ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ଧନ୍ୟବାଦର ଗୀତ } [QS]
2. [PS]*ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଗାନାର୍ଥକ ଗୀତ। *[PE][PBR]ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରନ୍ତୁ ଓ ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ *[PE][QS]ଓ ଆମ୍ଭମାନଙ୍କ ପ୍ରତି ଆପଣା ମୁଖ ପ୍ରସନ୍ନ କରନ୍ତୁ। [ସେଲା] *[PE][QS]ତହିଁରେ ପୃଥିବୀରେ ତୁମ୍ଭର ପଥ ଓ [QE][QS]ସମୁଦାୟ ଗୋଷ୍ଠୀ ମଧ୍ୟରେ ତୁମ୍ଭର ପରିତ୍ରାଣ ଜଣାଯିବ। [QE]
3. [QS]ହେ ପରମେଶ୍ୱର, ଗୋଷ୍ଠୀୟଗଣ ତୁମ୍ଭର ପ୍ରଶଂସା କରନ୍ତୁ; [QE][QS]ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ। [QE]
4. [QS]ଦେଶୀୟମାନେ ଆହ୍ଲାଦିତ ହେଉନ୍ତୁ ଓ ଆନନ୍ଦ ସକାଶୁ ଗାନ କରନ୍ତୁ; [QE][QS]କାରଣ ତୁମ୍ଭେ ନ୍ୟାୟରେ ଗୋଷ୍ଠୀୟବର୍ଗର ବିଚାର କରିବ [QE][QS]ଓ ପୃଥିବୀରେ ଦେଶୀୟମାନଙ୍କୁ ଶାସନ କରିବ। [ସେଲା] [QE]
5. [QS]ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ; [QE][QS]ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ। [QE]
6. [QS]ପୃଥିବୀ ନିଜ ଫଳ ଉତ୍ପନ୍ନ କରିଅଛି; [QE][QS]ପରମେଶ୍ୱର, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ। [QE]
7. [QS]ପରମେଶ୍ୱର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; [QE][QS]ପୁଣି, ପୃଥିବୀର ସମସ୍ତ ପ୍ରାନ୍ତ ତାହାଙ୍କୁ ଭୟ କରିବେ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 67 / 150
ଧନ୍ୟବାଦର ଗୀତ 1 2 *ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଗାନାର୍ଥକ ଗୀତ। *ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରନ୍ତୁ ଓ ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ *ଓ ଆମ୍ଭମାନଙ୍କ ପ୍ରତି ଆପଣା ମୁଖ ପ୍ରସନ୍ନ କରନ୍ତୁ। *ସେଲା *ତହିଁରେ ପୃଥିବୀରେ ତୁମ୍ଭର ପଥ ଓ ସମୁଦାୟ ଗୋଷ୍ଠୀ ମଧ୍ୟରେ ତୁମ୍ଭର ପରିତ୍ରାଣ ଜଣାଯିବ। 3 ହେ ପରମେଶ୍ୱର, ଗୋଷ୍ଠୀୟଗଣ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ। 4 ଦେଶୀୟମାନେ ଆହ୍ଲାଦିତ ହେଉନ୍ତୁ ଓ ଆନନ୍ଦ ସକାଶୁ ଗାନ କରନ୍ତୁ; କାରଣ ତୁମ୍ଭେ ନ୍ୟାୟରେ ଗୋଷ୍ଠୀୟବର୍ଗର ବିଚାର କରିବ ଓ ପୃଥିବୀରେ ଦେଶୀୟମାନଙ୍କୁ ଶାସନ କରିବ। *ସେଲା 5 ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ। 6 ପୃଥିବୀ ନିଜ ଫଳ ଉତ୍ପନ୍ନ କରିଅଛି; ପରମେଶ୍ୱର, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ। 7 ପରମେଶ୍ୱର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ପୁଣି, ପୃଥିବୀର ସମସ୍ତ ପ୍ରାନ୍ତ ତାହାଙ୍କୁ ଭୟ କରିବେ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 67 / 150
×

Alert

×

Oriya Letters Keypad References