ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#1ଦୁଷ୍ଟମାନଙ୍କ ଶାସ୍ତି ନିମନ୍ତେ ପ୍ରାର୍ଥନା } [QS][PS]*ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍‍-ତଶ୍‍ହେତ୍‍ ସ୍ୱରରେ ଦାଉଦଙ୍କର ଗୀତ; ମିକ୍ତାମ୍‍। *[PE][PBR]ପ୍ରକୃତରେ କି ତୁମ୍ଭେମାନେ ନୀରବ ହୋଇ ଧର୍ମନୀତି କହୁଅଛ ? *[PE][QS]ହେ ମନୁଷ୍ୟ-ସନ୍ତାନଗଣ, ତୁମ୍ଭେମାନେ କି ନ୍ୟାୟରେ ବିଚାର କରୁଅଛ ? [QE]
2. [QS]ବରଞ୍ଚ ତୁମ୍ଭେମାନେ ହୃଦୟରେ ଦୁଷ୍ଟତା ସାଧନ କରୁଅଛ; [QE][QS]ତୁମ୍ଭେମାନେ ଦେଶରେ ସ୍ୱହସ୍ତର ଦୌରାତ୍ମ୍ୟ ତୌଲୁଅଛ। [QE]
3. [QS]ଦୁଷ୍ଟମାନେ ଗର୍ଭରୁ ବିପଥଗାମୀ; [QE][QS]ସେମାନେ ଜନ୍ମଠାରୁ ମିଥ୍ୟା କହି କହି ବିପଥରେ ଗମନ କରନ୍ତି। [QE]
4. [QS]ସେମାନଙ୍କର ବିଷ ସର୍ପର ବିଷ ତୁଲ୍ୟ; [QE][QS]ସେମାନେ କର୍ଣ୍ଣରୋଧକାରିଣୀ ବଧିରା କାଳସର୍ପିଣୀ ତୁଲ୍ୟ; [QE]
5. [QS]ସାପୁଡ଼ିଆମାନେ ଯେତେ ନିପୁଣ ଭାବରେ ମନ୍ତ୍ର [QE][QS]ପଢ଼ିଲେ ହେଁ, ସେ ସେମାନଙ୍କ ସ୍ୱର ଶୁଣେ ନାହିଁ। [QE]
6. [QS]ହେ ପରମେଶ୍ୱର, ସେମାନଙ୍କ ମୁଖରେ ସେମାନଙ୍କ ଦନ୍ତ ଭାଙ୍ଗି ପକାଅ; [QE][QS]ହେ ସଦାପ୍ରଭୁ, ଯୁବା ସିଂହମାନଙ୍କର କଳଦନ୍ତ ଭାଙ୍ଗି ପକାଅ। [QE]
7. [QS]ସେମାନେ ବହନ୍ତା ଜଳ ପରି ତରଳି ଯାଉନ୍ତୁ; [QE][QS]ସେ ଆପଣା ତୀର ଲକ୍ଷ୍ୟ କରିବା ବେଳେ ତାହାସବୁ ଛିନ୍ନ ତୀର ତୁଲ୍ୟ ହେଉ। [QE]
8. [QS]ଯେଉଁ ଶାମୁକା ଯାଉ ଯାଉ ତରଳିଯାଏ ଓ [QE][QS]ସ୍ତ୍ରୀର ଯେଉଁ ଅକାଳଜାତ ସନ୍ତାନ ସୂର୍ଯ୍ୟ ଦେଖି ନାହିଁ, ତାହାରି ପରି ସେମାନେ ହେଉନ୍ତୁ। [QE]
9. [QS]ତୁମ୍ଭମାନଙ୍କ ହାଣ୍ଡି କଣ୍ଟକ ସ୍ପର୍ଶ ନ କରିବା ପୂର୍ବରୁ ସେ କଞ୍ଚା [QE][QS]ଓ ପୋଡ଼ା ସମସ୍ତ ଘୂର୍ଣ୍ଣିବାୟୁରେ ଉଡ଼ାଇ ନେବେ। [QE]
10. [QS]ଧାର୍ମିକ ଲୋକ ପ୍ରତିଫଳ ଦେଖି ଆନନ୍ଦ କରିବ; [QE][QS]ସେ ଦୁଷ୍ଟମାନଙ୍କ ରକ୍ତରେ ଆପଣା ପାଦ ଧୋଇବ। [QE]
11. [QS]ତହିଁରେ ଲୋକମାନେ କହିବେ, ନିଶ୍ଚୟ ଧାର୍ମିକ ଲୋକ ପାଇଁ ପୁରସ୍କାର ଅଛି; [QE][QS]ନିଶ୍ଚୟ ପୃଥିବୀରେ ବିଚାରକର୍ତ୍ତା ଏକ ପରମେଶ୍ୱର ଅଛନ୍ତି। [QE]

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 58 / 150
ଦୁଷ୍ଟମାନଙ୍କ ଶାସ୍ତି ନିମନ୍ତେ ପ୍ରାର୍ଥନା 1 *ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍‍-ତଶ୍‍ହେତ୍‍ ସ୍ୱରରେ ଦାଉଦଙ୍କର ଗୀତ; ମିକ୍ତାମ୍‍। *ପ୍ରକୃତରେ କି ତୁମ୍ଭେମାନେ ନୀରବ ହୋଇ ଧର୍ମନୀତି କହୁଅଛ ? *ହେ ମନୁଷ୍ୟ-ସନ୍ତାନଗଣ, ତୁମ୍ଭେମାନେ କି ନ୍ୟାୟରେ ବିଚାର କରୁଅଛ ? 2 ବରଞ୍ଚ ତୁମ୍ଭେମାନେ ହୃଦୟରେ ଦୁଷ୍ଟତା ସାଧନ କରୁଅଛ; ତୁମ୍ଭେମାନେ ଦେଶରେ ସ୍ୱହସ୍ତର ଦୌରାତ୍ମ୍ୟ ତୌଲୁଅଛ। 3 ଦୁଷ୍ଟମାନେ ଗର୍ଭରୁ ବିପଥଗାମୀ; ସେମାନେ ଜନ୍ମଠାରୁ ମିଥ୍ୟା କହି କହି ବିପଥରେ ଗମନ କରନ୍ତି। 4 ସେମାନଙ୍କର ବିଷ ସର୍ପର ବିଷ ତୁଲ୍ୟ; ସେମାନେ କର୍ଣ୍ଣରୋଧକାରିଣୀ ବଧିରା କାଳସର୍ପିଣୀ ତୁଲ୍ୟ; 5 ସାପୁଡ଼ିଆମାନେ ଯେତେ ନିପୁଣ ଭାବରେ ମନ୍ତ୍ର ପଢ଼ିଲେ ହେଁ, ସେ ସେମାନଙ୍କ ସ୍ୱର ଶୁଣେ ନାହିଁ। 6 ହେ ପରମେଶ୍ୱର, ସେମାନଙ୍କ ମୁଖରେ ସେମାନଙ୍କ ଦନ୍ତ ଭାଙ୍ଗି ପକାଅ; ହେ ସଦାପ୍ରଭୁ, ଯୁବା ସିଂହମାନଙ୍କର କଳଦନ୍ତ ଭାଙ୍ଗି ପକାଅ। 7 ସେମାନେ ବହନ୍ତା ଜଳ ପରି ତରଳି ଯାଉନ୍ତୁ; ସେ ଆପଣା ତୀର ଲକ୍ଷ୍ୟ କରିବା ବେଳେ ତାହାସବୁ ଛିନ୍ନ ତୀର ତୁଲ୍ୟ ହେଉ। 8 ଯେଉଁ ଶାମୁକା ଯାଉ ଯାଉ ତରଳିଯାଏ ଓ ସ୍ତ୍ରୀର ଯେଉଁ ଅକାଳଜାତ ସନ୍ତାନ ସୂର୍ଯ୍ୟ ଦେଖି ନାହିଁ, ତାହାରି ପରି ସେମାନେ ହେଉନ୍ତୁ। 9 ତୁମ୍ଭମାନଙ୍କ ହାଣ୍ଡି କଣ୍ଟକ ସ୍ପର୍ଶ ନ କରିବା ପୂର୍ବରୁ ସେ କଞ୍ଚା ଓ ପୋଡ଼ା ସମସ୍ତ ଘୂର୍ଣ୍ଣିବାୟୁରେ ଉଡ଼ାଇ ନେବେ। 10 ଧାର୍ମିକ ଲୋକ ପ୍ରତିଫଳ ଦେଖି ଆନନ୍ଦ କରିବ; ସେ ଦୁଷ୍ଟମାନଙ୍କ ରକ୍ତରେ ଆପଣା ପାଦ ଧୋଇବ। 11 ତହିଁରେ ଲୋକମାନେ କହିବେ, ନିଶ୍ଚୟ ଧାର୍ମିକ ଲୋକ ପାଇଁ ପୁରସ୍କାର ଅଛି; ନିଶ୍ଚୟ ପୃଥିବୀରେ ବିଚାରକର୍ତ୍ତା ଏକ ପରମେଶ୍ୱର ଅଛନ୍ତି।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 58 / 150
×

Alert

×

Oriya Letters Keypad References