ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ପରମେଶ୍ୱର ସର୍ବୋପରିସ୍ଥ ରାଜା} [PS] ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ବସଅଛିନ୍ତି; [QBR] ସେ ଦେବତାମାନଙ୍କ [* ଦେବତାମାନଙ୍କ ଦୂତଗଣ କିଅବା ସ୍ବର୍ଗର ଆରାଧକମାନଙ୍କୁ] ବିଚାର କରନ୍ତି। [QBR]
2. ତୁମ୍ଭେମାନେ କେତେ କାଳ ଅନ୍ୟାୟ ବିଚାର କରିବ ? [QBR] ଓ ଦୁଷ୍ଟମାନଙ୍କର ମୁଖାପେକ୍ଷା କରିବ ? [ସେଲା] [QBR]
3. ତୁମ୍ଭେମାନେ ଦରିଦ୍ର ଓ ପିତୃହୀନମାନଙ୍କର ବିଚାର କର; [QBR] ଦୁଃଖୀ ଓ ଅକିଞ୍ଚନମାନଙ୍କ ପ୍ରତି ନ୍ୟାୟ ବ୍ୟବହାର କର। [QBR]
4. ଦରିଦ୍ର ଓ ଦୀନହୀନମାନଙ୍କୁ ରକ୍ଷା କର; [QBR] ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ଉଦ୍ଧାର କର। [QBR]
5. ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ; [QBR] ସେମାନେ ଅନ୍ଧକାରରେ ଏଣେତେଣେ ଭ୍ରମଣ କରନ୍ତି; [QBR] ପୃଥିବୀର ସକଳ ଭିତ୍ତିମୂଳ ବିଚଳିତ ହୁଏ। [QBR]
6. ମୁଁ କହିଲି, “ତୁମ୍ଭେମାନେ ଈଶ୍ୱରଗଣ ଓ [QBR] ତୁମ୍ଭେ ସମସ୍ତେ ସର୍ବୋପରିସ୍ଥଙ୍କ ସନ୍ତାନ। [QBR]
7. ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ ଓ [QBR] ଜଣେ ଅଧିପତି ତୁଲ୍ୟ ପତିତ ହେବ।” [QBR]
8. ହେ ପରମେଶ୍ୱର, ଉଠ, ପୃଥିବୀର ବିଚାର କର; [QBR] କାରଣ ତୁମ୍ଭେ ସବୁ ଗୋଷ୍ଠୀମାନଙ୍କୁ ଅଧିକାର କରିବ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 82 / 150
ଗୀତସଂହିତା 82:77
ପରମେଶ୍ୱର ସର୍ବୋପରିସ୍ଥ ରାଜା 1 ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ବସଅଛିନ୍ତି; ସେ ଦେବତାମାନଙ୍କ * ଦେବତାମାନଙ୍କ ଦୂତଗଣ କିଅବା ସ୍ବର୍ଗର ଆରାଧକମାନଙ୍କୁ ବିଚାର କରନ୍ତି। 2 ତୁମ୍ଭେମାନେ କେତେ କାଳ ଅନ୍ୟାୟ ବିଚାର କରିବ ? ଓ ଦୁଷ୍ଟମାନଙ୍କର ମୁଖାପେକ୍ଷା କରିବ ? *ସେଲା 3 ତୁମ୍ଭେମାନେ ଦରିଦ୍ର ଓ ପିତୃହୀନମାନଙ୍କର ବିଚାର କର; ଦୁଃଖୀ ଓ ଅକିଞ୍ଚନମାନଙ୍କ ପ୍ରତି ନ୍ୟାୟ ବ୍ୟବହାର କର। 4 ଦରିଦ୍ର ଓ ଦୀନହୀନମାନଙ୍କୁ ରକ୍ଷା କର; ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ଉଦ୍ଧାର କର। 5 ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ; ସେମାନେ ଅନ୍ଧକାରରେ ଏଣେତେଣେ ଭ୍ରମଣ କରନ୍ତି; ପୃଥିବୀର ସକଳ ଭିତ୍ତିମୂଳ ବିଚଳିତ ହୁଏ। 6 ମୁଁ କହିଲି, “ତୁମ୍ଭେମାନେ ଈଶ୍ୱରଗଣ ଓ ତୁମ୍ଭେ ସମସ୍ତେ ସର୍ବୋପରିସ୍ଥଙ୍କ ସନ୍ତାନ। 7 ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ ଓ ଜଣେ ଅଧିପତି ତୁଲ୍ୟ ପତିତ ହେବ।” 8 ହେ ପରମେଶ୍ୱର, ଉଠ, ପୃଥିବୀର ବିଚାର କର; କାରଣ ତୁମ୍ଭେ ସବୁ ଗୋଷ୍ଠୀମାନଙ୍କୁ ଅଧିକାର କରିବ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 82 / 150
Common Bible Languages
West Indian Languages
×

Alert

×

oriya Letters Keypad References