2. ପରମେଶ୍ୱରଙ୍କ ଦୟା ନିତ୍ୟସ୍ଥାୟୀ।
ତୁମ୍ଭର ଜିହ୍ୱା ନିତାନ୍ତ ଦୁଷ୍ଟତା କଳ୍ପନା କରି ତୀକ୍ଷ୍ଣ କ୍ଷୁର ତୁଲ୍ୟ ପ୍ରବଞ୍ଚନାପୂର୍ବକ କାର୍ଯ୍ୟ କରୁଅଛି। |
5. ପରମେଶ୍ୱର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ,
ସେ ତୁମ୍ଭକୁ ଧରି ତୁମ୍ଭ ତମ୍ବୁକୁ ଟାଣି ନେବେ ଓ ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ। ସେଲା |
7. ଦେଖ, ଏହି ଲୋକ ପରମେଶ୍ୱରଙ୍କୁ ଆପଣାର ବଳ
ସ୍ୱରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା। ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା। |
8. ମାତ୍ର ମୁଁ ପରମେଶ୍ୱରଙ୍କ ଗୃହରେ ସତେଜ ଜୀତ ବୃକ୍ଷ
ତୁଲ୍ୟ ଅଛି। ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ଦୟାରେ ବିଶ୍ୱାସ କଲି। |
9. ତୁମ୍ଭେ ଏହି କାର୍ଯ୍ୟ ସାଧନ କରିବା ସକାଶୁ ମୁଁ ସଦାକାଳ
ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ତୁମ୍ଭ ସଦ୍ଭକ୍ତମାନଙ୍କ ସାକ୍ଷାତରେ ତୁମ୍ଭ ନାମର ଅନୁସରଣ କରିବି, ଯେହେତୁ ତାହା ଉତ୍ତମ। PE |