ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସଦାପ୍ରଭୁ ହିଁ ରାଜା} [PS] ସଦାପ୍ରଭୁ ରାଜ୍ୟ କରନ୍ତି; ସେ ମହିମାରେ ବସ୍ତ୍ରାନ୍ୱିତ; [QBR] ସଦାପ୍ରଭୁ ବସ୍ତ୍ରାନ୍ୱିତ ହୋଇ ବଳରେ ଆପଣା କଟି ବାନ୍ଧି ଅଛନ୍ତି; [QBR] ଜଗତ ମଧ୍ୟ ଏପରି ସ୍ଥାପିତ ଯେ, ତାହା ବିଚଳିତ ହୋଇ ନ ପାରେ। [QBR]
2. ତୁମ୍ଭ ସିଂହାସନ ପୂର୍ବଠାରୁ ସ୍ଥାପିତ; [QBR] ତୁମ୍ଭେ ଅନାଦି କାଳରୁ ବିଦ୍ୟମାନ। [QBR]
3. ହେ ସଦାପ୍ରଭୁ, ନଦୀସକଳ ବଢ଼ି ଉଠିଅଛନ୍ତି, [QBR] ନଦୀସବୁ ଆପଣା ଆପଣା ଧ୍ୱନି ଉଠାଇ ଅଛନ୍ତି; [QBR] ନଦୀସବୁ ଆପଣା ଆପଣା ତରଙ୍ଗ ଉଠାନ୍ତି। [QBR]
4. ଜଳରାଶିର ଧ୍ୱନି ଓ [QBR] ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା [QBR] ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ। [QBR]
5. ତୁମ୍ଭର ପ୍ରମାଣ-ବାକ୍ୟ ଅତି ନିଶ୍ଚିତ; [QBR] ହେ ସଦାପ୍ରଭୁ, ପବିତ୍ରତା ସର୍ବଦା ତୁମ୍ଭ ଗୃହର ଶୋଭା। [PE]

Notes

No Verse Added

Total 150 Chapters, Current Chapter 93 of Total Chapters 150
ଗୀତସଂହିତା 93:143
1. {ସଦାପ୍ରଭୁ ହିଁ ରାଜା} PS ସଦାପ୍ରଭୁ ରାଜ୍ୟ କରନ୍ତି; ସେ ମହିମାରେ ବସ୍ତ୍ରାନ୍ୱିତ;
ସଦାପ୍ରଭୁ ବସ୍ତ୍ରାନ୍ୱିତ ହୋଇ ବଳରେ ଆପଣା କଟି ବାନ୍ଧି ଅଛନ୍ତି;
ଜଗତ ମଧ୍ୟ ଏପରି ସ୍ଥାପିତ ଯେ, ତାହା ବିଚଳିତ ହୋଇ ପାରେ।
2. ତୁମ୍ଭ ସିଂହାସନ ପୂର୍ବଠାରୁ ସ୍ଥାପିତ;
ତୁମ୍ଭେ ଅନାଦି କାଳରୁ ବିଦ୍ୟମାନ।
3. ହେ ସଦାପ୍ରଭୁ, ନଦୀସକଳ ବଢ଼ି ଉଠିଅଛନ୍ତି,
ନଦୀସବୁ ଆପଣା ଆପଣା ଧ୍ୱନି ଉଠାଇ ଅଛନ୍ତି;
ନଦୀସବୁ ଆପଣା ଆପଣା ତରଙ୍ଗ ଉଠାନ୍ତି।
4. ଜଳରାଶିର ଧ୍ୱନି
ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା
ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ।
5. ତୁମ୍ଭର ପ୍ରମାଣ-ବାକ୍ୟ ଅତି ନିଶ୍ଚିତ;
ହେ ସଦାପ୍ରଭୁ, ପବିତ୍ରତା ସର୍ବଦା ତୁମ୍ଭ ଗୃହର ଶୋଭା। PE
Total 150 Chapters, Current Chapter 93 of Total Chapters 150
×

Alert

×

oriya Letters Keypad References