1. {ପରମେଶ୍ୱରଙ୍କ ସୁରକ୍ଷାରେ ଦୃଢ଼ ବିଶ୍ୱାସ} PS ମୋହର ପ୍ରାଣ କେବଳ ପରମେଶ୍ୱରଙ୍କର ଅପେକ୍ଷା କରେ;
ତାହାଙ୍କଠାରୁ ମୋହର ପରିତ୍ରାଣ ଆସେ। |
3. ନଇଁ ପଡ଼ିଥିବା କାନ୍ଥ ଓ ଟଳଟଳ ପ୍ରାଚୀର ତୁଲ୍ୟ
ଜଣେ ମନୁଷ୍ୟକୁ ବଧ କରିବା ପାଇଁ ତୁମ୍ଭେ ସମସ୍ତେ କେତେ କାଳ ଲାଗିଥିବ ? |
4. ସେମାନେ କେବଳ ତାହାର ଉଚ୍ଚ ପଦରୁ ତାହାକୁ ନିପାତ କରିବାକୁ ମନ୍ତ୍ରଣା କରନ୍ତି;
ସେମାନେ ମିଥ୍ୟା କଥାରେ ସନ୍ତୁଷ୍ଟ; ସେମାନେ ମୁଖରେ ଆଶୀର୍ବାଦ କରନ୍ତି, ମାତ୍ର ଅନ୍ତରରେ ଅଭିଶାପ ଦିଅନ୍ତି। ସେଲା |
8. ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର;
ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। ସେଲା |
9. ନିଶ୍ଚୟ ସାମାନ୍ୟ ଲୋକେ ଅସାର ଓ ମାନ୍ୟ ଲୋକେ ମିଥ୍ୟା;
ତୌଲରେ ସେମାନେ ଉପରକୁ ଉଠିବେ; ସେମାନେ ସମସ୍ତେ ଅସାରରୁ ଲଘୁ। |
12. ଆହୁରି, ହେ ପ୍ରଭୁ; ତୁମ୍ଭଠାରେ ଦୟା ଥାଏ;
କାରଣ ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାହାର କର୍ମାନୁସାରେ ଫଳ ଦେଉଅଛ। PE |