ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#1ବିଜୟୀ ପରମେଶ୍ୱର } [QS]
2. [PS]*ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ; ତାରଯୁକ୍ତ ବାଦ୍ୟଯନ୍ତ୍ରରେ ଆସଫର ଗୀତ। *[PE][PBR]ପରମେଶ୍ୱର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି; *[PE][QS]ଇସ୍ରାଏଲ ମଧ୍ୟରେ ତାହାଙ୍କ ନାମ ମହତ। *[PE][QS]ମଧ୍ୟ ଶାଲେମ୍‍ରେ[* ଶାଲେମ୍‍ରେ ଯିରୂଶାଲେମରେ ] ତାହାଙ୍କର ଆବାସ ଓ [QE][QS]ସିୟୋନରେ ତାହାଙ୍କର ବାସସ୍ଥାନ। [QE]
3. [QS]ସେଠାରେ ସେ ଧନୁତୀରସବୁ, [QE][QS]ଢାଲ, ଖଡ୍ଗ ଓ ଯୁଦ୍ଧ ଭଙ୍ଗ କଲେ। [ସେଲା] [QE]
4. [QS]ମୃଗୟାର ପର୍ବତଗଣଠାରୁ ତୁମ୍ଭେ ତେଜୋମୟ ଓ ମହିମାନ୍ୱିତ। [QE]
5. [QS]ସାହସିକଚିତ୍ତମାନେ ଲୁଟିତ ହୋଇଅଛନ୍ତି, [QE][QS]ସେମାନେ ନିଦ୍ରାରେ ନିଦ୍ରିତ[† ନିଦ୍ରାରେ ନିଦ୍ରିତ ଅର୍ଥାତ୍ ମରିଅଛନ୍ତି ] ହୋଇଅଛନ୍ତି; [QE][QS]ପୁଣି, ବୀରମାନଙ୍କ ମଧ୍ୟରୁ କେହି ଆପଣା ହସ୍ତ ପାଇ ନାହିଁ। [QE]
6. [QS]ହେ ଯାକୁବର ପରମେଶ୍ୱର, [QE][QS]ତୁମ୍ଭ ତର୍ଜ୍ଜନରେ ରଥ ଓ ଅଶ୍ୱ ମହାନିଦ୍ରିତ ହୋଇଅଛନ୍ତି। [QE]
7. [QS]ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର [QE][QS]ଓ ତୁମ୍ଭେ ଥରେ କ୍ରୋଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ ? [QE]
8. [QS]ତୁମ୍ଭେ ସ୍ୱର୍ଗରୁ ବିଚାରାଜ୍ଞା ଶୁଣାଇଲ; [QE][QS]ପରମେଶ୍ୱର ପୃଥିବୀର ନମ୍ର ଲୋକମାନଙ୍କୁ ପରିତ୍ରାଣ କରିବା ପାଇଁ [QE]
9. [QS]ବିଚାର କରିବାକୁ ଉଠିବା ବେଳେ [QE][QS]ପୃଥିବୀ ଭୀତ ଓ ନୀରବ ହେଲା। [ସେଲା] [QE]
10. [QS]ମନୁଷ୍ୟର କ୍ରୋଧ ନିତାନ୍ତ ତୁମ୍ଭର ପ୍ରଶଂସା କରିବ; [QE][QS]ତୁମ୍ଭେ କ୍ରୋଧର ଅବଶେଷ ଦ୍ୱାରା ଆପଣା କଟିବନ୍ଧନ କରିବ। [QE]
11. [QS]ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ମାନତ କରି ପୂର୍ଣ୍ଣ କର; [QE][QS]ଯେ ଭୟପାତ୍ର, ତାହାଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତେ ତାହାଙ୍କ ନିକଟକୁ ଦର୍ଶନୀ ଆଣନ୍ତୁ। [QE]
12. [QS]ସେ ଅଧିପତିମାନଙ୍କ ଗର୍ବ ଖର୍ବ କରନ୍ତି; [QE][QS]ସେ ଭୂପତିମାନଙ୍କ ପ୍ରତି ଭୟଙ୍କର ଅଟନ୍ତି। [QE]

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 76 / 150
ବିଜୟୀ ପରମେଶ୍ୱର 1 2 *ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ; ତାରଯୁକ୍ତ ବାଦ୍ୟଯନ୍ତ୍ରରେ ଆସଫର ଗୀତ। *ପରମେଶ୍ୱର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି; *ଇସ୍ରାଏଲ ମଧ୍ୟରେ ତାହାଙ୍କ ନାମ ମହତ। *ମଧ୍ୟ ଶାଲେମ୍‍ରେ[* ଶାଲେମ୍‍ରେ ଯିରୂଶାଲେମରେ ] ତାହାଙ୍କର ଆବାସ ଓ ସିୟୋନରେ ତାହାଙ୍କର ବାସସ୍ଥାନ। 3 ସେଠାରେ ସେ ଧନୁତୀରସବୁ, ଢାଲ, ଖଡ୍ଗ ଓ ଯୁଦ୍ଧ ଭଙ୍ଗ କଲେ। *ସେଲା 4 ମୃଗୟାର ପର୍ବତଗଣଠାରୁ ତୁମ୍ଭେ ତେଜୋମୟ ଓ ମହିମାନ୍ୱିତ। 5 ସାହସିକଚିତ୍ତମାନେ ଲୁଟିତ ହୋଇଅଛନ୍ତି, ସେମାନେ ନିଦ୍ରାରେ ନିଦ୍ରିତ ନିଦ୍ରାରେ ନିଦ୍ରିତ ଅର୍ଥାତ୍ ମରିଅଛନ୍ତି ହୋଇଅଛନ୍ତି; ପୁଣି, ବୀରମାନଙ୍କ ମଧ୍ୟରୁ କେହି ଆପଣା ହସ୍ତ ପାଇ ନାହିଁ। 6 ହେ ଯାକୁବର ପରମେଶ୍ୱର, ତୁମ୍ଭ ତର୍ଜ୍ଜନରେ ରଥ ଓ ଅଶ୍ୱ ମହାନିଦ୍ରିତ ହୋଇଅଛନ୍ତି। 7 ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର ଓ ତୁମ୍ଭେ ଥରେ କ୍ରୋଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ ? 8 ତୁମ୍ଭେ ସ୍ୱର୍ଗରୁ ବିଚାରାଜ୍ଞା ଶୁଣାଇଲ; ପରମେଶ୍ୱର ପୃଥିବୀର ନମ୍ର ଲୋକମାନଙ୍କୁ ପରିତ୍ରାଣ କରିବା ପାଇଁ 9 ବିଚାର କରିବାକୁ ଉଠିବା ବେଳେ ପୃଥିବୀ ଭୀତ ଓ ନୀରବ ହେଲା। *ସେଲା 10 ମନୁଷ୍ୟର କ୍ରୋଧ ନିତାନ୍ତ ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ୱାରା ଆପଣା କଟିବନ୍ଧନ କରିବ। 11 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ମାନତ କରି ପୂର୍ଣ୍ଣ କର; ଯେ ଭୟପାତ୍ର, ତାହାଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତେ ତାହାଙ୍କ ନିକଟକୁ ଦର୍ଶନୀ ଆଣନ୍ତୁ। 12 ସେ ଅଧିପତିମାନଙ୍କ ଗର୍ବ ଖର୍ବ କରନ୍ତି; ସେ ଭୂପତିମାନଙ୍କ ପ୍ରତି ଭୟଙ୍କର ଅଟନ୍ତି।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 76 / 150
×

Alert

×

Oriya Letters Keypad References