ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ଯିରୂଶାଲମର ପ୍ରଶଂସା} [PS] ତାହାଙ୍କ ଭିତ୍ତିମୂଳ ପବିତ୍ର ପର୍ବତ ଉପରେ ସ୍ଥାପିତ। [QBR]
2. ସଦାପ୍ରଭୁ ଯାକୁବର ସମସ୍ତ ବାସସ୍ଥାନ ଅପେକ୍ଷା [QBR] ସିୟୋନର ଦ୍ୱାରସମୂହକୁ ଅଧିକ ସ୍ନେହ କରନ୍ତି। [QBR]
3. ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ନାନାବିଧ ଗୌରବର କଥା କଥିତ ଅଛି। [ସେଲା] [QBR]
4. ମୋ’ ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି; [QBR] ପଲେଷ୍ଟୀୟା, ସୋର ଓ କୂଶକୁ ଦେଖ; [QBR] ଏହି ଜଣ ସେଠାରେ ଜାତ ହେଲା। [QBR]
5. ଆହୁରି, ସିୟୋନ ବିଷୟରେ କୁହାଯିବ, “ଏଜଣ ଓ ସେଜଣ ତହିଁ ମଧ୍ୟରେ ଜାତ ହେଲେ; [QBR] ପୁଣି, ସର୍ବୋପରିସ୍ଥ ସ୍ୱୟଂ ତାହା ସୁସ୍ଥିର କରିବେ।” [QBR]
6. ସଦାପ୍ରଭୁ ଗୋଷ୍ଠୀବର୍ଗର ନାମ ଲେଖିବା ସମୟରେ, [QBR] “ଏଜଣ ସେଠାରେ ଜାତ ହେଲା ବୋଲି ଗଣନା କରିବେ।” [ସେଲା] [QBR]
7. ଗାୟକ ଓ ନର୍ତ୍ତକମାନେ କହିବେ, [QBR] “ମୋହର ସବୁ ଝର ତୁମ୍ଭଠାରେ ଅଛି।” [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 87 / 150
ଗୀତସଂହିତା 87:84
ଯିରୂଶାଲମର ପ୍ରଶଂସା 1 ତାହାଙ୍କ ଭିତ୍ତିମୂଳ ପବିତ୍ର ପର୍ବତ ଉପରେ ସ୍ଥାପିତ। 2 ସଦାପ୍ରଭୁ ଯାକୁବର ସମସ୍ତ ବାସସ୍ଥାନ ଅପେକ୍ଷା ସିୟୋନର ଦ୍ୱାରସମୂହକୁ ଅଧିକ ସ୍ନେହ କରନ୍ତି। 3 ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ନାନାବିଧ ଗୌରବର କଥା କଥିତ ଅଛି। *ସେଲା 4 ମୋ’ ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି; ପଲେଷ୍ଟୀୟା, ସୋର ଓ କୂଶକୁ ଦେଖ; ଏହି ଜଣ ସେଠାରେ ଜାତ ହେଲା। 5 ଆହୁରି, ସିୟୋନ ବିଷୟରେ କୁହାଯିବ, “ଏଜଣ ଓ ସେଜଣ ତହିଁ ମଧ୍ୟରେ ଜାତ ହେଲେ; ପୁଣି, ସର୍ବୋପରିସ୍ଥ ସ୍ୱୟଂ ତାହା ସୁସ୍ଥିର କରିବେ।” 6 ସଦାପ୍ରଭୁ ଗୋଷ୍ଠୀବର୍ଗର ନାମ ଲେଖିବା ସମୟରେ, “ଏଜଣ ସେଠାରେ ଜାତ ହେଲା ବୋଲି ଗଣନା କରିବେ।” *ସେଲା 7 ଗାୟକ ଓ ନର୍ତ୍ତକମାନେ କହିବେ, “ମୋହର ସବୁ ଝର ତୁମ୍ଭଠାରେ ଅଛି।”
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 87 / 150
Common Bible Languages
West Indian Languages
×

Alert

×

oriya Letters Keypad References