ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସାହାଯ୍ୟ ପାଇଁ ପ୍ରାର୍ଥନା} [PS] ହେ ପରମେଶ୍ୱର, ମୋତେ ଉଦ୍ଧାର କରିବା ପାଇଁ ସତ୍ୱର ହୁଅ; [QBR] ହେ ସଦାପ୍ରଭୁ, ମୋହର ସାହାଯ୍ୟ କରିବା ପାଇଁ ସତ୍ୱର ହୁଅ। [QBR]
2. ମୋହର ପ୍ରାଣ ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ହତାଶ ହେଉନ୍ତୁ; [QBR] ମୋ’ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରି ଯାଇ ଅପମାନିତ ହେଉନ୍ତୁ। [QBR]
3. ଯେଉଁମାନେ “ହଁ, ହଁ” ବୋଲି କହନ୍ତି, [QBR] ସେମାନେ ଆପଣା ଆପଣା ଲଜ୍ଜା ସକାଶୁ ଫେରି ଯାଉନ୍ତୁ। [QBR]
4. ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; [QBR] ପୁଣି, ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, [QBR] “ସେମାନେ ପରମେଶ୍ୱର ମହିମାନ୍ୱିତ ହେଉନ୍ତୁ” ବୋଲି ନିରନ୍ତର କହୁନ୍ତୁ, [QBR]
5. ମାତ୍ର ମୁଁ ଦରିଦ୍ର ଓ ଦୀନହୀନ; [QBR] ହେ ପରମେଶ୍ୱର, ମୋ’ ପକ୍ଷରେ ସତ୍ୱର ହୁଅ; [QBR] ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; [QBR] ହେ ସଦାପ୍ରଭୁ, ବିଳମ୍ବ କର ନାହିଁ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 70 / 150
ଗୀତସଂହିତା 70:118
ସାହାଯ୍ୟ ପାଇଁ ପ୍ରାର୍ଥନା 1 ହେ ପରମେଶ୍ୱର, ମୋତେ ଉଦ୍ଧାର କରିବା ପାଇଁ ସତ୍ୱର ହୁଅ; ହେ ସଦାପ୍ରଭୁ, ମୋହର ସାହାଯ୍ୟ କରିବା ପାଇଁ ସତ୍ୱର ହୁଅ। 2 ମୋହର ପ୍ରାଣ ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋ’ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରି ଯାଇ ଅପମାନିତ ହେଉନ୍ତୁ। 3 ଯେଉଁମାନେ “ହଁ, ହଁ” ବୋଲି କହନ୍ତି, ସେମାନେ ଆପଣା ଆପଣା ଲଜ୍ଜା ସକାଶୁ ଫେରି ଯାଉନ୍ତୁ। 4 ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ପୁଣି, ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, “ସେମାନେ ପରମେଶ୍ୱର ମହିମାନ୍ୱିତ ହେଉନ୍ତୁ” ବୋଲି ନିରନ୍ତର କହୁନ୍ତୁ, 5 ମାତ୍ର ମୁଁ ଦରିଦ୍ର ଓ ଦୀନହୀନ; ହେ ପରମେଶ୍ୱର, ମୋ’ ପକ୍ଷରେ ସତ୍ୱର ହୁଅ; ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; ହେ ସଦାପ୍ରଭୁ, ବିଳମ୍ବ କର ନାହିଁ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 70 / 150
Common Bible Languages
West Indian Languages
×

Alert

×

oriya Letters Keypad References