ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ସୁରକ୍ଷା ପାଇଁ ପ୍ରାର୍ଥନା } [QS]
2. [PS]*ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। *[PE][PBR]ହେ ପରମେଶ୍ୱର, ମୋ’ କାକୂକ୍ତିର ରବ ଶ୍ରବଣ କର; *[PE][QS]ଶତ୍ରୁ ଭୟରୁ ମୋ’ ଜୀବନ ରକ୍ଷା କର। *[PE][QS]କୁକର୍ମକାରୀମାନଙ୍କ ଗୁପ୍ତ ମନ୍ତ୍ରଣାରୁ, [QE][QS]ଅଧର୍ମାଚାରୀମାନଙ୍କ କଳହରୁ ମୋତେ ଲୁଚାଇ ରଖ; [QE]
3. [QS]ସେମାନେ ଖଡ୍ଗ ପରି ଆପଣା ଜିହ୍ୱା ଶାଣିତ କରିଅଛନ୍ତି [QE]
4. [QS]ଏବଂ ଆପଣାମାନଙ୍କ କଟୁବାକ୍ୟରୂପ ତୀର ଲକ୍ଷ୍ୟ କରିଅଛନ୍ତି; [QE][QS]ଯେପରି ସିଦ୍ଧ ଲୋକଙ୍କ ପ୍ରତି ଗୋପନରେ ନିକ୍ଷେପ କରି ପାରିବେ; [QE][QS]ସେମାନେ ହଠାତ୍‍ ତାହା ପ୍ରତି ନିକ୍ଷେପ କରନ୍ତି ଓ ଭୟ କରନ୍ତି ନାହିଁ। [QE]
5. [QS]ସେମାନେ କୁସଂକଳ୍ପରେ ଆପଣା ଆପଣାକୁ ବଳିଷ୍ଠ କରନ୍ତି; [QE][QS]ସେମାନେ ଗୋପନରେ ଫାନ୍ଦ ପାତିବାକୁ କଥାବାର୍ତ୍ତା କରନ୍ତି; [QE][QS]ସେମାନେ କହନ୍ତି, “ଆମ୍ଭମାନଙ୍କୁ[* ଆମ୍ଭମାନଙ୍କୁ ସେମାନଙ୍କୁ ] କିଏ ଦେଖିବ ?” [QE]
6. [QS]ସେମାନେ ଅଧର୍ମ କଳ୍ପନା କରନ୍ତି; [QE][QS]“ଆମ୍ଭେମାନେ ଯତ୍ନପୂର୍ବକ କଳ୍ପନା ସିଦ୍ଧ କରିଅଛୁ” ବୋଲି ସେମାନେ କହନ୍ତି; [QE][QS]ଆଉ, ପ୍ରତ୍ୟେକର ଆନ୍ତରିକ ଭାବ ଓ ହୃଦୟ ଗଭୀର। [QE]
7. [QS]ମାତ୍ର ପରମେଶ୍ୱର ସେମାନଙ୍କ ପ୍ରତି ତୀର ନିକ୍ଷେପ କରିବେ; [QE][QS]ସେଥିରେ ସେମାନେ ହଠାତ୍‍ ଆହତ ହେବେ। [QE]
8. [QS]ଏହିରୂପେ ସେମାନେ ନିପାତିତ ହେବେ, [QE][QS]ସେମାନଙ୍କ ନିଜ ଜିହ୍ୱା ସେମାନଙ୍କର ବିପକ୍ଷ ହେବ; [QE][QS]ସେମାନଙ୍କୁ ଦେଖିବା ଲୋକ ସମସ୍ତେ ମୁଣ୍ଡ ହଲାଇବେ; [QE]
9. [QS]ପୁଣି, ସକଳ ମନୁଷ୍ୟ ଭୟ କରିବେ, [QE][QS]ସେମାନେ ପରମେଶ୍ୱରଙ୍କ କର୍ମ ପ୍ରକାଶ କରିବେ [QE][QS]ଓ ତାହାଙ୍କର କ୍ରିୟା ସୁବିବେଚନା କରିବେ। [QE]
10. [QS]ଧାର୍ମିକ ଲୋକ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ [QE][QS]ଓ ତାହାଙ୍କର ଶରଣାଗତ ହେବ। [QE][QS]ପୁଣି, ସରଳାନ୍ତଃକରଣ ସମସ୍ତେ ସଦାପ୍ରଭୁଙ୍କଠାରେ ପ୍ରଶଂସା କରିବେ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 64 / 150
ସୁରକ୍ଷା ପାଇଁ ପ୍ରାର୍ଥନା 1 2 *ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। *ହେ ପରମେଶ୍ୱର, ମୋ’ କାକୂକ୍ତିର ରବ ଶ୍ରବଣ କର; *ଶତ୍ରୁ ଭୟରୁ ମୋ’ ଜୀବନ ରକ୍ଷା କର। *କୁକର୍ମକାରୀମାନଙ୍କ ଗୁପ୍ତ ମନ୍ତ୍ରଣାରୁ, ଅଧର୍ମାଚାରୀମାନଙ୍କ କଳହରୁ ମୋତେ ଲୁଚାଇ ରଖ; 3 ସେମାନେ ଖଡ୍ଗ ପରି ଆପଣା ଜିହ୍ୱା ଶାଣିତ କରିଅଛନ୍ତି 4 ଏବଂ ଆପଣାମାନଙ୍କ କଟୁବାକ୍ୟରୂପ ତୀର ଲକ୍ଷ୍ୟ କରିଅଛନ୍ତି; ଯେପରି ସିଦ୍ଧ ଲୋକଙ୍କ ପ୍ରତି ଗୋପନରେ ନିକ୍ଷେପ କରି ପାରିବେ; ସେମାନେ ହଠାତ୍‍ ତାହା ପ୍ରତି ନିକ୍ଷେପ କରନ୍ତି ଓ ଭୟ କରନ୍ତି ନାହିଁ। 5 ସେମାନେ କୁସଂକଳ୍ପରେ ଆପଣା ଆପଣାକୁ ବଳିଷ୍ଠ କରନ୍ତି; ସେମାନେ ଗୋପନରେ ଫାନ୍ଦ ପାତିବାକୁ କଥାବାର୍ତ୍ତା କରନ୍ତି; ସେମାନେ କହନ୍ତି, “ଆମ୍ଭମାନଙ୍କୁ* ଆମ୍ଭମାନଙ୍କୁ ସେମାନଙ୍କୁ କିଏ ଦେଖିବ ?” 6 ସେମାନେ ଅଧର୍ମ କଳ୍ପନା କରନ୍ତି; “ଆମ୍ଭେମାନେ ଯତ୍ନପୂର୍ବକ କଳ୍ପନା ସିଦ୍ଧ କରିଅଛୁ” ବୋଲି ସେମାନେ କହନ୍ତି; ଆଉ, ପ୍ରତ୍ୟେକର ଆନ୍ତରିକ ଭାବ ଓ ହୃଦୟ ଗଭୀର। 7 ମାତ୍ର ପରମେଶ୍ୱର ସେମାନଙ୍କ ପ୍ରତି ତୀର ନିକ୍ଷେପ କରିବେ; ସେଥିରେ ସେମାନେ ହଠାତ୍‍ ଆହତ ହେବେ। 8 ଏହିରୂପେ ସେମାନେ ନିପାତିତ ହେବେ, ସେମାନଙ୍କ ନିଜ ଜିହ୍ୱା ସେମାନଙ୍କର ବିପକ୍ଷ ହେବ; ସେମାନଙ୍କୁ ଦେଖିବା ଲୋକ ସମସ୍ତେ ମୁଣ୍ଡ ହଲାଇବେ; 9 ପୁଣି, ସକଳ ମନୁଷ୍ୟ ଭୟ କରିବେ, ସେମାନେ ପରମେଶ୍ୱରଙ୍କ କର୍ମ ପ୍ରକାଶ କରିବେ ଓ ତାହାଙ୍କର କ୍ରିୟା ସୁବିବେଚନା କରିବେ। 10 ଧାର୍ମିକ ଲୋକ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ ଓ ତାହାଙ୍କର ଶରଣାଗତ ହେବ। ପୁଣି, ସରଳାନ୍ତଃକରଣ ସମସ୍ତେ ସଦାପ୍ରଭୁଙ୍କଠାରେ ପ୍ରଶଂସା କରିବେ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 64 / 150
×

Alert

×

Oriya Letters Keypad References