1. {ଶତ୍ରୁ କବଳରୁ ରକ୍ଷା ପାଇବା ପାଇଁ ପ୍ରାର୍ଥନା} PS ହେ ପରମେଶ୍ୱର, ତୁମ୍ଭ ନାମ ଦ୍ୱାରା ମୋତେ ପରିତ୍ରାଣ
କର ଓ ତୁମ୍ଭ ପରାକ୍ରମରେ ମୋହର ବିଚାର କର। |
3. କାରଣ ଅପରିଚିତ ଲୋକମାନେ ମୋ’ ବିରୁଦ୍ଧରେ ଉଠିଅଛନ୍ତି,
ପୁଣି, ଦୁରନ୍ତ ଲୋକମାନେ ମୋ’ ପ୍ରାଣ ଖୋଜି ଅଛନ୍ତି। ସେମାନେ ପରମେଶ୍ୱରଙ୍କୁ ଆପଣା ସମ୍ମୁଖରେ ରଖି ନାହାନ୍ତି। ସେଲା |
6. ମୁଁ ସ୍ୱେଚ୍ଛାଦତ୍ତ ଉପହାର ନେଇ ତୁମ୍ଭ ଉଦ୍ଦେଶ୍ୟରେ
ବଳିଦାନ କରିବି; ହେ ସଦାପ୍ରଭୁ, ମୁଁ ତୁମ୍ଭ ନାମର ଧନ୍ୟବାଦ କରିବି, କାରଣ ତାହା ଉତ୍ତମ। |
7. ଯେହେତୁ ସେ ମୋତେ ସମସ୍ତ ବିପଦରୁ ଉଦ୍ଧାର
କରିଅଛନ୍ତି; ଆଉ, ମୋ’ ଶତ୍ରୁଗଣ ଉପରେ ମୋର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି। PE |