ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସାହାଯ୍ୟ ପାଇଁ ପ୍ରାର୍ଥନା} [PS] ହେ ପରମେଶ୍ୱର, ମୋତେ ଦୟା କର; ମୋତେ ଦୟା କର; [QBR] କାରଣ ମୋ’ ପ୍ରାଣ ତୁମ୍ଭର ଶରଣାଗତ; [QBR] ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି। [QBR]
2. ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ନିକଟରେ, [QBR] ମୋ’ ପକ୍ଷରେ ସର୍ବସାଧନକର୍ତ୍ତା ପରମେଶ୍ୱରଙ୍କ ନିକଟରେ ଡାକ ପକାଇବି। [QBR]
3. ମୋତେ ଗ୍ରାସ କରିବାକୁ ଇଚ୍ଛୁକ ଲୋକ ତିରସ୍କାର କରିବା ବେଳେ, [QBR] ସେ ସ୍ୱର୍ଗରୁ ପଠାଇ ମୋତେ ତ୍ରାଣ କରିବେ; [ସେଲା] [QBR] ପରମେଶ୍ୱର ଆପଣା ଦୟା ଓ ସତ୍ୟତା ପ୍ରେରଣ କରିବେ। [QBR]
4. ମୁଁ ସିଂହମାନଙ୍କ ମଧ୍ୟରେ ଅଛି; [QBR] ମୁଁ ପ୍ରଜ୍ୱଳିତ ଲୋକମାନଙ୍କ ମଧ୍ୟରେ, [QBR] ଯେଉଁ ମନୁଷ୍ୟ-ସନ୍ତାନଗଣର ଦନ୍ତ ବର୍ଚ୍ଛା ଓ ତୀର ତୁଲ୍ୟ, [QBR] ପୁଣି, ଜିହ୍ୱା ତୀକ୍ଷ୍ଣ ଖଡ୍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ। [QBR]
5. ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; [QBR] ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ। [QBR]
6. ସେମାନେ ମୋ’ ଚରଣ ପାଇଁ ଜାଲ ପ୍ରସ୍ତୁତ କରିଅଛନ୍ତି; [QBR] ମୋ’ ପ୍ରାଣ ଅବନତ ହୋଇଅଛି; [QBR] ସେମାନେ ମୋ’ ସମ୍ମୁଖରେ ଗର୍ତ୍ତ ଖୋଳି ଅଛନ୍ତି; [QBR] ମାତ୍ର ସେମାନେ ନିଜେ ତହିଁ ମଧ୍ୟରେ ପତିତ ହୋଇଅଛନ୍ତି। [ସେଲା] [QBR]
7. ହେ ପରମେଶ୍ୱର, ମୋ’ ଚିତ୍ତ ସୁସ୍ଥିର ଅଛି, ମୋ’ ଚିତ୍ତ ସୁସ୍ଥିର ଅଛି; [QBR] ମୁଁ ଗାନ କରିବି, ହଁ, ମୁଁ ପ୍ରଶଂସା ଗାନ କରିବି। [QBR]
8. ହେ ମୋହର ଗୌରବ, ଜାଗ୍ରତ ହୁଅ; ହେ ନେବଲ ଓ ବୀଣେ, ଜାଗ୍ରତ ହୁଅ; [QBR] ମୁଁ ନିଜେ ଅତି ପ୍ରଭାତରେ ଜାଗ୍ରତ ହେବି। [QBR]
9. ହେ ପ୍ରଭୁ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ ଧନ୍ୟବାଦ ଦେବି; [QBR] ମୁଁ ଦେଶୀୟଗଣ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି। [QBR]
10. କାରଣ ତୁମ୍ଭର ଦୟା ସ୍ୱର୍ଗ ପର୍ଯ୍ୟନ୍ତ ମହତ ଓ [QBR] ତୁମ୍ଭର ସତ୍ୟତା ଆକାଶ ପର୍ଯ୍ୟନ୍ତ। [QBR]
11. ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; [QBR] ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ। [PE]

Notes

No Verse Added

Total 150 Chapters, Current Chapter 57 of Total Chapters 150
ଗୀତସଂହିତା 57:42
1. {ସାହାଯ୍ୟ ପାଇଁ ପ୍ରାର୍ଥନା} PS ହେ ପରମେଶ୍ୱର, ମୋତେ ଦୟା କର; ମୋତେ ଦୟା କର;
କାରଣ ମୋ’ ପ୍ରାଣ ତୁମ୍ଭର ଶରଣାଗତ;
ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି।
2. ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ନିକଟରେ,
ମୋ’ ପକ୍ଷରେ ସର୍ବସାଧନକର୍ତ୍ତା ପରମେଶ୍ୱରଙ୍କ ନିକଟରେ ଡାକ ପକାଇବି।
3. ମୋତେ ଗ୍ରାସ କରିବାକୁ ଇଚ୍ଛୁକ ଲୋକ ତିରସ୍କାର କରିବା ବେଳେ,
ସେ ସ୍ୱର୍ଗରୁ ପଠାଇ ମୋତେ ତ୍ରାଣ କରିବେ; ସେଲା
ପରମେଶ୍ୱର ଆପଣା ଦୟା ସତ୍ୟତା ପ୍ରେରଣ କରିବେ।
4. ମୁଁ ସିଂହମାନଙ୍କ ମଧ୍ୟରେ ଅଛି;
ମୁଁ ପ୍ରଜ୍ୱଳିତ ଲୋକମାନଙ୍କ ମଧ୍ୟରେ,
ଯେଉଁ ମନୁଷ୍ୟ-ସନ୍ତାନଗଣର ଦନ୍ତ ବର୍ଚ୍ଛା ତୀର ତୁଲ୍ୟ,
ପୁଣି, ଜିହ୍ୱା ତୀକ୍ଷ୍ଣ ଖଡ୍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ।
5. ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ;
ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ।
6. ସେମାନେ ମୋ’ ଚରଣ ପାଇଁ ଜାଲ ପ୍ରସ୍ତୁତ କରିଅଛନ୍ତି;
ମୋ’ ପ୍ରାଣ ଅବନତ ହୋଇଅଛି;
ସେମାନେ ମୋ’ ସମ୍ମୁଖରେ ଗର୍ତ୍ତ ଖୋଳି ଅଛନ୍ତି;
ମାତ୍ର ସେମାନେ ନିଜେ ତହିଁ ମଧ୍ୟରେ ପତିତ ହୋଇଅଛନ୍ତି। ସେଲା
7. ହେ ପରମେଶ୍ୱର, ମୋ’ ଚିତ୍ତ ସୁସ୍ଥିର ଅଛି, ମୋ’ ଚିତ୍ତ ସୁସ୍ଥିର ଅଛି;
ମୁଁ ଗାନ କରିବି, ହଁ, ମୁଁ ପ୍ରଶଂସା ଗାନ କରିବି।
8. ହେ ମୋହର ଗୌରବ, ଜାଗ୍ରତ ହୁଅ; ହେ ନେବଲ ବୀଣେ, ଜାଗ୍ରତ ହୁଅ;
ମୁଁ ନିଜେ ଅତି ପ୍ରଭାତରେ ଜାଗ୍ରତ ହେବି।
9. ହେ ପ୍ରଭୁ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ ଧନ୍ୟବାଦ ଦେବି;
ମୁଁ ଦେଶୀୟଗଣ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି।
10. କାରଣ ତୁମ୍ଭର ଦୟା ସ୍ୱର୍ଗ ପର୍ଯ୍ୟନ୍ତ ମହତ
ତୁମ୍ଭର ସତ୍ୟତା ଆକାଶ ପର୍ଯ୍ୟନ୍ତ।
11. ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ;
ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ। PE
Total 150 Chapters, Current Chapter 57 of Total Chapters 150
×

Alert

×

oriya Letters Keypad References