ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ଯିରୂଶାଲମର ପ୍ରଶଂସା } [QS]
2. [PS]*ଗୀତ; କୋରହ-ସନ୍ତାନଗଣର ଗୀତ। *[PE][PBR]ତାହାଙ୍କ ଭିତ୍ତିମୂଳ ପବିତ୍ର ପର୍ବତ ଉପରେ ସ୍ଥାପିତ। *[PE][QS]ସଦାପ୍ରଭୁ ଯାକୁବର ସମସ୍ତ ବାସସ୍ଥାନ ଅପେକ୍ଷା [QE][QS]ସିୟୋନର ଦ୍ୱାରସମୂହକୁ ଅଧିକ ସ୍ନେହ କରନ୍ତି। [QE]
3. [QS]ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ନାନାବିଧ ଗୌରବର କଥା କଥିତ ଅଛି। [ସେଲା] [QE]
4. [QS]ମୋ’ ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି; [QE][QS]ପଲେଷ୍ଟୀୟା, ସୋର ଓ କୂଶକୁ ଦେଖ; [QE][QS]ଏହି ଜଣ ସେଠାରେ ଜାତ ହେଲା। [QE]
5. [QS]ଆହୁରି, ସିୟୋନ ବିଷୟରେ କୁହାଯିବ, “ଏଜଣ ଓ ସେଜଣ ତହିଁ ମଧ୍ୟରେ ଜାତ ହେଲେ; [QE][QS]ପୁଣି, ସର୍ବୋପରିସ୍ଥ ସ୍ୱୟଂ ତାହା ସୁସ୍ଥିର କରିବେ।” [QE]
6. [QS]ସଦାପ୍ରଭୁ ଗୋଷ୍ଠୀବର୍ଗର ନାମ ଲେଖିବା ସମୟରେ, [QE][QS]“ଏଜଣ ସେଠାରେ ଜାତ ହେଲା ବୋଲି ଗଣନା କରିବେ।” [ସେଲା] [QE]
7. [QS]ଗାୟକ ଓ ନର୍ତ୍ତକମାନେ କହିବେ, [QE][QS]“ମୋହର ସବୁ ଝର ତୁମ୍ଭଠାରେ ଅଛି।” [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 87 / 150
ଯିରୂଶାଲମର ପ୍ରଶଂସା 1 2 *ଗୀତ; କୋରହ-ସନ୍ତାନଗଣର ଗୀତ। *ତାହାଙ୍କ ଭିତ୍ତିମୂଳ ପବିତ୍ର ପର୍ବତ ଉପରେ ସ୍ଥାପିତ। *ସଦାପ୍ରଭୁ ଯାକୁବର ସମସ୍ତ ବାସସ୍ଥାନ ଅପେକ୍ଷା ସିୟୋନର ଦ୍ୱାରସମୂହକୁ ଅଧିକ ସ୍ନେହ କରନ୍ତି। 3 ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ନାନାବିଧ ଗୌରବର କଥା କଥିତ ଅଛି। *ସେଲା 4 ମୋ’ ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି; ପଲେଷ୍ଟୀୟା, ସୋର ଓ କୂଶକୁ ଦେଖ; ଏହି ଜଣ ସେଠାରେ ଜାତ ହେଲା। 5 ଆହୁରି, ସିୟୋନ ବିଷୟରେ କୁହାଯିବ, “ଏଜଣ ଓ ସେଜଣ ତହିଁ ମଧ୍ୟରେ ଜାତ ହେଲେ; ପୁଣି, ସର୍ବୋପରିସ୍ଥ ସ୍ୱୟଂ ତାହା ସୁସ୍ଥିର କରିବେ।” 6 ସଦାପ୍ରଭୁ ଗୋଷ୍ଠୀବର୍ଗର ନାମ ଲେଖିବା ସମୟରେ, “ଏଜଣ ସେଠାରେ ଜାତ ହେଲା ବୋଲି ଗଣନା କରିବେ।” *ସେଲା 7 ଗାୟକ ଓ ନର୍ତ୍ତକମାନେ କହିବେ, “ମୋହର ସବୁ ଝର ତୁମ୍ଭଠାରେ ଅଛି।”
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 87 / 150
×

Alert

×

Oriya Letters Keypad References