ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ଜାତିର ମଙ୍ଗଳାର୍ଥେ ପ୍ରାର୍ଥନା} [PS] ହେ ସଦାପ୍ରଭୁ, ତୁମ୍ଭେ ନିଜ ଦେଶ ପ୍ରତି ପ୍ରସନ୍ନ ହୋଇଅଛ; [QBR] ତୁମ୍ଭେ ଯାକୁବର ବନ୍ଦୀଦଶା ଫେରାଇଅଛ। [QBR]
2. ତୁମ୍ଭେ ଆପଣା ଲୋକମାନଙ୍କ ଅପରାଧ କ୍ଷମା କରିଅଛ, [QBR] ତୁମ୍ଭେ ସେମାନଙ୍କ ପାପସବୁ ଆଚ୍ଛାଦନ କରିଅଛ। [ସେଲା] [QBR]
3. ତୁମ୍ଭେ ଆପଣା ସମସ୍ତ କୋପରୁ ନିବୃତ୍ତ ହୋଇଅଛ; [QBR] ତୁମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତାରୁ ବିମୁଖ ହୋଇଅଛ। [QBR]
4. ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ [QBR] ଓ ଆମ୍ଭମାନଙ୍କ ପ୍ରତି ତୁମ୍ଭ ବିରକ୍ତି ନିବୃତ୍ତ କର। [QBR]
5. ତୁମ୍ଭେ କି ସଦାକାଳ ଆମ୍ଭମାନଙ୍କ ଉପରେ କ୍ରୁଦ୍ଧ ହେବ ? [QBR] ତୁମ୍ଭେ କି ପୁରୁଷ-ପରମ୍ପରା ପ୍ରତି ଆପଣା କ୍ରୋଧ ରଖିଥିବ ? [QBR]
6. ତୁମ୍ଭର ଲୋକମାନେ ଯେପରି ତୁମ୍ଭଠାରେ ଆନନ୍ଦ କରିବେ, [QBR] ଏଥିପାଇଁ ତୁମ୍ଭେ କି ପୁନର୍ବାର ଆମ୍ଭମାନଙ୍କୁ ସଜୀବ କରିବ ନାହିଁ ? [QBR]
7. ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଆପଣା ଦୟା ପ୍ରକାଶ କର [QBR] ଓ ଆମ୍ଭମାନଙ୍କୁ ତୁମ୍ଭ ପରିତ୍ରାଣ ପ୍ରଦାନ କର। [QBR]
8. ସଦାପ୍ରଭୁ ପରମେଶ୍ୱର ଯାହା କହିବେ, ତାହା ଆମ୍ଭେ ଶୁଣିବୁ; [QBR] କାରଣ ସେ ଆପଣା ଲୋକମାନଙ୍କୁ ଓ ଆପଣା ସଦ୍‍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ; [QBR] ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ନ ଫେରନ୍ତୁ। [QBR]
9. ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ, [QBR] ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି। [QBR]
10. ଦୟା ଓ ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି; [QBR] ଧର୍ମ ଓ ଶାନ୍ତି ପରସ୍ପର ଚୁମ୍ବନ କରିଅଛନ୍ତି। [QBR]
11. ପୃଥିବୀରୁ ସତ୍ୟତା ଅଙ୍କୁରିତ ହେଉଅଛି; [QBR] ପୁଣି, ଧାର୍ମିକତା ସ୍ୱର୍ଗରୁ ଦୃଷ୍ଟିପାତ କରିଅଛି। [QBR]
12. ସଦାପ୍ରଭୁ ମଙ୍ଗଳ ପ୍ରଦାନ କରିବେ; [QBR] ତହିଁରେ ଆମ୍ଭମାନଙ୍କ ଦେଶ ଫଳ ଉତ୍ପନ୍ନ କରିବ। [QBR]
13. ଧର୍ମ ତାହାଙ୍କର ଆଗେ ଆଗେ ଯିବ ଓ [QBR] ତାହାଙ୍କ ପଦଚିହ୍ନକୁ ଗମନର ପଥ କରିବ। [PE]

Notes

No Verse Added

Total 150 Chapters, Current Chapter 85 of Total Chapters 150
ଗୀତସଂହିତା 85:7
1. {ଜାତିର ମଙ୍ଗଳାର୍ଥେ ପ୍ରାର୍ଥନା} PS ହେ ସଦାପ୍ରଭୁ, ତୁମ୍ଭେ ନିଜ ଦେଶ ପ୍ରତି ପ୍ରସନ୍ନ ହୋଇଅଛ;
ତୁମ୍ଭେ ଯାକୁବର ବନ୍ଦୀଦଶା ଫେରାଇଅଛ।
2. ତୁମ୍ଭେ ଆପଣା ଲୋକମାନଙ୍କ ଅପରାଧ କ୍ଷମା କରିଅଛ,
ତୁମ୍ଭେ ସେମାନଙ୍କ ପାପସବୁ ଆଚ୍ଛାଦନ କରିଅଛ। ସେଲା
3. ତୁମ୍ଭେ ଆପଣା ସମସ୍ତ କୋପରୁ ନିବୃତ୍ତ ହୋଇଅଛ;
ତୁମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତାରୁ ବିମୁଖ ହୋଇଅଛ।
4. ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ
ଆମ୍ଭମାନଙ୍କ ପ୍ରତି ତୁମ୍ଭ ବିରକ୍ତି ନିବୃତ୍ତ କର।
5. ତୁମ୍ଭେ କି ସଦାକାଳ ଆମ୍ଭମାନଙ୍କ ଉପରେ କ୍ରୁଦ୍ଧ ହେବ ?
ତୁମ୍ଭେ କି ପୁରୁଷ-ପରମ୍ପରା ପ୍ରତି ଆପଣା କ୍ରୋଧ ରଖିଥିବ ?
6. ତୁମ୍ଭର ଲୋକମାନେ ଯେପରି ତୁମ୍ଭଠାରେ ଆନନ୍ଦ କରିବେ,
ଏଥିପାଇଁ ତୁମ୍ଭେ କି ପୁନର୍ବାର ଆମ୍ଭମାନଙ୍କୁ ସଜୀବ କରିବ ନାହିଁ ?
7. ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଆପଣା ଦୟା ପ୍ରକାଶ କର
ଆମ୍ଭମାନଙ୍କୁ ତୁମ୍ଭ ପରିତ୍ରାଣ ପ୍ରଦାନ କର।
8. ସଦାପ୍ରଭୁ ପରମେଶ୍ୱର ଯାହା କହିବେ, ତାହା ଆମ୍ଭେ ଶୁଣିବୁ;
କାରଣ ସେ ଆପଣା ଲୋକମାନଙ୍କୁ ଆପଣା ସଦ୍‍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ;
ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ଫେରନ୍ତୁ।
9. ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ,
ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି।
10. ଦୟା ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି;
ଧର୍ମ ଶାନ୍ତି ପରସ୍ପର ଚୁମ୍ବନ କରିଅଛନ୍ତି।
11. ପୃଥିବୀରୁ ସତ୍ୟତା ଅଙ୍କୁରିତ ହେଉଅଛି;
ପୁଣି, ଧାର୍ମିକତା ସ୍ୱର୍ଗରୁ ଦୃଷ୍ଟିପାତ କରିଅଛି।
12. ସଦାପ୍ରଭୁ ମଙ୍ଗଳ ପ୍ରଦାନ କରିବେ;
ତହିଁରେ ଆମ୍ଭମାନଙ୍କ ଦେଶ ଫଳ ଉତ୍ପନ୍ନ କରିବ।
13. ଧର୍ମ ତାହାଙ୍କର ଆଗେ ଆଗେ ଯିବ
ତାହାଙ୍କ ପଦଚିହ୍ନକୁ ଗମନର ପଥ କରିବ। PE
Total 150 Chapters, Current Chapter 85 of Total Chapters 150
×

Alert

×

oriya Letters Keypad References