ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ମନୁଷ୍ୟର ଦୁଷ୍ଟତା} [PS] ପରମେଶ୍ୱର ନାହାନ୍ତି ବୋଲି ମୂର୍ଖ ଆପଣା ମନେ [QBR] ମନେ କହିଅଛି। [QBR] ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ ଅଧର୍ମ [QBR] କରିଅଛନ୍ତି, [QBR] କେହି ସତ୍କର୍ମ କରେ ନାହିଁ। [QBR]
2. ବିବେଚକ କେହି ଅଛି କି ନାହିଁ, ପରମେଶ୍ୱରଙ୍କର [QBR] ଅନ୍ୱେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା [QBR] ପାଇଁ ପରମେଶ୍ୱର ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି [QBR] ନିରୀକ୍ଷଣ କଲେ। [QBR]
3. ସେମାନଙ୍କର ପ୍ରତ୍ୟେକେ ବିପଥରେ ଯାଇଅଛନ୍ତି; [QBR] ସେମାନେ ସମସ୍ତେ ଅଶୁଚି ହୋଇଅଛନ୍ତି; [QBR] ସେମାନଙ୍କର କେହି ସୁକର୍ମ କରେ ନାହିଁ, ନା, ଜଣେ [QBR] ହେଁ ନାହିଁ। [QBR]
4. ଅଧର୍ମାଚାରୀମାନଙ୍କର କି କିଛି ଜ୍ଞାନ ନାହିଁ ? [QBR] ସେମାନେ ଖାଦ୍ୟ ଗ୍ରାସ କଲା ପରି ମୋ’ ଲୋକମାନଙ୍କୁ [QBR] ଗ୍ରାସ କରନ୍ତି, [QBR] ପୁଣି, ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରନ୍ତି ନାହିଁ। [QBR]
5. ଭୟ ନ ଥିବା ସ୍ଥାନରେ ସେମାନେ ବଡ଼ ଭୟ ପାଇଥିଲେ; [QBR] କାରଣ ପରମେଶ୍ୱର ତୁମ୍ଭ ବିରୁଦ୍ଧରେ ଅଧର୍ମାଚାରୀର [* ଅଧର୍ମାଚାରୀର କିମ୍ବା ଛାଉଣିକାରୀର] [QBR] ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇଅଛନ୍ତି; [QBR] ପରମେଶ୍ୱର ସେମାନଙ୍କୁ ଅଗ୍ରାହ୍ୟ କରିବାରୁ ତୁମ୍ଭେ [QBR] ସେମାନଙ୍କୁ ଲଜ୍ଜା ଦେଇଅଛ। [QBR]
6. ଆଃ, ଯଦି ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ [QBR] ଉପସ୍ଥିତ ହୁଅନ୍ତା ! [QBR] ଯେତେବେଳେ ପରମେଶ୍ୱର ଆପଣା ଲୋକମାନଙ୍କୁ [QBR] ବନ୍ଦୀତ୍ୱରୁ ଫେରାଇ ଆଣିବେ, [QBR] ସେତେବେଳେ ଯାକୁବ ଉଲ୍ଲସିତ ଓ ଇସ୍ରାଏଲ ଆନନ୍ଦିତ [QBR] ହେବେ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 53 / 150
ଗୀତସଂହିତା 53:160
ମନୁଷ୍ୟର ଦୁଷ୍ଟତା 1 ପରମେଶ୍ୱର ନାହାନ୍ତି ବୋଲି ମୂର୍ଖ ଆପଣା ମନେ ମନେ କହିଅଛି। ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ ଅଧର୍ମ କରିଅଛନ୍ତି, କେହି ସତ୍କର୍ମ କରେ ନାହିଁ। 2 ବିବେଚକ କେହି ଅଛି କି ନାହିଁ, ପରମେଶ୍ୱରଙ୍କର ଅନ୍ୱେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ପରମେଶ୍ୱର ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ। 3 ସେମାନଙ୍କର ପ୍ରତ୍ୟେକେ ବିପଥରେ ଯାଇଅଛନ୍ତି; ସେମାନେ ସମସ୍ତେ ଅଶୁଚି ହୋଇଅଛନ୍ତି; ସେମାନଙ୍କର କେହି ସୁକର୍ମ କରେ ନାହିଁ, ନା, ଜଣେ ହେଁ ନାହିଁ। 4 ଅଧର୍ମାଚାରୀମାନଙ୍କର କି କିଛି ଜ୍ଞାନ ନାହିଁ ? ସେମାନେ ଖାଦ୍ୟ ଗ୍ରାସ କଲା ପରି ମୋ’ ଲୋକମାନଙ୍କୁ ଗ୍ରାସ କରନ୍ତି, ପୁଣି, ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରନ୍ତି ନାହିଁ। 5 ଭୟ ନ ଥିବା ସ୍ଥାନରେ ସେମାନେ ବଡ଼ ଭୟ ପାଇଥିଲେ; କାରଣ ପରମେଶ୍ୱର ତୁମ୍ଭ ବିରୁଦ୍ଧରେ ଅଧର୍ମାଚାରୀର * ଅଧର୍ମାଚାରୀର କିମ୍ବା ଛାଉଣିକାରୀର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇଅଛନ୍ତି; ପରମେଶ୍ୱର ସେମାନଙ୍କୁ ଅଗ୍ରାହ୍ୟ କରିବାରୁ ତୁମ୍ଭେ ସେମାନଙ୍କୁ ଲଜ୍ଜା ଦେଇଅଛ। 6 ଆଃ, ଯଦି ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହୁଅନ୍ତା ! ଯେତେବେଳେ ପରମେଶ୍ୱର ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣିବେ, ସେତେବେଳେ ଯାକୁବ ଉଲ୍ଲସିତ ଓ ଇସ୍ରାଏଲ ଆନନ୍ଦିତ ହେବେ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 53 / 150
Common Bible Languages
West Indian Languages
×

Alert

×

oriya Letters Keypad References