ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସୁରକ୍ଷା ପାଇଁ ପ୍ରାର୍ଥନା} [PS] ହେ ପରମେଶ୍ୱର, ମୋହର କାକୂକ୍ତି ଶୁଣ; [QBR] ମୋ’ ପ୍ରାର୍ଥନାରେ ମନୋଯୋଗ କର। [QBR]
2. ମୋ’ ମନ ଉଦ୍‍ବିଗ୍ନ ହେବା ବେଳେ ମୁଁ ପୃଥିବୀର ପ୍ରାନ୍ତରୁ ତୁମ୍ଭକୁ ଡାକିବି; [QBR] ମୋ’ଠାରୁ ଉଚ୍ଚତର ଶୈଳକୁ ମୋତେ ନେଇଯାଅ। [QBR]
3. କାରଣ ତୁମ୍ଭେ ମୋ’ ନିମନ୍ତେ ଆଶ୍ରୟ ଓ [QBR] ଶତ୍ରୁଠାରୁ ଦୃଢ଼ ଦୁର୍ଗ ସ୍ୱରୂପ ହୋଇଅଛ। [QBR]
4. ମୁଁ ସଦାକାଳ ତୁମ୍ଭ ତମ୍ବୁରେ ବାସ କରିବି; [QBR] ମୁଁ ତୁମ୍ଭ ପକ୍ଷର ଉହାଡ଼ରେ ଆଶ୍ରୟ ନେବି। [QBR]
5. କାରଣ ହେ ପରମେଶ୍ୱର, ତୁମ୍ଭେ ମୋହର ମାନତସବୁ ଶୁଣିଅଛ; [QBR] ତୁମ୍ଭେ ଆପଣା ନାମର ଭୟକାରୀମାନଙ୍କ ଅଧିକାର ଆମ୍ଭକୁ ଦେଇଅଛ। [QBR]
6. ତୁମ୍ଭେ ରାଜାଙ୍କ ଆୟୁ ବୃଦ୍ଧି କରିବ; [QBR] ତାଙ୍କ ବର୍ଷ ଅନେକ ପୁରୁଷାନୁକ୍ରମ ତୁଲ୍ୟ ହେବ। [QBR]
7. ସେ ସଦାକାଳ ପରମେଶ୍ୱରଙ୍କ ସମ୍ମୁଖରେ ବାସ କରିବେ; [QBR] ତାଙ୍କ ରକ୍ଷା ନିମନ୍ତେ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ପ୍ରସ୍ତୁତ କର। [QBR]
8. ତହୁଁ ମୁଁ ସଦାକାଳ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି [QBR] ଓ ଦିନକୁ ଦିନ ଆପଣା ମାନତ ପୂର୍ଣ୍ଣ କରିବି। [PE]

Notes

No Verse Added

Total 150 Chapters, Current Chapter 61 of Total Chapters 150
ଗୀତସଂହିତା 61:68
1. {ସୁରକ୍ଷା ପାଇଁ ପ୍ରାର୍ଥନା} PS ହେ ପରମେଶ୍ୱର, ମୋହର କାକୂକ୍ତି ଶୁଣ;
ମୋ’ ପ୍ରାର୍ଥନାରେ ମନୋଯୋଗ କର।
2. ମୋ’ ମନ ଉଦ୍‍ବିଗ୍ନ ହେବା ବେଳେ ମୁଁ ପୃଥିବୀର ପ୍ରାନ୍ତରୁ ତୁମ୍ଭକୁ ଡାକିବି;
ମୋ’ଠାରୁ ଉଚ୍ଚତର ଶୈଳକୁ ମୋତେ ନେଇଯାଅ।
3. କାରଣ ତୁମ୍ଭେ ମୋ’ ନିମନ୍ତେ ଆଶ୍ରୟ
ଶତ୍ରୁଠାରୁ ଦୃଢ଼ ଦୁର୍ଗ ସ୍ୱରୂପ ହୋଇଅଛ।
4. ମୁଁ ସଦାକାଳ ତୁମ୍ଭ ତମ୍ବୁରେ ବାସ କରିବି;
ମୁଁ ତୁମ୍ଭ ପକ୍ଷର ଉହାଡ଼ରେ ଆଶ୍ରୟ ନେବି।
5. କାରଣ ହେ ପରମେଶ୍ୱର, ତୁମ୍ଭେ ମୋହର ମାନତସବୁ ଶୁଣିଅଛ;
ତୁମ୍ଭେ ଆପଣା ନାମର ଭୟକାରୀମାନଙ୍କ ଅଧିକାର ଆମ୍ଭକୁ ଦେଇଅଛ।
6. ତୁମ୍ଭେ ରାଜାଙ୍କ ଆୟୁ ବୃଦ୍ଧି କରିବ;
ତାଙ୍କ ବର୍ଷ ଅନେକ ପୁରୁଷାନୁକ୍ରମ ତୁଲ୍ୟ ହେବ।
7. ସେ ସଦାକାଳ ପରମେଶ୍ୱରଙ୍କ ସମ୍ମୁଖରେ ବାସ କରିବେ;
ତାଙ୍କ ରକ୍ଷା ନିମନ୍ତେ ସ୍ନେହପୂର୍ଣ୍ଣ କରୁଣା ସତ୍ୟତା ପ୍ରସ୍ତୁତ କର।
8. ତହୁଁ ମୁଁ ସଦାକାଳ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି
ଦିନକୁ ଦିନ ଆପଣା ମାନତ ପୂର୍ଣ୍ଣ କରିବି। PE
Total 150 Chapters, Current Chapter 61 of Total Chapters 150
×

Alert

×

oriya Letters Keypad References