ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ ! [QBR] ତୁମ୍ଭେ ଆକାଶମଣ୍ଡଳ ଉପରେ ଆପଣା ଗୌରବ ସ୍ଥାପନ କରିଅଛ। [QBR]
2. ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ [QBR] ଆପଣା ବିପକ୍ଷଗଣ ସକାଶୁ [QBR] ଶିଶୁ ଓ ଦୁଗ୍ଧପୋଷ୍ୟମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ। [QBR]
3. ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ଡଳ, ତୁମ୍ଭର ନିରୂପିତ [QBR] ଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ,) [QBR]
4. ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ ? [QBR] ଓ ମାନବଜାତି [* ମାନବଜାତି ଏବ୍ରୀରେ ମନୁଷ୍ୟ ପୁତ୍ର] କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ ? [QBR]
5. ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ [† ଦୂତଗଣଙ୍କ କିମ୍ବା ପରମେଶ୍ୱର] ଅପେକ୍ଷା ଅଳ୍ପମାତ୍ର ନ୍ୟୁନ କରିଅଛ, [QBR] ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ। [QBR]
6. ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ୱ ଦେଇଅଛ; [QBR] ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ; [QBR]
7. ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ; [QBR]
8. ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ, [QBR] ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ। [QBR]
9. ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରଭୁ, [QBR] ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ। [PE]

Notes

No Verse Added

Total 150 Chapters, Current Chapter 8 of Total Chapters 150
ଗୀତସଂହିତା 8:3
1. ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ !
ତୁମ୍ଭେ ଆକାଶମଣ୍ଡଳ ଉପରେ ଆପଣା ଗୌରବ ସ୍ଥାପନ କରିଅଛ।
2. ତୁମ୍ଭେ ଶତ୍ରୁ ପ୍ରତିହିଂସକକୁ ଦମନ କରିବା ପାଇଁ
ଆପଣା ବିପକ୍ଷଗଣ ସକାଶୁ
ଶିଶୁ ଦୁଗ୍ଧପୋଷ୍ୟମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ।
3. ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ଡଳ, ତୁମ୍ଭର ନିରୂପିତ
ଚନ୍ଦ୍ର ନକ୍ଷତ୍ରଗଣକୁ ବିବେଚନା କଲେ (କହେ,)
4. ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ ?
ମାନବଜାତି * ମାନବଜାତି ଏବ୍ରୀରେ ମନୁଷ୍ୟ ପୁତ୍ର କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ ?
5. ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଦୂତଗଣଙ୍କ କିମ୍ବା ପରମେଶ୍ୱର ଅପେକ୍ଷା ଅଳ୍ପମାତ୍ର ନ୍ୟୁନ କରିଅଛ,
ଆଉ ଗୌରବ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ।
6. ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ୱ ଦେଇଅଛ;
ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ;
7. ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ;
8. ଆକାଶର ପକ୍ଷୀଗଣ ସମୁଦ୍ରର ମତ୍ସ୍ୟଗଣ,
ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ।
9. ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରଭୁ,
ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ। PE
Total 150 Chapters, Current Chapter 8 of Total Chapters 150
×

Alert

×

oriya Letters Keypad References