ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ମନୁଷ୍ୟର ଦୁଷ୍ଟତା } [QS]
2. [PS]*ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍‍ ସ୍ୱରରେ ଦାଉଦଙ୍କର ମସ୍କୀଲ୍‍। *[PE][PBR]ପରମେଶ୍ୱର ନାହାନ୍ତି ବୋଲି ମୂର୍ଖ ଆପଣା ମନେ *[PE][QS]ମନେ କହିଅଛି। *[PE][QS]ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ ଅଧର୍ମ [QE][QS]କରିଅଛନ୍ତି, [QE][QS]କେହି ସତ୍କର୍ମ କରେ ନାହିଁ। *[PE][QS]ବିବେଚକ କେହି ଅଛି କି ନାହିଁ, ପରମେଶ୍ୱରଙ୍କର [QE][QS]ଅନ୍ୱେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା [QE][QS]ପାଇଁ ପରମେଶ୍ୱର ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି [QE][QS]ନିରୀକ୍ଷଣ କଲେ। [QE]
3. [QS]ସେମାନଙ୍କର ପ୍ରତ୍ୟେକେ ବିପଥରେ ଯାଇଅଛନ୍ତି; [QE][QS]ସେମାନେ ସମସ୍ତେ ଅଶୁଚି ହୋଇଅଛନ୍ତି; [QE][QS]ସେମାନଙ୍କର କେହି ସୁକର୍ମ କରେ ନାହିଁ, ନା, ଜଣେ [QE][QS]ହେଁ ନାହିଁ। [QE]
4. [QS]ଅଧର୍ମାଚାରୀମାନଙ୍କର କି କିଛି ଜ୍ଞାନ ନାହିଁ ? [QE][QS]ସେମାନେ ଖାଦ୍ୟ ଗ୍ରାସ କଲା ପରି ମୋ’ ଲୋକମାନଙ୍କୁ [QE][QS]ଗ୍ରାସ କରନ୍ତି, [QE][QS]ପୁଣି, ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରନ୍ତି ନାହିଁ। [QE]
5. [QS]ଭୟ ନ ଥିବା ସ୍ଥାନରେ ସେମାନେ ବଡ଼ ଭୟ ପାଇଥିଲେ; [QE][QS]କାରଣ ପରମେଶ୍ୱର ତୁମ୍ଭ ବିରୁଦ୍ଧରେ ଅଧର୍ମାଚାରୀର[* ଅଧର୍ମାଚାରୀର କିମ୍ବା ଛାଉଣିକାରୀର ] [QE][QS]ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇଅଛନ୍ତି; [QE][QS]ପରମେଶ୍ୱର ସେମାନଙ୍କୁ ଅଗ୍ରାହ୍ୟ କରିବାରୁ ତୁମ୍ଭେ [QE][QS]ସେମାନଙ୍କୁ ଲଜ୍ଜା ଦେଇଅଛ। [QE]
6. [QS]ଆଃ, ଯଦି ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ [QE][QS]ଉପସ୍ଥିତ ହୁଅନ୍ତା ! [QE][QS]ଯେତେବେଳେ ପରମେଶ୍ୱର ଆପଣା ଲୋକମାନଙ୍କୁ [QE][QS]ବନ୍ଦୀତ୍ୱରୁ ଫେରାଇ ଆଣିବେ, [QE][QS]ସେତେବେଳେ ଯାକୁବ ଉଲ୍ଲସିତ ଓ ଇସ୍ରାଏଲ ଆନନ୍ଦିତ [QE][QS]ହେବେ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 53 / 150
ମନୁଷ୍ୟର ଦୁଷ୍ଟତା 1 2 *ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍‍ ସ୍ୱରରେ ଦାଉଦଙ୍କର ମସ୍କୀଲ୍‍। *ପରମେଶ୍ୱର ନାହାନ୍ତି ବୋଲି ମୂର୍ଖ ଆପଣା ମନେ *ମନେ କହିଅଛି। *ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ ଅଧର୍ମ କରିଅଛନ୍ତି, କେହି ସତ୍କର୍ମ କରେ ନାହିଁ। *ବିବେଚକ କେହି ଅଛି କି ନାହିଁ, ପରମେଶ୍ୱରଙ୍କର ଅନ୍ୱେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ପରମେଶ୍ୱର ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ। 3 ସେମାନଙ୍କର ପ୍ରତ୍ୟେକେ ବିପଥରେ ଯାଇଅଛନ୍ତି; ସେମାନେ ସମସ୍ତେ ଅଶୁଚି ହୋଇଅଛନ୍ତି; ସେମାନଙ୍କର କେହି ସୁକର୍ମ କରେ ନାହିଁ, ନା, ଜଣେ ହେଁ ନାହିଁ। 4 ଅଧର୍ମାଚାରୀମାନଙ୍କର କି କିଛି ଜ୍ଞାନ ନାହିଁ ? ସେମାନେ ଖାଦ୍ୟ ଗ୍ରାସ କଲା ପରି ମୋ’ ଲୋକମାନଙ୍କୁ ଗ୍ରାସ କରନ୍ତି, ପୁଣି, ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରନ୍ତି ନାହିଁ। 5 ଭୟ ନ ଥିବା ସ୍ଥାନରେ ସେମାନେ ବଡ଼ ଭୟ ପାଇଥିଲେ; କାରଣ ପରମେଶ୍ୱର ତୁମ୍ଭ ବିରୁଦ୍ଧରେ ଅଧର୍ମାଚାରୀର* ଅଧର୍ମାଚାରୀର କିମ୍ବା ଛାଉଣିକାରୀର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇଅଛନ୍ତି; ପରମେଶ୍ୱର ସେମାନଙ୍କୁ ଅଗ୍ରାହ୍ୟ କରିବାରୁ ତୁମ୍ଭେ ସେମାନଙ୍କୁ ଲଜ୍ଜା ଦେଇଅଛ। 6 ଆଃ, ଯଦି ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହୁଅନ୍ତା ! ଯେତେବେଳେ ପରମେଶ୍ୱର ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣିବେ, ସେତେବେଳେ ଯାକୁବ ଉଲ୍ଲସିତ ଓ ଇସ୍ରାଏଲ ଆନନ୍ଦିତ ହେବେ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 53 / 150
×

Alert

×

Oriya Letters Keypad References