ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#1ପରମେଶ୍ୱର ସର୍ବୋପରିସ୍ଥ ରାଜା } [QS]
2. [PS]*ଆସଫର ଗୀତ। *[PE][PBR]ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ବସଅଛିନ୍ତି; *[PE][QS]ସେ ଦେବତାମାନଙ୍କ[* ଦେବତାମାନଙ୍କ ଦୂତଗଣ କିଅବା ସ୍ବର୍ଗର ଆରାଧକମାନଙ୍କୁ ] ବିଚାର କରନ୍ତି। *[PE][QS]ତୁମ୍ଭେମାନେ କେତେ କାଳ ଅନ୍ୟାୟ ବିଚାର କରିବ ? [QE][QS]ଓ ଦୁଷ୍ଟମାନଙ୍କର ମୁଖାପେକ୍ଷା କରିବ ? [ସେଲା] [QE]
3. [QS]ତୁମ୍ଭେମାନେ ଦରିଦ୍ର ଓ ପିତୃହୀନମାନଙ୍କର ବିଚାର କର; [QE][QS]ଦୁଃଖୀ ଓ ଅକିଞ୍ଚନମାନଙ୍କ ପ୍ରତି ନ୍ୟାୟ ବ୍ୟବହାର କର। [QE]
4. [QS]ଦରିଦ୍ର ଓ ଦୀନହୀନମାନଙ୍କୁ ରକ୍ଷା କର; [QE][QS]ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ଉଦ୍ଧାର କର। [QE]
5. [QS]ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ; [QE][QS]ସେମାନେ ଅନ୍ଧକାରରେ ଏଣେତେଣେ ଭ୍ରମଣ କରନ୍ତି; [QE][QS]ପୃଥିବୀର ସକଳ ଭିତ୍ତିମୂଳ ବିଚଳିତ ହୁଏ। [QE]
6. [QS]ମୁଁ କହିଲି, “ତୁମ୍ଭେମାନେ ଈଶ୍ୱରଗଣ ଓ [QE][QS]ତୁମ୍ଭେ ସମସ୍ତେ ସର୍ବୋପରିସ୍ଥଙ୍କ ସନ୍ତାନ। [QE]
7. [QS]ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ ଓ [QE][QS]ଜଣେ ଅଧିପତି ତୁଲ୍ୟ ପତିତ ହେବ।” [QE]
8. [QS]ହେ ପରମେଶ୍ୱର, ଉଠ, ପୃଥିବୀର ବିଚାର କର; [QE][QS]କାରଣ ତୁମ୍ଭେ ସବୁ ଗୋଷ୍ଠୀମାନଙ୍କୁ ଅଧିକାର କରିବ। [QE]

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 82 / 150
ପରମେଶ୍ୱର ସର୍ବୋପରିସ୍ଥ ରାଜା 1 2 *ଆସଫର ଗୀତ। *ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ବସଅଛିନ୍ତି; *ସେ ଦେବତାମାନଙ୍କ* ଦେବତାମାନଙ୍କ ଦୂତଗଣ କିଅବା ସ୍ବର୍ଗର ଆରାଧକମାନଙ୍କୁ ବିଚାର କରନ୍ତି। *ତୁମ୍ଭେମାନେ କେତେ କାଳ ଅନ୍ୟାୟ ବିଚାର କରିବ ? ଓ ଦୁଷ୍ଟମାନଙ୍କର ମୁଖାପେକ୍ଷା କରିବ ? *ସେଲା 3 ତୁମ୍ଭେମାନେ ଦରିଦ୍ର ଓ ପିତୃହୀନମାନଙ୍କର ବିଚାର କର; ଦୁଃଖୀ ଓ ଅକିଞ୍ଚନମାନଙ୍କ ପ୍ରତି ନ୍ୟାୟ ବ୍ୟବହାର କର। 4 ଦରିଦ୍ର ଓ ଦୀନହୀନମାନଙ୍କୁ ରକ୍ଷା କର; ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ଉଦ୍ଧାର କର। 5 ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ; ସେମାନେ ଅନ୍ଧକାରରେ ଏଣେତେଣେ ଭ୍ରମଣ କରନ୍ତି; ପୃଥିବୀର ସକଳ ଭିତ୍ତିମୂଳ ବିଚଳିତ ହୁଏ। 6 ମୁଁ କହିଲି, “ତୁମ୍ଭେମାନେ ଈଶ୍ୱରଗଣ ଓ ତୁମ୍ଭେ ସମସ୍ତେ ସର୍ବୋପରିସ୍ଥଙ୍କ ସନ୍ତାନ। 7 ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ ଓ ଜଣେ ଅଧିପତି ତୁଲ୍ୟ ପତିତ ହେବ।” 8 ହେ ପରମେଶ୍ୱର, ଉଠ, ପୃଥିବୀର ବିଚାର କର; କାରଣ ତୁମ୍ଭେ ସବୁ ଗୋଷ୍ଠୀମାନଙ୍କୁ ଅଧିକାର କରିବ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 82 / 150
×

Alert

×

Oriya Letters Keypad References