ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ଶତ୍ରୁ କବଳରୁ ରକ୍ଷା ପାଇବା ପାଇଁ ପ୍ରାର୍ଥନା} [PS] ହେ ପରମେଶ୍ୱର, ତୁମ୍ଭ ନାମ ଦ୍ୱାରା ମୋତେ ପରିତ୍ରାଣ [QBR] କର ଓ ତୁମ୍ଭ ପରାକ୍ରମରେ ମୋହର ବିଚାର କର। [QBR]
2. ହେ ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ମୋ’ [QBR] ମୁଖର କଥାରେ କର୍ଣ୍ଣପାତ କର। [QBR]
3. କାରଣ ଅପରିଚିତ ଲୋକମାନେ ମୋ’ ବିରୁଦ୍ଧରେ ଉଠିଅଛନ୍ତି, [QBR] ପୁଣି, ଦୁରନ୍ତ ଲୋକମାନେ ମୋ’ ପ୍ରାଣ ଖୋଜି ଅଛନ୍ତି। [QBR] ସେମାନେ ପରମେଶ୍ୱରଙ୍କୁ ଆପଣା ସମ୍ମୁଖରେ ରଖି [QBR] ନାହାନ୍ତି। [QBR] [ସେଲା] [QBR]
4. ଦେଖ, ପରମେଶ୍ୱର ମୋହର ସାହାଯ୍ୟକାରୀ; [QBR] ପ୍ରଭୁ ମୋ’ ପ୍ରାଣରକ୍ଷକ ଅଟନ୍ତି। [QBR]
5. ସେ ମୋ’ ଶତ୍ରୁମାନଙ୍କ ପ୍ରତି ମନ୍ଦତାର ଫଳ ଦେବେ; [QBR] ତୁମ୍ଭେ ଆପଣା ସତ୍ୟତାରେ ସେମାନଙ୍କୁ ବିନାଶ କର। [QBR]
6. ମୁଁ ସ୍ୱେଚ୍ଛାଦତ୍ତ ଉପହାର ନେଇ ତୁମ୍ଭ ଉଦ୍ଦେଶ୍ୟରେ [QBR] ବଳିଦାନ କରିବି; [QBR] ହେ ସଦାପ୍ରଭୁ, ମୁଁ ତୁମ୍ଭ ନାମର ଧନ୍ୟବାଦ କରିବି, [QBR] କାରଣ ତାହା ଉତ୍ତମ। [QBR]
7. ଯେହେତୁ ସେ ମୋତେ ସମସ୍ତ ବିପଦରୁ ଉଦ୍ଧାର [QBR] କରିଅଛନ୍ତି; [QBR] ଆଉ, ମୋ’ ଶତ୍ରୁଗଣ ଉପରେ ମୋର ବାଞ୍ଛା ସଫଳ [QBR] ହେବାର ମୋହର ଚକ୍ଷୁ ଦେଖିଅଛି। [PE]

Notes

No Verse Added

Total 150 Chapters, Current Chapter 54 of Total Chapters 150
ଗୀତସଂହିତା 54:9
1. {ଶତ୍ରୁ କବଳରୁ ରକ୍ଷା ପାଇବା ପାଇଁ ପ୍ରାର୍ଥନା} PS ହେ ପରମେଶ୍ୱର, ତୁମ୍ଭ ନାମ ଦ୍ୱାରା ମୋତେ ପରିତ୍ରାଣ
କର ତୁମ୍ଭ ପରାକ୍ରମରେ ମୋହର ବିଚାର କର।
2. ହେ ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ମୋ’
ମୁଖର କଥାରେ କର୍ଣ୍ଣପାତ କର।
3. କାରଣ ଅପରିଚିତ ଲୋକମାନେ ମୋ’ ବିରୁଦ୍ଧରେ ଉଠିଅଛନ୍ତି,
ପୁଣି, ଦୁରନ୍ତ ଲୋକମାନେ ମୋ’ ପ୍ରାଣ ଖୋଜି ଅଛନ୍ତି।
ସେମାନେ ପରମେଶ୍ୱରଙ୍କୁ ଆପଣା ସମ୍ମୁଖରେ ରଖି
ନାହାନ୍ତି।
ସେଲା
4. ଦେଖ, ପରମେଶ୍ୱର ମୋହର ସାହାଯ୍ୟକାରୀ;
ପ୍ରଭୁ ମୋ’ ପ୍ରାଣରକ୍ଷକ ଅଟନ୍ତି।
5. ସେ ମୋ’ ଶତ୍ରୁମାନଙ୍କ ପ୍ରତି ମନ୍ଦତାର ଫଳ ଦେବେ;
ତୁମ୍ଭେ ଆପଣା ସତ୍ୟତାରେ ସେମାନଙ୍କୁ ବିନାଶ କର।
6. ମୁଁ ସ୍ୱେଚ୍ଛାଦତ୍ତ ଉପହାର ନେଇ ତୁମ୍ଭ ଉଦ୍ଦେଶ୍ୟରେ
ବଳିଦାନ କରିବି;
ହେ ସଦାପ୍ରଭୁ, ମୁଁ ତୁମ୍ଭ ନାମର ଧନ୍ୟବାଦ କରିବି,
କାରଣ ତାହା ଉତ୍ତମ।
7. ଯେହେତୁ ସେ ମୋତେ ସମସ୍ତ ବିପଦରୁ ଉଦ୍ଧାର
କରିଅଛନ୍ତି;
ଆଉ, ମୋ’ ଶତ୍ରୁଗଣ ଉପରେ ମୋର ବାଞ୍ଛା ସଫଳ
ହେବାର ମୋହର ଚକ୍ଷୁ ଦେଖିଅଛି। PE
Total 150 Chapters, Current Chapter 54 of Total Chapters 150
×

Alert

×

oriya Letters Keypad References