1. {#1ସାହାଯ୍ୟ ପାଇଁ ପ୍ରାର୍ଥନା } [QS]
2. [PS]*ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ; ସ୍ମରଣୋପାୟ। *[PE][PBR]ହେ ପରମେଶ୍ୱର, ମୋତେ ଉଦ୍ଧାର କରିବା ପାଇଁ ସତ୍ୱର ହୁଅ; *[PE][QS]ହେ ସଦାପ୍ରଭୁ, ମୋହର ସାହାଯ୍ୟ କରିବା ପାଇଁ ସତ୍ୱର ହୁଅ। *[PE][QS]ମୋହର ପ୍ରାଣ ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ହତାଶ ହେଉନ୍ତୁ; [QE][QS]ମୋ’ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରି ଯାଇ ଅପମାନିତ ହେଉନ୍ତୁ। [QE]
3. [QS]ଯେଉଁମାନେ “ହଁ, ହଁ” ବୋଲି କହନ୍ତି, [QE][QS]ସେମାନେ ଆପଣା ଆପଣା ଲଜ୍ଜା ସକାଶୁ ଫେରି ଯାଉନ୍ତୁ। [QE]
4. [QS]ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; [QE][QS]ପୁଣି, ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, [QE][QS]“ସେମାନେ ପରମେଶ୍ୱର ମହିମାନ୍ୱିତ ହେଉନ୍ତୁ” ବୋଲି ନିରନ୍ତର କହୁନ୍ତୁ, [QE]
5. [QS]ମାତ୍ର ମୁଁ ଦରିଦ୍ର ଓ ଦୀନହୀନ; [QE][QS]ହେ ପରମେଶ୍ୱର, ମୋ’ ପକ୍ଷରେ ସତ୍ୱର ହୁଅ; [QE][QS]ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; [QE][QS]ହେ ସଦାପ୍ରଭୁ, ବିଳମ୍ବ କର ନାହିଁ। [QE]