ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ସଦାପ୍ରଭୁ ହିଁ ରାଜା } [QS]ସଦାପ୍ରଭୁ ରାଜ୍ୟ କରନ୍ତି; ସେ ମହିମାରେ ବସ୍ତ୍ରାନ୍ୱିତ; [QE][QS]ସଦାପ୍ରଭୁ ବସ୍ତ୍ରାନ୍ୱିତ ହୋଇ ବଳରେ ଆପଣା କଟି ବାନ୍ଧି ଅଛନ୍ତି; [QE][QS]ଜଗତ ମଧ୍ୟ ଏପରି ସ୍ଥାପିତ ଯେ, ତାହା ବିଚଳିତ ହୋଇ ନ ପାରେ। [QE]
2. [QS]ତୁମ୍ଭ ସିଂହାସନ ପୂର୍ବଠାରୁ ସ୍ଥାପିତ; [QE][QS]ତୁମ୍ଭେ ଅନାଦି କାଳରୁ ବିଦ୍ୟମାନ। [QE]
3. [QS]ହେ ସଦାପ୍ରଭୁ, ନଦୀସକଳ ବଢ଼ି ଉଠିଅଛନ୍ତି, [QE][QS]ନଦୀସବୁ ଆପଣା ଆପଣା ଧ୍ୱନି ଉଠାଇ ଅଛନ୍ତି; [QE][QS]ନଦୀସବୁ ଆପଣା ଆପଣା ତରଙ୍ଗ ଉଠାନ୍ତି। [QE]
4. [QS]ଜଳରାଶିର ଧ୍ୱନି ଓ [QE][QS]ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା [QE][QS]ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ। [QE]
5. [QS]ତୁମ୍ଭର ପ୍ରମାଣ-ବାକ୍ୟ ଅତି ନିଶ୍ଚିତ; [QE][QS]ହେ ସଦାପ୍ରଭୁ, ପବିତ୍ରତା ସର୍ବଦା ତୁମ୍ଭ ଗୃହର ଶୋଭା। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 93 / 150
ସଦାପ୍ରଭୁ ହିଁ ରାଜା 1 ସଦାପ୍ରଭୁ ରାଜ୍ୟ କରନ୍ତି; ସେ ମହିମାରେ ବସ୍ତ୍ରାନ୍ୱିତ; ସଦାପ୍ରଭୁ ବସ୍ତ୍ରାନ୍ୱିତ ହୋଇ ବଳରେ ଆପଣା କଟି ବାନ୍ଧି ଅଛନ୍ତି; ଜଗତ ମଧ୍ୟ ଏପରି ସ୍ଥାପିତ ଯେ, ତାହା ବିଚଳିତ ହୋଇ ନ ପାରେ। 2 ତୁମ୍ଭ ସିଂହାସନ ପୂର୍ବଠାରୁ ସ୍ଥାପିତ; ତୁମ୍ଭେ ଅନାଦି କାଳରୁ ବିଦ୍ୟମାନ। 3 ହେ ସଦାପ୍ରଭୁ, ନଦୀସକଳ ବଢ଼ି ଉଠିଅଛନ୍ତି, ନଦୀସବୁ ଆପଣା ଆପଣା ଧ୍ୱନି ଉଠାଇ ଅଛନ୍ତି; ନଦୀସବୁ ଆପଣା ଆପଣା ତରଙ୍ଗ ଉଠାନ୍ତି। 4 ଜଳରାଶିର ଧ୍ୱନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ। 5 ତୁମ୍ଭର ପ୍ରମାଣ-ବାକ୍ୟ ଅତି ନିଶ୍ଚିତ; ହେ ସଦାପ୍ରଭୁ, ପବିତ୍ରତା ସର୍ବଦା ତୁମ୍ଭ ଗୃହର ଶୋଭା।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 93 / 150
×

Alert

×

Oriya Letters Keypad References