ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ଶତ୍ରୁ କବଳରୁ ରକ୍ଷା ପାଇବା ପାଇଁ ପ୍ରାର୍ଥନା }[PS]*ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍‍। ଦାଉଦ କ’ଣ ଆମ୍ଭମାନଙ୍କ ମଧ୍ୟରେ ଲୁଚିକରି ନାହିଁ ? ସୀଫୀୟମାନେ ଶାଉଲଙ୍କୁ ଏହି କଥା କହିବା ସମୟରେ ରଚିତ। *[PE][QS]ହେ ପରମେଶ୍ୱର, ତୁମ୍ଭ ନାମ ଦ୍ୱାରା ମୋତେ ପରିତ୍ରାଣ [QE][QS]କର ଓ ତୁମ୍ଭ ପରାକ୍ରମରେ ମୋହର ବିଚାର କର। [QE]
2. [QS]ହେ ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ମୋ’ [QE][QS]ମୁଖର କଥାରେ କର୍ଣ୍ଣପାତ କର। [QE]
3. [QS]କାରଣ ଅପରିଚିତ ଲୋକମାନେ ମୋ’ ବିରୁଦ୍ଧରେ ଉଠିଅଛନ୍ତି, [QE][QS]ପୁଣି, ଦୁରନ୍ତ ଲୋକମାନେ ମୋ’ ପ୍ରାଣ ଖୋଜି ଅଛନ୍ତି। [QE][QS]ସେମାନେ ପରମେଶ୍ୱରଙ୍କୁ ଆପଣା ସମ୍ମୁଖରେ ରଖି [QE][QS]ନାହାନ୍ତି। [QE][QS][ସେଲା] [QE]
4. [QS]ଦେଖ, ପରମେଶ୍ୱର ମୋହର ସାହାଯ୍ୟକାରୀ; [QE][QS]ପ୍ରଭୁ ମୋ’ ପ୍ରାଣରକ୍ଷକ ଅଟନ୍ତି। [QE]
5. [QS]ସେ ମୋ’ ଶତ୍ରୁମାନଙ୍କ ପ୍ରତି ମନ୍ଦତାର ଫଳ ଦେବେ; [QE][QS]ତୁମ୍ଭେ ଆପଣା ସତ୍ୟତାରେ ସେମାନଙ୍କୁ ବିନାଶ କର। [QE]
6. [QS]ମୁଁ ସ୍ୱେଚ୍ଛାଦତ୍ତ ଉପହାର ନେଇ ତୁମ୍ଭ ଉଦ୍ଦେଶ୍ୟରେ [QE][QS]ବଳିଦାନ କରିବି; [QE][QS]ହେ ସଦାପ୍ରଭୁ, ମୁଁ ତୁମ୍ଭ ନାମର ଧନ୍ୟବାଦ କରିବି, [QE][QS]କାରଣ ତାହା ଉତ୍ତମ। [QE]
7. [QS]ଯେହେତୁ ସେ ମୋତେ ସମସ୍ତ ବିପଦରୁ ଉଦ୍ଧାର [QE][QS]କରିଅଛନ୍ତି; [QE][QS]ଆଉ, ମୋ’ ଶତ୍ରୁଗଣ ଉପରେ ମୋର ବାଞ୍ଛା ସଫଳ [QE][QS]ହେବାର ମୋହର ଚକ୍ଷୁ ଦେଖିଅଛି। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 54 / 150
ଶତ୍ରୁ କବଳରୁ ରକ୍ଷା ପାଇବା ପାଇଁ ପ୍ରାର୍ଥନା 1 *ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍‍। ଦାଉଦ କ’ଣ ଆମ୍ଭମାନଙ୍କ ମଧ୍ୟରେ ଲୁଚିକରି ନାହିଁ ? ସୀଫୀୟମାନେ ଶାଉଲଙ୍କୁ ଏହି କଥା କହିବା ସମୟରେ ରଚିତ। *ହେ ପରମେଶ୍ୱର, ତୁମ୍ଭ ନାମ ଦ୍ୱାରା ମୋତେ ପରିତ୍ରାଣ କର ଓ ତୁମ୍ଭ ପରାକ୍ରମରେ ମୋହର ବିଚାର କର। 2 ହେ ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ମୋ’ ମୁଖର କଥାରେ କର୍ଣ୍ଣପାତ କର। 3 କାରଣ ଅପରିଚିତ ଲୋକମାନେ ମୋ’ ବିରୁଦ୍ଧରେ ଉଠିଅଛନ୍ତି, ପୁଣି, ଦୁରନ୍ତ ଲୋକମାନେ ମୋ’ ପ୍ରାଣ ଖୋଜି ଅଛନ୍ତି। ସେମାନେ ପରମେଶ୍ୱରଙ୍କୁ ଆପଣା ସମ୍ମୁଖରେ ରଖି ନାହାନ୍ତି। *ସେଲା 4 ଦେଖ, ପରମେଶ୍ୱର ମୋହର ସାହାଯ୍ୟକାରୀ; ପ୍ରଭୁ ମୋ’ ପ୍ରାଣରକ୍ଷକ ଅଟନ୍ତି। 5 ସେ ମୋ’ ଶତ୍ରୁମାନଙ୍କ ପ୍ରତି ମନ୍ଦତାର ଫଳ ଦେବେ; ତୁମ୍ଭେ ଆପଣା ସତ୍ୟତାରେ ସେମାନଙ୍କୁ ବିନାଶ କର। 6 ମୁଁ ସ୍ୱେଚ୍ଛାଦତ୍ତ ଉପହାର ନେଇ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ହେ ସଦାପ୍ରଭୁ, ମୁଁ ତୁମ୍ଭ ନାମର ଧନ୍ୟବାଦ କରିବି, କାରଣ ତାହା ଉତ୍ତମ। 7 ଯେହେତୁ ସେ ମୋତେ ସମସ୍ତ ବିପଦରୁ ଉଦ୍ଧାର କରିଅଛନ୍ତି; ଆଉ, ମୋ’ ଶତ୍ରୁଗଣ ଉପରେ ମୋର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 54 / 150
×

Alert

×

Oriya Letters Keypad References