ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସୁରକ୍ଷା ପାଇଁ ପ୍ରାର୍ଥନା} [PS] ହେ ପରମେଶ୍ୱର, ମୋହର କାକୂକ୍ତି ଶୁଣ; [QBR] ମୋ’ ପ୍ରାର୍ଥନାରେ ମନୋଯୋଗ କର। [QBR]
2. ମୋ’ ମନ ଉଦ୍‍ବିଗ୍ନ ହେବା ବେଳେ ମୁଁ ପୃଥିବୀର ପ୍ରାନ୍ତରୁ ତୁମ୍ଭକୁ ଡାକିବି; [QBR] ମୋ’ଠାରୁ ଉଚ୍ଚତର ଶୈଳକୁ ମୋତେ ନେଇଯାଅ। [QBR]
3. କାରଣ ତୁମ୍ଭେ ମୋ’ ନିମନ୍ତେ ଆଶ୍ରୟ ଓ [QBR] ଶତ୍ରୁଠାରୁ ଦୃଢ଼ ଦୁର୍ଗ ସ୍ୱରୂପ ହୋଇଅଛ। [QBR]
4. ମୁଁ ସଦାକାଳ ତୁମ୍ଭ ତମ୍ବୁରେ ବାସ କରିବି; [QBR] ମୁଁ ତୁମ୍ଭ ପକ୍ଷର ଉହାଡ଼ରେ ଆଶ୍ରୟ ନେବି। [QBR]
5. କାରଣ ହେ ପରମେଶ୍ୱର, ତୁମ୍ଭେ ମୋହର ମାନତସବୁ ଶୁଣିଅଛ; [QBR] ତୁମ୍ଭେ ଆପଣା ନାମର ଭୟକାରୀମାନଙ୍କ ଅଧିକାର ଆମ୍ଭକୁ ଦେଇଅଛ। [QBR]
6. ତୁମ୍ଭେ ରାଜାଙ୍କ ଆୟୁ ବୃଦ୍ଧି କରିବ; [QBR] ତାଙ୍କ ବର୍ଷ ଅନେକ ପୁରୁଷାନୁକ୍ରମ ତୁଲ୍ୟ ହେବ। [QBR]
7. ସେ ସଦାକାଳ ପରମେଶ୍ୱରଙ୍କ ସମ୍ମୁଖରେ ବାସ କରିବେ; [QBR] ତାଙ୍କ ରକ୍ଷା ନିମନ୍ତେ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ପ୍ରସ୍ତୁତ କର। [QBR]
8. ତହୁଁ ମୁଁ ସଦାକାଳ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି [QBR] ଓ ଦିନକୁ ଦିନ ଆପଣା ମାନତ ପୂର୍ଣ୍ଣ କରିବି। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 61 / 150
ଗୀତସଂହିତା 61:102
ସୁରକ୍ଷା ପାଇଁ ପ୍ରାର୍ଥନା 1 ହେ ପରମେଶ୍ୱର, ମୋହର କାକୂକ୍ତି ଶୁଣ; ମୋ’ ପ୍ରାର୍ଥନାରେ ମନୋଯୋଗ କର। 2 ମୋ’ ମନ ଉଦ୍‍ବିଗ୍ନ ହେବା ବେଳେ ମୁଁ ପୃଥିବୀର ପ୍ରାନ୍ତରୁ ତୁମ୍ଭକୁ ଡାକିବି; ମୋ’ଠାରୁ ଉଚ୍ଚତର ଶୈଳକୁ ମୋତେ ନେଇଯାଅ। 3 କାରଣ ତୁମ୍ଭେ ମୋ’ ନିମନ୍ତେ ଆଶ୍ରୟ ଓ ଶତ୍ରୁଠାରୁ ଦୃଢ଼ ଦୁର୍ଗ ସ୍ୱରୂପ ହୋଇଅଛ। 4 ମୁଁ ସଦାକାଳ ତୁମ୍ଭ ତମ୍ବୁରେ ବାସ କରିବି; ମୁଁ ତୁମ୍ଭ ପକ୍ଷର ଉହାଡ଼ରେ ଆଶ୍ରୟ ନେବି। 5 କାରଣ ହେ ପରମେଶ୍ୱର, ତୁମ୍ଭେ ମୋହର ମାନତସବୁ ଶୁଣିଅଛ; ତୁମ୍ଭେ ଆପଣା ନାମର ଭୟକାରୀମାନଙ୍କ ଅଧିକାର ଆମ୍ଭକୁ ଦେଇଅଛ। 6 ତୁମ୍ଭେ ରାଜାଙ୍କ ଆୟୁ ବୃଦ୍ଧି କରିବ; ତାଙ୍କ ବର୍ଷ ଅନେକ ପୁରୁଷାନୁକ୍ରମ ତୁଲ୍ୟ ହେବ। 7 ସେ ସଦାକାଳ ପରମେଶ୍ୱରଙ୍କ ସମ୍ମୁଖରେ ବାସ କରିବେ; ତାଙ୍କ ରକ୍ଷା ନିମନ୍ତେ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ପ୍ରସ୍ତୁତ କର। 8 ତହୁଁ ମୁଁ ସଦାକାଳ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି ଓ ଦିନକୁ ଦିନ ଆପଣା ମାନତ ପୂର୍ଣ୍ଣ କରିବି।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 61 / 150
Common Bible Languages
West Indian Languages
×

Alert

×

oriya Letters Keypad References