ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ପରମେଶ୍ୱର ବିଚାରକର୍ତ୍ତା } [QS]
2. [PS]*ପ୍ରଧାନ ବାଦ୍ୟକର ନିମନ୍ତେ ଏକ ଗୀତ; ଅଲ୍‍-ତଶ୍‍ହେତ୍‍ ସ୍ୱରରେ ଆସଫର ଗୀତ। *[PE][PBR]ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ; *[PE][QS]ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ, କାରଣ ତୁମ୍ଭ ନାମ ନିକଟବର୍ତ୍ତୀ; [QE][QS]ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରନ୍ତି। *[PE][QS]ଆମ୍ଭେ ନିରୂପିତ ସମୟ ପ୍ରାପ୍ତ ହେଲେ ଯଥାର୍ଥ ରୂପେ ବିଚାର କରିବା। [QE]
3. [QS]ପୃଥିବୀ ଓ ତନ୍ନିବାସୀ ସମସ୍ତେ ତରଳି ଯାଉଅଛନ୍ତି; [QE][QS]ଆମ୍ଭେ ତହିଁର ସ୍ତମ୍ଭସକଳ ସ୍ଥାପନ କରିଅଛୁ। [ସେଲା] [QE]
4. [QS]ଆମ୍ଭେ ଗର୍ବୀକୁ କହିଲୁ, “ଗର୍ବାଚରଣ କର ନାହିଁ,” [QE][QS]ଆମ୍ଭେ ଦୁଷ୍ଟକୁ କହିଲୁ, “ଶୃଙ୍ଗ ଉଠାଅ ନାହିଁ; [QE]
5. [QS]ତୁମ୍ଭମାନଙ୍କ ଶୃଙ୍ଗ ଊର୍ଦ୍ଧ୍ୱକୁ ଉଠାଅ ନାହିଁ; [QE][QS]ଶକ୍ତଗ୍ରୀବ ହୋଇ କଥା କୁହ ନାହିଁ।” [QE]
6. [QS]କାରଣ ପୂର୍ବ ଦିଗରୁ, କିମ୍ବା ପଶ୍ଚିମ ଦିଗରୁ, [QE][QS]କିଅବା ଦକ୍ଷିଣ ଦିଗରୁ ଉନ୍ନତି ଆସେ ନାହିଁ। [QE]
7. [QS]ମାତ୍ର ପରମେଶ୍ୱର ବିଚାରକର୍ତ୍ତା ଅଟନ୍ତି; [QE][QS]ସେ ଏକକୁ ଅବନତ ଓ ଅନ୍ୟକୁ ଉନ୍ନତ କରନ୍ତି। [QE]
8. [QS]ଯେହେତୁ ସଦାପ୍ରଭୁଙ୍କ ହସ୍ତରେ ଏକ ପାନପାତ୍ର ଅଛି [QE][QS]ଓ ଦ୍ରାକ୍ଷାରସରୁ ଫେଣ ବାହାରୁ ଅଛି; [QE][QS]ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳି ଦିଅନ୍ତି; [QE][QS]ନିଶ୍ଚୟ ପୃଥିବୀର ଦୁଷ୍ଟଲୋକ ସମସ୍ତେ ତହିଁର ଖାଦ ନିଗାଡ଼ି ପିଇବେ। [QE]
9. [QS]ମାତ୍ର ମୁଁ ସଦାକାଳ ପ୍ରଚାର କରିବି, [QE][QS]ମୁଁ ଯାକୁବର ପରମେଶ୍ୱରଙ୍କର ପ୍ରଶଂସା ଗାନ କରିବି। [QE]
10. [QS]“ଆମ୍ଭେ ଦୁଷ୍ଟମାନଙ୍କ ଶୃଙ୍ଗସବୁ କାଟି ପକାଇବା। [QE][QS]ମାତ୍ର ଧାର୍ମିକମାନଙ୍କ ଶୃଙ୍ଗ ଉଚ୍ଚୀକୃତ ହେବ।” [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 75 / 150
ପରମେଶ୍ୱର ବିଚାରକର୍ତ୍ତା 1 2 *ପ୍ରଧାନ ବାଦ୍ୟକର ନିମନ୍ତେ ଏକ ଗୀତ; ଅଲ୍‍-ତଶ୍‍ହେତ୍‍ ସ୍ୱରରେ ଆସଫର ଗୀତ। *ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ; *ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ, କାରଣ ତୁମ୍ଭ ନାମ ନିକଟବର୍ତ୍ତୀ; ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରନ୍ତି। *ଆମ୍ଭେ ନିରୂପିତ ସମୟ ପ୍ରାପ୍ତ ହେଲେ ଯଥାର୍ଥ ରୂପେ ବିଚାର କରିବା। 3 ପୃଥିବୀ ଓ ତନ୍ନିବାସୀ ସମସ୍ତେ ତରଳି ଯାଉଅଛନ୍ତି; ଆମ୍ଭେ ତହିଁର ସ୍ତମ୍ଭସକଳ ସ୍ଥାପନ କରିଅଛୁ। *ସେଲା 4 ଆମ୍ଭେ ଗର୍ବୀକୁ କହିଲୁ, “ଗର୍ବାଚରଣ କର ନାହିଁ,” ଆମ୍ଭେ ଦୁଷ୍ଟକୁ କହିଲୁ, “ଶୃଙ୍ଗ ଉଠାଅ ନାହିଁ; 5 ତୁମ୍ଭମାନଙ୍କ ଶୃଙ୍ଗ ଊର୍ଦ୍ଧ୍ୱକୁ ଉଠାଅ ନାହିଁ; ଶକ୍ତଗ୍ରୀବ ହୋଇ କଥା କୁହ ନାହିଁ।” 6 କାରଣ ପୂର୍ବ ଦିଗରୁ, କିମ୍ବା ପଶ୍ଚିମ ଦିଗରୁ, କିଅବା ଦକ୍ଷିଣ ଦିଗରୁ ଉନ୍ନତି ଆସେ ନାହିଁ। 7 ମାତ୍ର ପରମେଶ୍ୱର ବିଚାରକର୍ତ୍ତା ଅଟନ୍ତି; ସେ ଏକକୁ ଅବନତ ଓ ଅନ୍ୟକୁ ଉନ୍ନତ କରନ୍ତି। 8 ଯେହେତୁ ସଦାପ୍ରଭୁଙ୍କ ହସ୍ତରେ ଏକ ପାନପାତ୍ର ଅଛି ଓ ଦ୍ରାକ୍ଷାରସରୁ ଫେଣ ବାହାରୁ ଅଛି; ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳି ଦିଅନ୍ତି; ନିଶ୍ଚୟ ପୃଥିବୀର ଦୁଷ୍ଟଲୋକ ସମସ୍ତେ ତହିଁର ଖାଦ ନିଗାଡ଼ି ପିଇବେ। 9 ମାତ୍ର ମୁଁ ସଦାକାଳ ପ୍ରଚାର କରିବି, ମୁଁ ଯାକୁବର ପରମେଶ୍ୱରଙ୍କର ପ୍ରଶଂସା ଗାନ କରିବି। 10 “ଆମ୍ଭେ ଦୁଷ୍ଟମାନଙ୍କ ଶୃଙ୍ଗସବୁ କାଟି ପକାଇବା। ମାତ୍ର ଧାର୍ମିକମାନଙ୍କ ଶୃଙ୍ଗ ଉଚ୍ଚୀକୃତ ହେବ।”
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 75 / 150
×

Alert

×

Oriya Letters Keypad References