ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ପରମେଶ୍ୱରଙ୍କ ସାନ୍ନିଧ୍ୟ ପାଇଁ ବ୍ୟାକୁଳତା } [QS]
2. [PS]*ଦାଉଦଙ୍କର ଗୀତ, ସେ ଯିହୁଦା-ପ୍ରାନ୍ତରରେ ଥିବା ବେଳେ ରଚିତ। *[PE][PBR]ହେ ପରମେଶ୍ୱର, ତୁମ୍ଭେ ମୋହର ପରମେଶ୍ୱର; *[PE][QS]ବ୍ୟାକୁଳରେ ମୁଁ ତୁମ୍ଭର ଅନ୍ୱେଷଣ କରିବି; [QE][QS]ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ [QE][QS]ମୋ’ ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋ’ ଶରୀର ତୁମ୍ଭ ପାଇଁ ଲାଳସା [QE][QS]କରେ। *[PE][QS]ତେଣୁ ତୁମ୍ଭ ପରାକ୍ରମ ଓ ଗୌରବ ଦେଖିବା ପାଇଁ [QE][QS]ମୁଁ ପବିତ୍ର ସ୍ଥାନରେ ତୁମ୍ଭ ପ୍ରତି ଚାହିଁ ରହିଅଛି। [QE]
3. [QS]କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ; [QE][QS]ମୋହର ଓଷ୍ଠାଧର ତୁମ୍ଭର ପ୍ରଶଂସା କରିବ। [QE]
4. [QS]ଏହିରୂପେ ମୁଁ ଯାବଜ୍ଜୀବନ ତୁମ୍ଭର ଧନ୍ୟବାଦ କରିବି; [QE][QS]ମୁଁ ତୁମ୍ଭ ନାମରେ ଆପଣା ହସ୍ତ ଉଠାଇବି; [QE]
5. [QS]ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ [QE][QS]ଓ ମୋ’ ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ। [QE]
6. [QS]ମୁଁ ଶଯ୍ୟା ଉପରେ ତୁମ୍ଭଙ୍କୁ ସ୍ମରଣ କରିବା ବେଳେ [QE][QS]ରାତ୍ରିର ପ୍ରହରକୁ ପ୍ରହର ତୁମ୍ଭ ବିଷୟ ଧ୍ୟାନ କରେ। [QE]
7. [QS]କାରଣ ତୁମ୍ଭେ ମୋହର ସହାୟ ହୋଇଅଛ, [QE][QS]ଆଉ ତୁମ୍ଭ ପକ୍ଷର ଛାୟାରେ ମୁଁ ଉଲ୍ଲାସ କରିବି। [QE]
8. [QS]ମୋହର ପ୍ରାଣ ତୁମ୍ଭ ପଛେ ପଛେ ଲାଗିଥାଏ; [QE][QS]ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖେ। [QE]
9. [QS]ମାତ୍ର ଯେଉଁମାନେ ମୋ’ ପ୍ରାଣନାଶର ଚେଷ୍ଟା କରନ୍ତି, [QE][QS]ସେମାନେ ପୃଥିବୀର ଅଧଃସ୍ଥାନକୁ ଯିବେ। [QE]
10. [QS]ସେମାନେ ଖଡ୍ଗର ପରାକ୍ରମରେ ସମର୍ପିତ ହେବେ; [QE][QS]ସେମାନେ ଶୃଗାଳର ଖାଦ୍ୟ ହେବେ। [QE]
11. [QS]ମାତ୍ର ରାଜା ପରମେଶ୍ୱରଙ୍କଠାରେ ଆନନ୍ଦ କରିବେ; [QE][QS]ତାହାଙ୍କ ନାମରେ ଶପଥକାରୀ ପ୍ରତ୍ୟେକ ଲୋକ ଦର୍ପ କରିବେ; [QE][QS]କାରଣ ମିଥ୍ୟାବାଦୀମାନଙ୍କ ମୁଖ ରୁଦ୍ଧ ହେବ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 63 / 150
ପରମେଶ୍ୱରଙ୍କ ସାନ୍ନିଧ୍ୟ ପାଇଁ ବ୍ୟାକୁଳତା 1 2 *ଦାଉଦଙ୍କର ଗୀତ, ସେ ଯିହୁଦା-ପ୍ରାନ୍ତରରେ ଥିବା ବେଳେ ରଚିତ। *ହେ ପରମେଶ୍ୱର, ତୁମ୍ଭେ ମୋହର ପରମେଶ୍ୱର; *ବ୍ୟାକୁଳରେ ମୁଁ ତୁମ୍ଭର ଅନ୍ୱେଷଣ କରିବି; ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋ’ ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋ’ ଶରୀର ତୁମ୍ଭ ପାଇଁ ଲାଳସା କରେ। *ତେଣୁ ତୁମ୍ଭ ପରାକ୍ରମ ଓ ଗୌରବ ଦେଖିବା ପାଇଁ ମୁଁ ପବିତ୍ର ସ୍ଥାନରେ ତୁମ୍ଭ ପ୍ରତି ଚାହିଁ ରହିଅଛି। 3 କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ; ମୋହର ଓଷ୍ଠାଧର ତୁମ୍ଭର ପ୍ରଶଂସା କରିବ। 4 ଏହିରୂପେ ମୁଁ ଯାବଜ୍ଜୀବନ ତୁମ୍ଭର ଧନ୍ୟବାଦ କରିବି; ମୁଁ ତୁମ୍ଭ ନାମରେ ଆପଣା ହସ୍ତ ଉଠାଇବି; 5 ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ ଓ ମୋ’ ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ। 6 ମୁଁ ଶଯ୍ୟା ଉପରେ ତୁମ୍ଭଙ୍କୁ ସ୍ମରଣ କରିବା ବେଳେ ରାତ୍ରିର ପ୍ରହରକୁ ପ୍ରହର ତୁମ୍ଭ ବିଷୟ ଧ୍ୟାନ କରେ। 7 କାରଣ ତୁମ୍ଭେ ମୋହର ସହାୟ ହୋଇଅଛ, ଆଉ ତୁମ୍ଭ ପକ୍ଷର ଛାୟାରେ ମୁଁ ଉଲ୍ଲାସ କରିବି। 8 ମୋହର ପ୍ରାଣ ତୁମ୍ଭ ପଛେ ପଛେ ଲାଗିଥାଏ; ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖେ। 9 ମାତ୍ର ଯେଉଁମାନେ ମୋ’ ପ୍ରାଣନାଶର ଚେଷ୍ଟା କରନ୍ତି, ସେମାନେ ପୃଥିବୀର ଅଧଃସ୍ଥାନକୁ ଯିବେ। 10 ସେମାନେ ଖଡ୍ଗର ପରାକ୍ରମରେ ସମର୍ପିତ ହେବେ; ସେମାନେ ଶୃଗାଳର ଖାଦ୍ୟ ହେବେ। 11 ମାତ୍ର ରାଜା ପରମେଶ୍ୱରଙ୍କଠାରେ ଆନନ୍ଦ କରିବେ; ତାହାଙ୍କ ନାମରେ ଶପଥକାରୀ ପ୍ରତ୍ୟେକ ଲୋକ ଦର୍ପ କରିବେ; କାରଣ ମିଥ୍ୟାବାଦୀମାନଙ୍କ ମୁଖ ରୁଦ୍ଧ ହେବ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 63 / 150
×

Alert

×

Oriya Letters Keypad References