ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ଧନ୍ୟବାଦର ଗୀତ} [PS] ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରନ୍ତୁ ଓ ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ [QBR] ଓ ଆମ୍ଭମାନଙ୍କ ପ୍ରତି ଆପଣା ମୁଖ ପ୍ରସନ୍ନ କରନ୍ତୁ। [ସେଲା] [QBR]
2. ତହିଁରେ ପୃଥିବୀରେ ତୁମ୍ଭର ପଥ ଓ [QBR] ସମୁଦାୟ ଗୋଷ୍ଠୀ ମଧ୍ୟରେ ତୁମ୍ଭର ପରିତ୍ରାଣ ଜଣାଯିବ। [QBR]
3. ହେ ପରମେଶ୍ୱର, ଗୋଷ୍ଠୀୟଗଣ ତୁମ୍ଭର ପ୍ରଶଂସା କରନ୍ତୁ; [QBR] ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ। [QBR]
4. ଦେଶୀୟମାନେ ଆହ୍ଲାଦିତ ହେଉନ୍ତୁ ଓ ଆନନ୍ଦ ସକାଶୁ ଗାନ କରନ୍ତୁ; [QBR] କାରଣ ତୁମ୍ଭେ ନ୍ୟାୟରେ ଗୋଷ୍ଠୀୟବର୍ଗର ବିଚାର କରିବ [QBR] ଓ ପୃଥିବୀରେ ଦେଶୀୟମାନଙ୍କୁ ଶାସନ କରିବ। [ସେଲା] [QBR]
5. ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ; [QBR] ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ। [QBR]
6. ପୃଥିବୀ ନିଜ ଫଳ ଉତ୍ପନ୍ନ କରିଅଛି; [QBR] ପରମେଶ୍ୱର, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ। [QBR]
7. ପରମେଶ୍ୱର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; [QBR] ପୁଣି, ପୃଥିବୀର ସମସ୍ତ ପ୍ରାନ୍ତ ତାହାଙ୍କୁ ଭୟ କରିବେ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 67 / 150
ଗୀତସଂହିତା 67:4
ଧନ୍ୟବାଦର ଗୀତ 1 ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରନ୍ତୁ ଓ ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଓ ଆମ୍ଭମାନଙ୍କ ପ୍ରତି ଆପଣା ମୁଖ ପ୍ରସନ୍ନ କରନ୍ତୁ। *ସେଲା 2 ତହିଁରେ ପୃଥିବୀରେ ତୁମ୍ଭର ପଥ ଓ ସମୁଦାୟ ଗୋଷ୍ଠୀ ମଧ୍ୟରେ ତୁମ୍ଭର ପରିତ୍ରାଣ ଜଣାଯିବ। 3 ହେ ପରମେଶ୍ୱର, ଗୋଷ୍ଠୀୟଗଣ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ। 4 ଦେଶୀୟମାନେ ଆହ୍ଲାଦିତ ହେଉନ୍ତୁ ଓ ଆନନ୍ଦ ସକାଶୁ ଗାନ କରନ୍ତୁ; କାରଣ ତୁମ୍ଭେ ନ୍ୟାୟରେ ଗୋଷ୍ଠୀୟବର୍ଗର ବିଚାର କରିବ ଓ ପୃଥିବୀରେ ଦେଶୀୟମାନଙ୍କୁ ଶାସନ କରିବ। *ସେଲା 5 ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ। 6 ପୃଥିବୀ ନିଜ ଫଳ ଉତ୍ପନ୍ନ କରିଅଛି; ପରମେଶ୍ୱର, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ। 7 ପରମେଶ୍ୱର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ପୁଣି, ପୃଥିବୀର ସମସ୍ତ ପ୍ରାନ୍ତ ତାହାଙ୍କୁ ଭୟ କରିବେ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 67 / 150
Common Bible Languages
West Indian Languages
×

Alert

×

oriya Letters Keypad References