ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ଜାତିର ମଙ୍ଗଳାର୍ଥେ ପ୍ରାର୍ଥନା } [QS]
2. [PS]*ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ଗୀତ। *[PE][PBR]ହେ ସଦାପ୍ରଭୁ, ତୁମ୍ଭେ ନିଜ ଦେଶ ପ୍ରତି ପ୍ରସନ୍ନ ହୋଇଅଛ; *[PE][QS]ତୁମ୍ଭେ ଯାକୁବର ବନ୍ଦୀଦଶା ଫେରାଇଅଛ। *[PE][QS]ତୁମ୍ଭେ ଆପଣା ଲୋକମାନଙ୍କ ଅପରାଧ କ୍ଷମା କରିଅଛ, [QE][QS]ତୁମ୍ଭେ ସେମାନଙ୍କ ପାପସବୁ ଆଚ୍ଛାଦନ କରିଅଛ। [ସେଲା] [QE]
3. [QS]ତୁମ୍ଭେ ଆପଣା ସମସ୍ତ କୋପରୁ ନିବୃତ୍ତ ହୋଇଅଛ; [QE][QS]ତୁମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତାରୁ ବିମୁଖ ହୋଇଅଛ। [QE]
4. [QS]ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ [QE][QS]ଓ ଆମ୍ଭମାନଙ୍କ ପ୍ରତି ତୁମ୍ଭ ବିରକ୍ତି ନିବୃତ୍ତ କର। [QE]
5. [QS]ତୁମ୍ଭେ କି ସଦାକାଳ ଆମ୍ଭମାନଙ୍କ ଉପରେ କ୍ରୁଦ୍ଧ ହେବ ? [QE][QS]ତୁମ୍ଭେ କି ପୁରୁଷ-ପରମ୍ପରା ପ୍ରତି ଆପଣା କ୍ରୋଧ ରଖିଥିବ ? [QE]
6. [QS]ତୁମ୍ଭର ଲୋକମାନେ ଯେପରି ତୁମ୍ଭଠାରେ ଆନନ୍ଦ କରିବେ, [QE][QS]ଏଥିପାଇଁ ତୁମ୍ଭେ କି ପୁନର୍ବାର ଆମ୍ଭମାନଙ୍କୁ ସଜୀବ କରିବ ନାହିଁ ? [QE]
7. [QS]ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଆପଣା ଦୟା ପ୍ରକାଶ କର [QE][QS]ଓ ଆମ୍ଭମାନଙ୍କୁ ତୁମ୍ଭ ପରିତ୍ରାଣ ପ୍ରଦାନ କର। [QE]
8. [QS]ସଦାପ୍ରଭୁ ପରମେଶ୍ୱର ଯାହା କହିବେ, ତାହା ଆମ୍ଭେ ଶୁଣିବୁ; [QE][QS]କାରଣ ସେ ଆପଣା ଲୋକମାନଙ୍କୁ ଓ ଆପଣା ସଦ୍‍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ; [QE][QS]ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ନ ଫେରନ୍ତୁ। [QE]
9. [QS]ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ, [QE][QS]ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି। [QE]
10. [QS]ଦୟା ଓ ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି; [QE][QS]ଧର୍ମ ଓ ଶାନ୍ତି ପରସ୍ପର ଚୁମ୍ବନ କରିଅଛନ୍ତି। [QE]
11. [QS]ପୃଥିବୀରୁ ସତ୍ୟତା ଅଙ୍କୁରିତ ହେଉଅଛି; [QE][QS]ପୁଣି, ଧାର୍ମିକତା ସ୍ୱର୍ଗରୁ ଦୃଷ୍ଟିପାତ କରିଅଛି। [QE]
12. [QS]ସଦାପ୍ରଭୁ ମଙ୍ଗଳ ପ୍ରଦାନ କରିବେ; [QE][QS]ତହିଁରେ ଆମ୍ଭମାନଙ୍କ ଦେଶ ଫଳ ଉତ୍ପନ୍ନ କରିବ। [QE]
13. [QS]ଧର୍ମ ତାହାଙ୍କର ଆଗେ ଆଗେ ଯିବ ଓ [QE][QS]ତାହାଙ୍କ ପଦଚିହ୍ନକୁ ଗମନର ପଥ କରିବ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 85 / 150
ଜାତିର ମଙ୍ଗଳାର୍ଥେ ପ୍ରାର୍ଥନା 1 2 *ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ଗୀତ। *ହେ ସଦାପ୍ରଭୁ, ତୁମ୍ଭେ ନିଜ ଦେଶ ପ୍ରତି ପ୍ରସନ୍ନ ହୋଇଅଛ; *ତୁମ୍ଭେ ଯାକୁବର ବନ୍ଦୀଦଶା ଫେରାଇଅଛ। *ତୁମ୍ଭେ ଆପଣା ଲୋକମାନଙ୍କ ଅପରାଧ କ୍ଷମା କରିଅଛ, ତୁମ୍ଭେ ସେମାନଙ୍କ ପାପସବୁ ଆଚ୍ଛାଦନ କରିଅଛ। *ସେଲା 3 ତୁମ୍ଭେ ଆପଣା ସମସ୍ତ କୋପରୁ ନିବୃତ୍ତ ହୋଇଅଛ; ତୁମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତାରୁ ବିମୁଖ ହୋଇଅଛ। 4 ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆମ୍ଭମାନଙ୍କ ପ୍ରତି ତୁମ୍ଭ ବିରକ୍ତି ନିବୃତ୍ତ କର। 5 ତୁମ୍ଭେ କି ସଦାକାଳ ଆମ୍ଭମାନଙ୍କ ଉପରେ କ୍ରୁଦ୍ଧ ହେବ ? ତୁମ୍ଭେ କି ପୁରୁଷ-ପରମ୍ପରା ପ୍ରତି ଆପଣା କ୍ରୋଧ ରଖିଥିବ ? 6 ତୁମ୍ଭର ଲୋକମାନେ ଯେପରି ତୁମ୍ଭଠାରେ ଆନନ୍ଦ କରିବେ, ଏଥିପାଇଁ ତୁମ୍ଭେ କି ପୁନର୍ବାର ଆମ୍ଭମାନଙ୍କୁ ସଜୀବ କରିବ ନାହିଁ ? 7 ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଆପଣା ଦୟା ପ୍ରକାଶ କର ଓ ଆମ୍ଭମାନଙ୍କୁ ତୁମ୍ଭ ପରିତ୍ରାଣ ପ୍ରଦାନ କର। 8 ସଦାପ୍ରଭୁ ପରମେଶ୍ୱର ଯାହା କହିବେ, ତାହା ଆମ୍ଭେ ଶୁଣିବୁ; କାରଣ ସେ ଆପଣା ଲୋକମାନଙ୍କୁ ଓ ଆପଣା ସଦ୍‍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ; ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ନ ଫେରନ୍ତୁ। 9 ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ, ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି। 10 ଦୟା ଓ ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି; ଧର୍ମ ଓ ଶାନ୍ତି ପରସ୍ପର ଚୁମ୍ବନ କରିଅଛନ୍ତି। 11 ପୃଥିବୀରୁ ସତ୍ୟତା ଅଙ୍କୁରିତ ହେଉଅଛି; ପୁଣି, ଧାର୍ମିକତା ସ୍ୱର୍ଗରୁ ଦୃଷ୍ଟିପାତ କରିଅଛି। 12 ସଦାପ୍ରଭୁ ମଙ୍ଗଳ ପ୍ରଦାନ କରିବେ; ତହିଁରେ ଆମ୍ଭମାନଙ୍କ ଦେଶ ଫଳ ଉତ୍ପନ୍ନ କରିବ। 13 ଧର୍ମ ତାହାଙ୍କର ଆଗେ ଆଗେ ଯିବ ଓ ତାହାଙ୍କ ପଦଚିହ୍ନକୁ ଗମନର ପଥ କରିବ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 85 / 150
×

Alert

×

Oriya Letters Keypad References