର ବଳିଦାନ ନେବା ନାହିଁ। 10 କାରଣ ବନସ୍ଥ ପ୍ରତ୍ୟେକ ଜନ୍ତୁ ଓ ସହସ୍ର ସହସ୍ର ପର୍ବତସ୍ଥ ପଶୁ ଆମ୍ଭର। 11 ଆମ୍ଭେ ପର୍ବତମାନର ସମସ୍ତ ପକ୍ଷୀକୁ ଜାଣୁ ଓ ବିଲର ପଶୁସବୁ ଆମ୍ଭର। 12 ଆମ୍ଭେ କ୍ଷୁଧିତ ହେଲେ, ତୁମ୍ଭକୁ ଜଣାଇବା ନାହିଁ; କାରଣ ଜଗତ ଓ ତହିଁର ପୂର୍ଣ୍ଣତା ଆମ୍ଭର। 13 ଆମ୍ଭେ କ’ଣ ବୃଷମାଂସ ଭୋଜନ କରିବା, ଅବା ଛାଗରକ୍ତ ପାନ କରିବା ? 14 ତୁମ୍ଭେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର; 15 ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ।” 16 ମାତ୍ର ଦୁଷ୍ଟକୁ ପରମେଶ୍ୱର କହନ୍ତି, “ଆମ୍ଭର ବିଧି ପ୍ରଚାର କରିବାକୁ ଓ ତୁମ୍ଭେ ଯେ ଆମ୍ଭର ନିୟମ ଆପଣା ମୁଖରେ ନେଇଅଛ, ତୁମ୍ଭର କି ଅଧିକାର ? 17 କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ ଓ ଆମ୍ଭ ବାକ୍ୟ ଆପଣା ପଛେ ପକାଇ ଦେଉଅଛ। 18 ଚୋରକୁ ଦେଖିଲେ, ତୁମ୍ଭେ ତାହା ସଙ୍ଗେ ସମ୍ମତ ହୋଇଅଛ ଓ ବ୍ୟଭିଚାରୀମାନଙ୍କର ସହଭାଗୀ ହୋଇଅଛ। 19 ତୁମ୍ଭେ ମନ୍ଦ ବିଷୟରେ ଆପଣା ମୁଖ ବଢ଼ାଉଅଛ ଓ ତୁମ୍ଭର ଜିହ୍ୱା ପ୍ରବଞ୍ଚନା କଳ୍ପନା କରେ। 20 ତୁମ୍ଭେ ଆପଣା ଭାଇ ବିରୁଦ୍ଧରେ ବସି କଥା କହୁଅଛ; ତୁମ୍ଭେ ଆପଣା ମାତୃପୁତ୍ରର ନିନ୍ଦା କରୁଅଛ। 21 ତୁମ୍ଭେ ଏହିସବୁ କରି ଆସିଅଛ ଓ ଆମ୍ଭେ ନୀରବ ହୋଇ ରହିଅଛୁ; ତହିଁରେ ଆମ୍ଭେ ସର୍ବତୋଭାବେ ତୁମ୍ଭ ପରି ବୋଲି ତୁମ୍ଭେ ଅନୁମାନ କରିଅଛ; ମାତ୍ର ଆମ୍ଭେ ତୁମ୍ଭକୁ ଅନୁଯୋଗ କରିବା ଓ ତାହାସବୁ ତୁମ୍ଭ ସାକ୍ଷାତରେ ସଜାଇ ରଖିବା। 22 ହେ ପରମେଶ୍ୱରଙ୍କୁ ପାସୋରିବା ଲୋକମାନେ, ତୁମ୍ଭେମାନେ ଏହା ବିବେଚନା କର, ନୋହିଲେ ଆମ୍ଭେ ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିବା, ପୁଣି, ଉଦ୍ଧାର କରିବାକୁ କେହି ନ ଥିବ। 23 ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ ଆମ୍ଭକୁ ଗୌରବ ଦିଏ; ଯେଉଁ ଜନ ଆପଣା ଗତି ସରଳ କରେ, ତାହାକୁ ଆମ୍ଭେ ପରମେଶ୍ୱରଙ୍କ ପରିତ୍ରାଣ ଦେଖାଇବା।”
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 50 / 150
×

Alert

×

Oriya Letters Keypad References