ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ପରମେଶ୍ୱର ସର୍ବୋପରିସ୍ଥ ରାଜା} [PS] ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ବସଅଛିନ୍ତି; [QBR] ସେ ଦେବତାମାନଙ୍କ [* ଦେବତାମାନଙ୍କ ଦୂତଗଣ କିଅବା ସ୍ବର୍ଗର ଆରାଧକମାନଙ୍କୁ] ବିଚାର କରନ୍ତି। [QBR]
2. ତୁମ୍ଭେମାନେ କେତେ କାଳ ଅନ୍ୟାୟ ବିଚାର କରିବ ? [QBR] ଓ ଦୁଷ୍ଟମାନଙ୍କର ମୁଖାପେକ୍ଷା କରିବ ? [ସେଲା] [QBR]
3. ତୁମ୍ଭେମାନେ ଦରିଦ୍ର ଓ ପିତୃହୀନମାନଙ୍କର ବିଚାର କର; [QBR] ଦୁଃଖୀ ଓ ଅକିଞ୍ଚନମାନଙ୍କ ପ୍ରତି ନ୍ୟାୟ ବ୍ୟବହାର କର। [QBR]
4. ଦରିଦ୍ର ଓ ଦୀନହୀନମାନଙ୍କୁ ରକ୍ଷା କର; [QBR] ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ଉଦ୍ଧାର କର। [QBR]
5. ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ; [QBR] ସେମାନେ ଅନ୍ଧକାରରେ ଏଣେତେଣେ ଭ୍ରମଣ କରନ୍ତି; [QBR] ପୃଥିବୀର ସକଳ ଭିତ୍ତିମୂଳ ବିଚଳିତ ହୁଏ। [QBR]
6. ମୁଁ କହିଲି, “ତୁମ୍ଭେମାନେ ଈଶ୍ୱରଗଣ ଓ [QBR] ତୁମ୍ଭେ ସମସ୍ତେ ସର୍ବୋପରିସ୍ଥଙ୍କ ସନ୍ତାନ। [QBR]
7. ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ ଓ [QBR] ଜଣେ ଅଧିପତି ତୁଲ୍ୟ ପତିତ ହେବ।” [QBR]
8. ହେ ପରମେଶ୍ୱର, ଉଠ, ପୃଥିବୀର ବିଚାର କର; [QBR] କାରଣ ତୁମ୍ଭେ ସବୁ ଗୋଷ୍ଠୀମାନଙ୍କୁ ଅଧିକାର କରିବ। [PE]

Notes

No Verse Added

Total 150 Chapters, Current Chapter 82 of Total Chapters 150
ଗୀତସଂହିତା 82
1. {ପରମେଶ୍ୱର ସର୍ବୋପରିସ୍ଥ ରାଜା} PS ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ବସଅଛିନ୍ତି;
ସେ ଦେବତାମାନଙ୍କ * ଦେବତାମାନଙ୍କ ଦୂତଗଣ କିଅବା ସ୍ବର୍ଗର ଆରାଧକମାନଙ୍କୁ ବିଚାର କରନ୍ତି।
2. ତୁମ୍ଭେମାନେ କେତେ କାଳ ଅନ୍ୟାୟ ବିଚାର କରିବ ?
ଦୁଷ୍ଟମାନଙ୍କର ମୁଖାପେକ୍ଷା କରିବ ? ସେଲା
3. ତୁମ୍ଭେମାନେ ଦରିଦ୍ର ପିତୃହୀନମାନଙ୍କର ବିଚାର କର;
ଦୁଃଖୀ ଅକିଞ୍ଚନମାନଙ୍କ ପ୍ରତି ନ୍ୟାୟ ବ୍ୟବହାର କର।
4. ଦରିଦ୍ର ଦୀନହୀନମାନଙ୍କୁ ରକ୍ଷା କର;
ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ଉଦ୍ଧାର କର।
5. ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ;
ସେମାନେ ଅନ୍ଧକାରରେ ଏଣେତେଣେ ଭ୍ରମଣ କରନ୍ତି;
ପୃଥିବୀର ସକଳ ଭିତ୍ତିମୂଳ ବିଚଳିତ ହୁଏ।
6. ମୁଁ କହିଲି, “ତୁମ୍ଭେମାନେ ଈଶ୍ୱରଗଣ
ତୁମ୍ଭେ ସମସ୍ତେ ସର୍ବୋପରିସ୍ଥଙ୍କ ସନ୍ତାନ।
7. ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ
ଜଣେ ଅଧିପତି ତୁଲ୍ୟ ପତିତ ହେବ।”
8. ହେ ପରମେଶ୍ୱର, ଉଠ, ପୃଥିବୀର ବିଚାର କର;
କାରଣ ତୁମ୍ଭେ ସବୁ ଗୋଷ୍ଠୀମାନଙ୍କୁ ଅଧିକାର କରିବ। PE
Total 150 Chapters, Current Chapter 82 of Total Chapters 150
×

Alert

×

oriya Letters Keypad References